ସୋରଡା ଅଞ୍ଚଳରେ ଘରଘର ବୁଲି ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ

ସୋରଡା,୧୦ା୪(ଡି.ଏନ୍‌.ଏ.)- ସୋରଡା ବ୍ଲକ ଓ ଏନ୍‌ଏସି ଅଞ୍ଚଳରେ ସ୍ବାସ୍ଥ୍ୟ ଟିମ୍‌ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ ଆରମ୍ଭ କରିଛି। ଶିକ୍ଷକ ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନେ ଏଥିରେ ସାମିଲ ହୋଇଛନ୍ତି। ବ୍ଲକର ୨୬ ପଞ୍ଚାୟତ ଓ ଏନ୍‌ଏସିର ସମସ୍ତ ସାହିରେ ଚାଲିଛି ଏହି କାର୍ଯ୍ୟକ୍ରମ। ଅନ୍ୟପଟେ ବଦଗଡଠାରେ ଭାଜପା ନେତା ରାଧାମୋହନ ସ୍ବାଇଁ, ଜୟରାମ ପାତ୍ର ଶ୍ରମିକ ମାନଙ୍କୁ ମାଗଣା ମାସ୍କ ନିଜେ ତିଆରି କରି ବାଣ୍ଟୁଛନ୍ତି । ଓଡିଶା ମୋଟର ଚାଳକ ସଂଘ ତରଫରୁ ସୀମାଞ୍ଚଳ ମଲ୍ଲିକଙ୍କ ନେତୃତ୍ୱରେ ଗୋରୁଙ୍କୁ ଖାଦ୍ୟ ବଣ୍ଟନ କରଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ବେହାଲ ଅନୁଗୋଳ ଜିଲା

ଅନୁଗୋଳ ଅଫିସ, ୮।୯ – ଅନୁଗୋଳ ଜିଲାରେ ଶୁକ୍ରବାର ରାତିରୁ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶନିବାର ଅପରାହ୍ନ ପର୍ଯ୍ୟନ୍ତ ଜୋରଦାର ବର୍ଷା...

କୋଭିଡ୍‌ ହସ୍ପିଟାଲରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା

ଭଣ୍ଡାରିପୋଖରୀ,୨୨ା୭(ଡି.ଏନ.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ଜୁନିଅର କଲେଜ ଅଧ୍ୟକ୍ଷ ବିପିନ ବିହାରୀ ମହାପାତ୍ରଙ୍କର କୋଭିଡ୍‌ ହସ୍ପିଟାଲରେ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା...

ସିମନବାଡ଼ି ବଜାରରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ: ଅମାନିଆଙ୍କୁ ଅଟକାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ...

୩ ଘଣ୍ଟା ଉଡିଲା ପାଉଁଶ

କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍‌ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ...

ଭିଜିଲାନ୍ସ ଜାଲରେ ଭବାନୀପାଟଣା ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୭।୧(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ସକାଳେ ଅନାମଙ୍କ ଘରେ ଭିଜିଲାନ୍ସ...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ ଜିଲା ବୁଡ଼େନ ଥାନା ଅଞ୍ଚଳରେ ଜଣେ ନାବାଳିକା(୧୫)ଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଅଭିଯୁକ୍ତ ବଳାତ୍କାର କରିଥିବା ଅଭିଯୋଗ ହୋଇଛି ।...

ନକଲି ମଦ କାରଖାନା ଠାବ

ପରଜଙ୍ଗ, ୨୫।୩(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଚଷା ରୋଡ୍‌ ଗ୍ରାମରୁ ମଙ୍ଗଳବାର ଏକ ନକଲି ମଦ ତିଆରି କାରଖାନା ଠାବ କରାଯାଇଛି। ଘଟଣାସ୍ଥଳରୁ ମଦ ପ୍ୟାକିଂ...

ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ

ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ...

Coronavirus Update


Archives

Model This Week

Why Dharitri