ସୋସିଆଲ୍ ମିଡିଆରେ ଅପପ୍ରଚାର କାର୍ଯ୍ୟ ନୀନ୍ଦନୀୟ, ଡିଜିଟାଲ ଫୁଟପ୍ରିଣ୍ଟ କଥା ଭୁଲନ୍ତୁ ନାହିଁ: ବାଗ୍‌ଚୀ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ଘଡ଼ିସନ୍ଧି ମୁହୂର୍ତ୍ତରେ ଯେକୌଣସି ଅପପ୍ରଚାର, ସନ୍ଦେହଜନକ ଜିନିଷ ବିଷୟରେ ସୋସିଆଲ୍ ମିଡିଆରେ ସେୟାର କରିବା, ଟ୍ୱିଟ଼ କରିବା ନୀନ୍ଦନୀୟ ବିଷୟ l ଏହା ଦାୟିତ୍ୱହୀନତାର ପରିଚୟ l ସମୁଦ୍ରର ବେଳାଭୂମି ପାଦ ଚିହ୍ନ ଧୋଇ ଦିଏ ହେଲେ ଡିଜିଟାଲ ଫୁଟପ୍ରିଣ୍ଟ ସବୁଦିନ ପାଇଁ ରହିଯାଏ l ଏଣୁ ଯଦି କେହି ଅପପ୍ରଚାର କରିବାକୁ ଚେଷ୍ଟା କରୁଛନ୍ତି ସେ ସତର୍କ ରୁହନ୍ତୁ l ପୁଲିସ ଆପଣଙ୍କ ପାଖରେ ପହଞ୍ଚିବାକୁ ବେଶୀ ସମୟ ଲାଗିବ ନାହିଁ ବୋଲି ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି।

ପ୍ରକାଶ ଯେ, ବର୍ତ୍ତମାନ ସମୟରେ ଗୁଜବ କିମ୍ବା ସନ୍ଦେହଜନକ ଖବର ପ୍ରଚାର କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ। ଯଦି କାହା ମୋବାଇଲକୁ କିଛି ଗୁଜବ ଆସୁଛି ତାକୁ ତୁରନ୍ତ ପୋଲିସକୁ ପଠାଇ କ୍ଲାରୀଫାଏ କରାଇନିଆନ୍ତୁ। ଆଉ ପୋଲିସକୁ ତଦାନ୍ତରେ ସହଯୋଗ କରନ୍ତୁ ବୋଲି ଡିଜିପି ଅଭୟ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri