ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ: ଭିଡିଓ ଭାଇରାଲ କରି ଜଣେ ଗିରଫ, ମୋବାଇଲ ଜବତ

ବଡ଼ବିଲ,୫।୪( ସ୍ଵ. ପ୍ର.): କରୋନା ସମ୍ପର୍କିତ ଆପତ୍ତିଜନକ ଭିଡ଼ିଓ, ମ୍ୟାସେଜ, ଫଟୋ ଆଦି ସୋସିଆଲ ମିଡିଆରେ ଭାଇରାଲକୁ ନେଇ ସରକାର କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦିନ ଏଇଭଳି ଏକ ଘଟଣାରେ ବଡ଼ବିଲ ଶ୍ରୀରାମ ନଗର ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରାଜେନ୍ଦ୍ର କୁମାର କେଶରୀ ଓରଫ ମୁନ୍ନା। ମୁନ୍ନାଙ୍କ ମୋବାଇଲକୁ ପୋଲିସ ଜବତ କରିଛି।
ମିଳିଥିବା ସୂଚନା ଅନୁଯାୟୀ, ମୁନ୍ନା ନିଜ ମୋବାଇଲ ଯୋଗେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରିବା ସହ ଶତୃତା ସୃଷ୍ଟିକାରୀ ଆପତ୍ତିଜନକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏ ନେଇ ପୋଲିସ ଜାଣିବା ପରେ ବଡ଼ବିଲ ଥାନା କେଶ ନଂ ୫୫, ଦଫା ୧୮୮/୧୫୩(ଏ)/୨୯୫(ଏ)/୫୦୫ ଆଇପିସିରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ମୁନ୍ନାଙ୍କୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍‌ଡାଉନ

ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍‌.ଏ.):କରୋନା ପାଇଁ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର...

ଡ୍ରେନ୍‌, ଶୌଚାଳୟ ସମସ୍ୟାରେ ସ୍ଥାନୀୟ ବାସିନ୍ଦା

ବ୍ରହ୍ମପୁର ଅଫିସ,୨।୩ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ୩୨ ନଂ. ୱାର୍ଡ, ଯାହାକି ବର୍ତ୍ତମାନ ୩୪ ନଂ. ୱାର୍ଡରେ ପରିଣତ ହୋଇଛି। ଏହି ୱାର୍ଡରେ ଭୋଟର...

ଦାରୁକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ମାନ୍ୟତା ଦାବି

ଖୋର୍ଦ୍ଧା ଅଫିସ,୧୬।୭: ଖୋର୍ଦ୍ଧାଠାରୁ ୧୦ କିଲୋମିଟର ଦୂରରେ ରହିଛି ଦଧିମାଛଗାଡ଼ିଆ ଗ୍ରାମ। ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ଏହି ଗ୍ରାମ ପରିଚିତ। ୧୯୯୬ ନବକଳେବରରେ ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ...

ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ୭ଟି ଶିବିରରେ ୧୩୨ ୟୁନିଟ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ, ୨୨।୫: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ...

ଆଧାର ନ ଥିବାରୁ ଭତ୍ତାରୁ ବଞ୍ଚିତ୍ତ ବେଲ

ଡେରାବିଶ,୭।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକ ଇନ୍ଦାଳୋ ପଞ୍ଚାୟତ ଅନ୍ତର୍ଗତ ନାନକାର ଗ୍ରାମର ୭୨ ବର୍ଷିୟା ବିଧବା ମହିଳା ଭତ୍ତାରୁ ବଞ୍ଚିତ୍ତ ହୋଇଥିବା ବିଡିଓଙ୍କ ନିକଟରେ...

ଫେରାର ଓଡ଼ିଆ ପ୍ରବାସୀଙ୍କୁ କ୍ୱାରାଣ୍ଟାଇନକୁ ଅଣାଗଲା: ୧୨ରୁ ଊର୍ଦ୍ଧ୍ୱଙ୍କ ନାମରେ ମାମଲା

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଜନତା ହାଇସ୍କୁଲ ଓ ରାଗପୁର କ୍ୱାରାଣ୍ଟାଇନ ସେଣ୍ଟରର ପ୍ରବାସୀ ଓଡ଼ିଆ ଗତ ୩ ତାରିଖରେ ପୋଲିସ ଓ...

ଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ରାଇଘର,୧ା୫(ଡି.ଏନ୍‌.ଏ.): କରୋନା ବିପତ୍ତି ସମୟରେ ସହାୟତାର ହାତ ବଢ଼ାଇଛି ନବରଙ୍ଗପୁର ଜିଲା ରାଇଘର ବ୍ଲକ୍‌ ଶିକ୍ଷା ବିଭାଗ। ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ...

ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ...

Advertisement
Archives

Model This Week