Posted inଜାତୀୟ

ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିତ ୮ ମାମଲା ସୁପ୍ରିମ୍‌କୋର୍ଟ ସ୍ଥାନାନ୍ତର: ୨୦୨୦ ସୁଦ୍ଧା ଆସିବ ଆଇନ

ନୂଆଦିଲ୍ଲୀ,୨୨।୧୦: ସୋସିଆଲ୍‌ ମିଡ଼ିଆର ଦୂରୁପଯୋଗ ସମ୍ପର୍କିରେ ହାଇକୋର୍ଟରେ ଦାଖଲ ହୋଇଥିବା ୮ ମାମଲାକୁ ସୁପ୍ରିମ୍‌କୋର୍ଟକୁ ସ୍ଥାନାନ୍ତର କରାଯାଇଛି। ଏଣିକି ଏହାର ଶୁଣାଣି ସର୍ବୋଚ୍ଚ ଆଦାଲତରେ କରାଯିବ। ଏନେଇ ମଙ୍ଗଳବାର ସୁପ୍ରିମ୍‌କୋର୍ଟରେ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ କହିଲେ ଯେ, ସମ୍ପର୍କିତ ସୋସିଆଲ୍‌ ମିଡ଼ିଆ କମ୍ପାନୀଙ୍କ ପାଖରେ ଯଦି ସେମାନଙ୍କ ଦ୍ୱାରା ପ୍ରଦାନ କରାଯାଉଥିବା ସେବା ତଥା ଉତ୍ପାଦର ଦୂରୁପଯୋଗ ରୋକିବା ଲାଗି କୌଣସି ପ୍ରଣାଳୀ ନାହିଁ ତେବେ କମ୍ପାନୀଗୁଡ଼ିକ ଭାରତକୁ ଆସିବାର ଆବଶ୍ୟକତା ନାହିଁ। କାରଣ ପୀଡ଼ିତଙ୍କ ସମସ୍ୟାର ସମାଧାନ କରିବାକୁ ସମ୍ପୃକ୍ତ କମ୍ପାନୀ ଅସମର୍ଥ। ଶୁଣାଣି ସମୟରେ କେନ୍ଦ୍ର ସରକାର କହିଛନ୍ତି ଯେ, ଏସମ୍ପର୍କିତ ଆଇନ ୨୦୨୦ ଜାନୁୟାରୀ ୧୫ ସୁଦ୍ଧା ପ୍ରସ୍ତୁତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri