Posted inଫୁରସତ

ସୋସିଆଲ୍‌ ମିଡିଆରେ ଚହଳ ସୃଷ୍ଟି କରିଛନ୍ତି ୩ବର୍ଷୀୟ ଶିଶୁ ରୋଷେୟା

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଗତ କିଛି ଦିନ ହେବ ସୋସିଆଲ୍‌ ମିଡିଆରେ ୩ବର୍ଷୀୟ ଶିଶୁ ଚହଳ ସୃଷ୍ଟି କରିଛନ୍ତି। ଆମେରିକାର ରୋମନ୍‌ ବେଲ୍‌ଭିଲେ ପୁରା ଦୁନିଆକୁ ନିଜ ଅଦ୍ଭୁତ କାର୍‌ନାମା ଜରିଆରେ ଆଶ୍ଚର୍ଯ୍ୟଚକିତ କରିଦେଇଛନ୍ତି। ରୋମନ୍‌ ୟୁଟ୍ୟୁବ୍‌ରେ ଏବେ ଜଣେ ଲୋକପ୍ରିୟ ରୋଷୟା ପାଲଟିଛନ୍ତି। ପିଜ୍ଜାଠୁ ନେଇ କେକ୍‌ ସବୁକିଛି ନିଜେ ତିଆରି କରୁଥିବାର ଭିଡିଓ ଏବେ ୟୁଟ୍ୟୁବ୍‌ରେ ଭାଇରାଲ୍‌ ହେବାରେ ଲାଗିଛି। ରୋମନ୍‌ଙ୍କ ମା’ ପୂର୍ବରୁ ୟୁଟ୍ୟୁବ୍‌ରେ ଏକ ଚ୍ୟାନେଲ୍‌ ଚଳାଉଛନ୍ତି। ଏଥିରେ ସେ ଲୋକଙ୍କୁ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତି ପ୍ରଣାଳୀ ଶିଖାଇଥାନ୍ତି। ଏକ ଭିଡିଓରେ ରୋମନ୍‌ ମା’ଙ୍କ ସହ ରୋଷେଇ କରୁଥିବାର ନଜର ଆସିଥିଲେ। ଏହାପରେ ରୋମନ୍‌ ଏତେ ଲୋକପ୍ରିୟ ହୋଇଗଲେ ଯେ, ତାଙ୍କ ମା’ଙ୍କ ୟୁଟ୍ୟୁବ୍‌ ସବ୍‌ସ୍କ୍ରାଇବର୍ସ ୧୮୬ ରୁ ୩୫୦୦୦ରେ ପହଞ୍ଚିଗଲା। ୟୁଟ୍ୟୁବ୍‌ରେ ରୋମନ୍‌ଙ୍କ ଭିଡିଓକୁ କାନାଡା, ଅଷ୍ଟ୍ରେଲିଆ, ଜର୍ମାନୀ ଏବଂ ନେଦର୍‌ଲ୍ୟାଣ୍ଡ୍‌ ସମେତ ୧୪୦ଟି ଦେଶର ଲୋକେ ଦେଖିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶଗୁଡିକରେ ସାମାନ୍ୟ ଟଙ୍କା ଭଳି କାରାବାର ହେଉଛି ସୁନାରୂପା ମୁଦ୍ରା! ଜାଣନ୍ତୁ କେଉଁଠି…

ଆଜିର ଡିଜିଟାଲ ଯୁଗରେ, ଯେତେବେଳେ ଆମେ ଆମ ପକେଟରେ ଏକ ୱାଲେଟ ବିନା ମୋବାଇଲ ଫୋନରେ QR କୋଡ ସ୍କାନ କରି ସବୁକିଛି କରିଥାଉ। ଆପଣ କ’ଣ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri