ସୋସିଆଲ ମିଡିଆରେ ‘ପାକିସ୍ତାନୀ ରୁଟି’

ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ରୁମାଲି ରୁଟି ବା ତନ୍ଦୁରି ରୁଟି କଥା ଶୁଣିଥିବେ ଏବଂ ଖାଇଥିବେ। ହେଲେ କେବେ ଚାଦର ରୁଟି କଥା ଶୁଣିଛନ୍ତି କିମ୍ବା ଖାଇଛନ୍ତି କି। ଶୁଣିଲା ବେଳକୁ କଥାଟା ଅଡୁଆ ଲାଗୁଥିବ, ହେଲେ କଥାଟି ସତ। ବର୍ତ୍ତମାନ ସୋସିଆଲ ମିଡିଆରେ ଏକ ଭିଡଓ ଭାଇରାଲ ହୋଇଛି। ଯେଉଁଥିରେ ରୁଟିର ଆକାରକୁ ଦେଖିଲେ ଆଶ୍ଚର୍ଯ୍ୟ ଲାଗୁଛି। ଏହି ଗୋଟିଏ ରୁଟିରେ ପୂରା ପରିବାରର ପେଟ ଭର୍ତ୍ତି ହୋଇଯିବ ବୋଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ତାହା ପୁଣି ଗୋଟିଏ ପାକିସ୍ତାନୀ ପରିବାରର ବୋଲି କୁହାଯାଇଛି। ଦେଢ଼ ମିନିଟ୍‌ର ଏହି ଭିଡିଓକୁ ବ୍ୟବସାୟୀ ହର୍ଷ ଗୋଏଙ୍କା ଶେୟାର କରିଛନ୍ତି।

ଶେୟାରର କିଛି ସମୟ ଭିତରେ ଏହାକୁ ୫୦ହଜାରରୁ ଊର୍ଦ୍ଧ୍ୱ ୟୁଜର୍ସ ଦେଖିବା ସହ ବହୁ ମଜାଳିଆ କମେଣ୍ଟ ମଧ୍ୟ ଦେଇଛନ୍ତି। ଉକ୍ତ ଭିଡିଓଟିରେ ଜଣେ ବ୍ୟକ୍ତି ନିଜ ହାତରେ ଅତି କୌଶଳତାର ସହ ରୁଟି କରୁଥିବାର ଦେଖିବାକୁ ମିଳିଛି। ଏହି ରୁଟି ଘରର ଖଟ ଆକାରର ହୋଇଥିବାରୁ ଏହାକୁ ଚାଦର ରୁଟି ବୋଲି କୁହାଯାଉଛି। ଏହାକୁ ଦେଖି ଜଣେ ୟୁଜର୍ସ ଲେଖିଛନ୍ତି, ରୁଟିକୁ ଦେଖିବା ପରେ ଭୋକ ମେଣ୍ଟିଗଲାଣି। ସେହିପରି ଆଉ ଜଣେ ୟୁଜର୍ସ ଲେଖିଛନ୍ତି, ଏହା ପାକିସ୍ତାନୀ ରୁଟି, ଗୋଟିଏ ରୁଟି ପୁରା ପରିବାରର ପେଟ ଭର୍ତ୍ତି ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର...

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ

ନୂଆଦିଲ୍ଲୀ,୧୧।୩: ୪ ରାଜ୍ୟ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ସମେତ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରିରେ ବିଧାନସଭା ର୍ନିବାଚନକୁ ଦୃଷ୍ଟିରେ ରଖି କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀ...

ପଦ୍ମ ପୁରସ୍କାର ଉତ୍ସବ ସ୍ଥଗିତ

ନୂଆଦିଲ୍ଲୀ,୧୫ା୩(ପି.ଟି.): କରୋନା ସଂକ୍ରମଣ ଭୟରେ ପଦ୍ମ ପୁରସ୍କାର ପ୍ରଦାନ ଉତ୍ସବକୁ ସ୍ଥଗିତ ରଖାଯାଇଛି। ଏହି ଉତ୍ସବ ମାର୍ଚ୍ଚ ୨୬ ଓ ଏପ୍ରିଲ ୩ରେ ଅନୁଷ୍ଠିତ ହେବାର...

ଟଙ୍କାଏରେ ମିଳୁଛି ପେଟପୁରା ଭୋଜନ: ଆଗକୁ ମିଳିବ ମଧ୍ୟାହ୍ନ ଭୋଜନରେ ମିଠା ଓ ସକାଳ ଜଳଖିଆ

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀର ନୋଏଡାସ୍ଥିତ ସେକ୍ଟର-୫୫ରେ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଟଙ୍କାଏରେ ଲୋକଙ୍କୁ ପେଟପୁରା ଭୋଜନ ମିଳୁଛି। ଅଗଷ୍ଟ ୨୩ରୁ ଏହି ଯୋଜନା ଆରମ୍ଭ ହୋଇଛି।...

ଗ୍ରୀଷ୍ମରୁ ରକ୍ଷା ପାଇବାକୁ ବସ୍‌ ଛାତରେ ବଗିଚା କଲେ ଡ୍ରାଇଭର

ଦିନକୁ ଦିନ ବିଶ୍ୱ ତାପମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ଗ୍ରୀଷ୍ମର ପ୍ରବାହ ଏତେ ବଢି ଯାଇଛି ଯେ ଅନେକ ସହରରେ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ...

କପିଲ ଦେବ ପିନ୍ଧିଲେ ଏମିତି ପ୍ୟାଣ୍ଟ୍‌, ଫ୍ୟାନ୍‌ କହିଲେ ରଣବୀରଙ୍କଠାରୁ ଦୂରେଇ ରୁହ

୧୯୮୩ରେ ହୋଇଥିବା କ୍ରିକେଟ ବିଶ୍ୱକପରେ ଭାରତର ଐତିହାସିକ ବିଜୟକୁ ନେଇ ଫିଲ୍ମ ‘୮୩’ ନିର୍ମାଣ କରାଯାଉଛି। ଏହି ଫିଲ୍ମରେ ବଲିଉଡ ଅଭିନେତା ରଣବୀର ସିଂହ କପିଲ...

ଟିଏମ୍‌ସି ନେତାଙ୍କୁ ହରାଇଲେ ଝୁମ୍ପୁଡ଼ିରେ ରହୁଥିବା ଏହି ମହିଳା, ହେଲେ ଭାଜପା ବିଧାୟକ

କୋଲକାତା,୩।୫: ପଶ୍ଚିମବଙ୍ଗର ସାଲତୋରା ନିର୍ବାଚନ ମଣ୍ଡଳୀରୁ ଜଣେ ଦିନ ମଜୁରିଆଙ୍କ ସ୍ତ୍ରୀ ଚନ୍ଦନା ବାଉରୀଙ୍କୁ ସୋସିଆଲ ମିଡିଆରେ ଶୁଭେଚ୍ଛାର ସୁଅ ଛୁଟୁଛି। ୩୦ ବର୍ଷୀୟା ଚନ୍ଦନା...

ବ୍ୟୁରୋ ଅଫ୍‌ ସିଭିଲ ଏଭିଏଶନ ସିକ୍ୟୁରିଟିର ପ୍ରଥମ ମହିଳା ମହାନିର୍ଦ୍ଦେଶିକା ହେଲେ ଉଷା ପାଢୀ

ନୂଆଦିଲ୍ଲୀ,୨୮।୮: ଓଡ଼ିଶାା କ୍ୟାଡରର ଆଇଏଏସ୍‌ ଉଷା ପାଢୀଙ୍କୁ ବେସାମରିକ ବିମାନ ଚଳାଚଳ ସୁରକ୍ଷାର ମହାନିର୍ଦ୍ଦେଶିକା ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇବାରେ ଉଷା ହେଉଛନ୍ତି...

Advertisement


Archives

Model This Week