ସୋସିଆଲ ମିଡିଆରେ ଗଞ୍ଜାମ ଜିଲାର ମିଥ୍ୟା କରୋନା ପଜିଟିଭ ତାଲିକା

ଛତ୍ରପୁର, ୧୧।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ପଜିଟିଭର ଏକ ମିଥ୍ୟା ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ କେହି ବିଶ୍ୱାସ କରନ୍ତୁ ନାହିଁୟ। ଏହାକୁ ସେୟାର କିମ୍ବା ଫରୱାର୍ଡ ମଧ୍ୟ କରନ୍ତୁ ନାହିଁ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଅପରାହ୍ନରେ ଟୁଇଟକରି ଅନୁରୋଧ କରିଛନ୍ତି। ଏହାକୁ ନେଇ ଡରିବାର ନାହିଁ। ଏଭଳି ତାଲିକା ଜିଲାପ୍ରଶାସନ ପ୍ରକାଶ କରେନି। ଗୁଜବ ପ୍ରତି ସଚେତନ ରହିବାକୁ ଜ଼ିଲ୍ଲାପାଳ କହିଛନ୍ତି। ଏଥିସହ ଉକ୍ତ ମିଥ୍ୟା ତାଲିକାର ଏକ ଫଟୋକୁ ଟ୍ବିଟରରେ ପୋଷ୍ଟ ମଧ୍ୟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଏଏସ୍‌ଆଇଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୯ (ବ୍ୟୁରୋ): କରୋନାରେ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ଜଣେ ଏଏସ୍‌ଆଇ ଶିଶିର କୁମାର ସେଠୀ(୪୫)ଙ୍କ ଜୀବନ ଦୀପ ଲିଭିଯାଇଛି। ତାଙ୍କ ଘର କଟକ ସଦର ଥାନା...

ପୁରୀ ନାବାଳିକା ବଳାତ୍କାର ମାମଲା: ରାୟଗଡ଼ାରୁ ଚତୁର୍ଥ ଅଭିଯୁକ୍ତ ବୁଲୁ ଗିରଫ

ପୁରୀ ଅଫିସ,୮।୧୨: ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର ମାମଲାରେ ଚତୁର୍ଥ ଅଭିଯୁକ୍ତଙ୍କୁ ରାୟଗଡ଼ା ଓ ପୁରୀ ପୋଲିସ ମିଳିତ ଉଦ୍ୟମରେ ଗିରଫ କରାଯାଇଛି। ରାୟଗଡ଼ା...

୧୭ରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ଶଲାବୁଢ଼ାର ବଦ୍‌ଲା

ବଲାଙ୍ଗୀର ଅଫିସ, ୮ା୧- ଆସନ୍ତା ୧୭ ତାରିଖ ବଲାଙ୍ଗୀରରେ ମୁକ୍ତିଲାଭ କରିବ ବହୁପ୍ରତୀକ୍ଷିତ କୋଶଲୀ-ସମ୍ବଲପୁରୀ ଚଳଚ୍ଚିତ୍ର ଶଲବୁଢ଼ାର ବଦ୍‌ଲା ା ଏହି ଓଡିଶାର ପ୍ରଥମ ଓ...

ମୁଖ୍ୟରାସ୍ତା ହେଲା ନୋ ପାର୍କିଂ ଜୋନ୍‌

ଜୟପୁର,୨୯।୧(ନି.ପ୍ର./ଡି.ଏନ୍‌.ଏ.) – ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ମୁଖ୍ୟରାସ୍ତାରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛି...

ଉତ୍କଳ ବିଶ୍ୱବିଦ୍ୟାଳୟ ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଜଣେ ଯୁବକ ଶୁକ୍ରବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ସୂଚନା ମିଳିଛି। ତାଙ୍କର...

ହାତୀଶାଳ କଲୋନିରେ ବାହାର ରାଜ୍ୟର ୫ ବ୍ୟକ୍ତି

ଜୟପୁର,୭ା୫(ଡି.ଏନ.ଏ): କୋରାପୁଟ ଜିଲା ଜୟପୁର ସହର ଉପକଣ୍ଠ ହାତୀଶାଳ କଲୋନିଠାରେ ମହାରାଷ୍ଟ୍ର ରାଜ୍ୟର ରେଜିଷ୍ଟ୍ରେଶନ ଥାଇ ଏକ ଇନୋଭା କାର ଏବଂ ସେଠାରେ ଜଣେ ବ୍ୟକ୍ତିଙ୍କ...

ଫଲମୂଲ ବିକ୍‌ରି ଲାଗି ବଜାର ବେବସ୍‌ତାର ଅଭାବ: ଶୋଷନ୍‌ର ଶିକାର ହେଉଛନ୍‌ ଆଦିବାସୀ

ଭବାନୀପାଟଣା,୧୪।୬ (ଡି.ଏନ୍‌.ଏ.):  କଳାହାଣ୍ଡି ଆର ରାୟଗଡ଼ା ସୀମାନାରେ ଥିବାର ନିୟମଗିରି ପରବତ ସିଘେ ୨ଶହରୁ ଅଧ୍‌କା ଆଦିବାସୀ ଡଙ୍ଗରିଆ ଆର ଝରଣିଆ କଁଧ୍‌ ପରିବାର ବାସ...

କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା...

Coronavirus Update

Archives

Model This Week

Why Dharitri