ସୋର ୟୁକୋ ବ୍ୟାଙ୍କ ସିଲ୍‌

ସୋର,୨୯।୪(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟିର ଅଡ଼ଙ୍ଗବଜାରରେ ଥିବା ସୋର ୟୁକୋ ବ୍ୟାଙ୍କକୁୁ ପ୍ରଶାସନ ତରଫରୁ ସିଲ୍‌ କରାଯାଇଛି। ସେଠାରେ ଥିବା ଏକ ଲଜ୍‌କୁ ମଧ୍ୟ ସିଲ୍‌ କରାଯାଇଛି। ଏହି ବ୍ୟାଙ୍କର ଜଣେ କର୍ମଚାରୀ ବାଲେଶ୍ୱର ସହର ନେଳିଆବାଗରେ ଭଡ଼ାରେ ରହୁଥିଲେ। ସେଠାରୁ ସେ ପଳାଇଆସି ଗତ ୧୮ ତାରିଖଠାରୁ ସୋର ଅଡ଼ଙ୍ଗବଜାରସ୍ଥିତ କାଶୀନାଥ ଲଜ୍‌ରେ ରହି ସୋର ୟୁକୋ ବ୍ୟାଙ୍କରେ କାମ କରୁଥିଲେ। ସୋର ମ୍ୟୁନିସିପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ରାକେଶ ପଣ୍ଡା ସୋର ୟୁକୋ ବ୍ୟାଙ୍କରେ ପହଞ୍ଚତ୍ ୟୁକୋ ବ୍ୟାଙ୍କକୁ ସିଲ୍‌ କରିବା ସହ ସମ୍ପୃକ୍ତ କର୍ମଚାରୀ ଓ ସମସ୍ତ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ବ୍ୟବସ୍ଥା କରିଛନ୍ତି। ବ୍ୟାଙ୍କ ସିଲ୍‌ ପରେ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡିଛନ୍ତି। ମ୍ୟୁନିସିପାଲିଟି ପକ୍ଷରୁ ବ୍ୟାଙ୍କ ଓ ଲଜ୍‌କୁ ସାନିଟାରାଇଜ୍‌ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବାନ୍ଧଗଡ଼ା ଅଙ୍ଗନଓ୍ବାଡି କେନ୍ଦ୍ର

ଖୁଣ୍ଟା,୫ା୯(ଡି.ଏନ୍‌.ଏ.)-ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଖୁଣ୍ଟା ବ୍ଲକ ଅଧୀନ ବାହାନଡା ପଞ୍ଚାୟତର ବାନ୍ଧଗଡା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଅବ୍ୟବସ୍ଥାରେ ଚାଲିଛି । ୨୦୦୦...

ରାଜ୍ୟ ବୟନଶିଳ୍ପ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ବାଇକ୍‌ ଚାଳକ ଗୁରୁତର

କୋରାପୁଟ, ୭ା୨: କୋରାପୁଟ-ବୋରିଗୁମ୍ମା ଭାୟା ରାଣୀଗଡ଼ ୩୨୬ ନମ୍ବର ରାଜପଥ ଛର୍ତଲା ନିକଟରେ ରବିବାର ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କାର ଓ...

ଶବ୍ଦ ପ୍ରଦୂଷଣ ଅଭିଯୋଗ, ୨ ଡିଜେ ଗାଡି ଜବତ ୪୪ ହଜାର ୫ ଶହ ଟଙ୍କା ଜରିମାନା

ଆସିକା,୭ା୯(ଡି.ଏନ୍‌.ଏ.)- ଆସିକା ଥାନା ଇଲାକାରେ ବେଆଇନ ଭାବେ ଶବ୍ଦ ପ୍ରଦୂଷଣ କରୁଥିବା ଅଭିଯୋଗରେ ୨ଟି ଡିଜେ ଗାଡିକୁ ଶୁକ୍ରବାର ପୋଲିସ ଜବତ କରିଛି। ଏ ନେଇ...

ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାରେ ନାବାଳିକା

ବାରିପଦା ଅଫିସ,୨୫।୯: ବାରିପଦା ବ୍ଲକ ଅଞ୍ଚଳର ଜଣେ ୧୩ ବର୍ଷର ନାବାଳିକା ବାଲ୍ୟ ବିବାହକୁ ବିରୋଧ କରି ଚର୍ଚ୍ଚାକୁ ଆସିଛନ୍ତି। ପରିବାର ଲୋକେ ତାଙ୍କ ବିବାହ...

ଗଞ୍ଜାମରେ ଘରକୁ ଘର ବୁଲି ସ୍ବାସ୍ଥ୍ୟ ସ୍କ୍ରିନିଂ: ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ମଙ୍ଗଳବାର ୪୯ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ମଙ୍ଗଳବାର...

ଅଧିକ ସଂଖ୍ୟକ ଝିଅ ଥିବା ୫ ପଞ୍ଚାୟତ ପୁରସ୍କୃତ

ମାଲକାନଗିରି,୨୫।୧(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ସଂସ୍କୃତି ଭବନଠାରେ ଜିଲାସ୍ତରୀୟ ଜାତୀୟ ଶିଶୁ କନ୍ୟା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି ା ଏହି କାର୍ଯ୍ୟକ୍ରମରେ ମୁଖ୍ୟ...

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ...

ଗାଧୋଇବାବେଳେ ଅଘଟଣ: ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ

ଆନନ୍ଦପୁର,୧୨।୪(ସ୍ବ.ପ୍ର.): ଆନନ୍ଦପୁରର ବୈତରଣୀ ନଦୀରେ ସାଙ୍ଗମାନଙ୍କ ସହିତ ଗାଧୋଇବା ସମୟରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଉଛନ୍ତି ଆନନ୍ଦପୁର ଫକୀରମୋହନ ବସଷ୍ଟାଣ୍ଡ ନିକଟରେ ମୋବାଇଲ...

Advertisement
Archives

Model This Week