ସୋସିଆଲ୍‌ ମିଡ଼ିଆରେ ଛାତ୍ରୀଛାତ୍ରଙ୍କୁ ଦିଆଯିବ ହୋମ୍‌ ଓ୍ବାର୍କ

ଅହମଦାବାଦ୍‌, ୧୯।୩: ସାରା ବିଶ୍ୱରେ କରୋନାକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସୁରକ୍ଷା ଦୃଷ୍ଟିରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେବେ ଗୁଜରାଟରେ ଶିକ୍ଷା ବିଭାଗ ସରକାରୀ ସ୍କୁଲ ଶିକ୍ଷକଙ୍କୁ ପିଲାଙ୍କ ଘର ଘର ବୁଲି ପରୀକ୍ଷା ପ୍ରଶ୍ନପତ୍ର ବାଣ୍ଟିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହାକୁ ଶିକ୍ଷକ ସଂଘ ପକ୍ଷରୁ ବିରୋଧ କରାଯାଉଛି। ତେବେ ସୋସିଆଲ୍‌ ମିଡ଼ିଆରେ ପାଠ ପଢ଼ାଇବା ପାଇଁ ସରକାର ଶିକ୍ଷକଙ୍କୁ କହିଛନ୍ତି। ଅଭିଭାବକଙ୍କ ମୋବାଇଲ୍‌ ନମ୍ବର ନେଇ ଶିକ୍ଷକମାନଙ୍କୁ ହ୍ବାଟସ୍‌ ଆପ୍‌ ଗ୍ରୁପ୍‌ କରିବାକୁ କୁହାଯାଇଛି। ଏଥିରେ ପିଲାଙ୍କ ହୋମ୍‌ ଓ୍ବାର୍କ ଶେୟାର କରିବାକୁ ପଡ଼ିବ। ସେହିପରି ହ୍ବାଟସ୍‌ ଆପ୍‌ରେ ଖାତା ଦେଖା ବି ହେବ। ପ୍ରତି ଶନିବାର ହେଉଥିବା ପରୀକ୍ଷା ମଧ୍ୟ ହ୍ବାଟସ୍‌ ଆପ୍‌ରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦା କୋଚରଙ୍କୁ ସମନ

ନୂଆଦିଲ୍ଲୀ,୭।୨: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚରଙ୍କୁ ସ୍ବତନ୍ତ୍ର କୋର୍ଟ ସମନ କରିଛି। ଘରୋଇ କମ୍ପାନୀ ଭିଡିଓକନ ଗ୍ରୁପ୍‌ର ଅଧ୍ୟକ୍ଷ ଭେନୁଗୋପାଳ ଧୂତ୍‌ଙ୍କୁ କୋଚର...

ଦୋଳିରୁ ଡେଇଁ ଏମିତି ପ୍ୟାଣ୍ଟ ପିନ୍ଧିଲେ ବ୍ୟକ୍ତି, ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

କର୍ନାଟକ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୬ ଯାଏ କାର୍ଯ୍ୟାନୁଷ୍ଠାନ ନେଇପାରିବେନି ବାଚସ୍ପତି

ନୂଆଦିଲ୍ଲୀ,୧୩ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନଙ୍କ ମାମଲାର ଶୁଣାଣି ୧୬ ତାରିଖରେ ସୁପ୍ରିମକୋର୍ଟରେ ହେବ। ସେ ପର୍ଯ୍ୟନ୍ତ ୧୦ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିବା ଲାଗି...

କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ...

ଧ୍ୟାନ ଦିଅନ୍ତୁ : କୋଓ୍ବିନ ପଠାଇବ କୋଡ୍‌

ନୂଆଦିଲ୍ଲୀ, ୭ା୫ : କୋଭିଡ୍‌-୧୯ ଟିକା ପାଇଁ ରେଜିଷ୍ଟ୍ରେଶନ ବେଳେ ହେଉଥିବା ଅସୁବିଧାକୁ କମ୍‌ କରିବାକୁ କୋଓ୍ବିନ ସିଷ୍ଟମରେ ସାମିଲ ହେବାକୁ ଯାଉଛି ନୂଆ ଫିଚର।...

୪ ମାସରେ ୩ ମୁଖ୍ୟମନ୍ତ୍ରୀ

ଡେରାଡୁନ, ୪।୭: ଉତ୍ତରାଖଣ୍ଡ ୪ ମାସ ମଧ୍ୟରେ ତୃତୀୟ ମୁଖ୍ୟମନ୍ତ୍ରୀ ଦେଖିବାକୁ ଯାଉଛି। ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ...

ନିସର୍ଗର ତାଣ୍ଡବ ଆରମ୍ଭ: ଅଲିବାଗରେ ବ୍ୟାପକ କ୍ଷୟକ୍ଷତି

ମୁମ୍ବାଇ, ୩।୬: ସାମୁଦ୍ରିକ ଝଡ଼ ନିସର୍ଗ ମହାରାଷ୍ଟ୍ରର ରାୟଗଡ଼ ଜିଲାର ହରିହରେଶ୍ୱର-ଡାମନ ମଧ୍ୟବର୍ତ୍ତୀ ଅଞ୍ଚଳ ଅଲିବାଗରେ ଭୂପୃଷ୍ଠ ଛୁଇଁଛି। ନିସର୍ଗ ପ୍ରଭାବରେ ଏଠାରେ ଘଣ୍ଟାପ୍ରତି ୧୨୦ରୁ...

ସବୁଠୁ ବଡ଼ ଚଳନ୍ତା ରୋବୋ

ଜାପାନର ମେକାନିକାଲ କମ୍ପାନୀ ସକାକିବାରା କିକାଇ ତିଆରି କରିଛି ପୃଥିବୀର ସବୁଠାରୁ ବଡ଼ ହ୍ୟୁମାନୋଏଡ୍‌ ଭେହିକଲ୍‌। ଏହା ଦେଖିବାକୁ ଏକ ବିରାଟକାୟ ରୋବୋ ପରି, ଯାହାର...

Advertisement
Archives

Model This Week