ସୋସିଆଲ ମିଡିଆରେ ଫଟୋ ଭାଇରାଲ ପରେ ବାବୁଲାଙ୍କୁ ଚିହ୍ନିଲେ ପରିବାର ଲୋକେ

କେନ୍ଦୁଝର,୧୨।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋପୀନାଥପୁର ପଞ୍ଚାୟତ ସିଲିସୁଆଁ ଗ୍ରାମରୁ କିଛିମାସ ତଳେ ନିଖୋଜ ହୋଇଯାଇଥିବା ବାବୁଲା ମୁଣ୍ତା ବିଶାଖାପାଟଣାରେ ଥିବା ଜଣାପଡ଼ିଛି। ସୋସିଆଲ ମିଡିଆରେ ତାଙ୍କର ଫଟୋ ଭାଇରାଲ ହେବା ପରେ ପରିବାର ଲୋକେ ଚିହ୍ନିପାରି ଯୋଗାଯୋଗ କରିଥିଲେ। ତାଙ୍କୁ ଖୋଜି ଆଣିବା ପାଇଁ ଗୁରୁବାର ତାଙ୍କ ମାମୁଁ ଚୈତନ୍ୟ ମୁଣ୍ତା ଓ ଅନ୍ୟଜଣେ ବନ୍ଧୁ ରମେଶ ମୁଣ୍ତା ଯାଇଥିବା ଜଣାପଡ଼ିଛି। ମାନସିକ ଚାପଗ୍ରସ୍ତ ହୋଇ ବାବୁଲା ଆନ୍ଧ୍ରପ୍ରଦେଶର ବିଶାଖାପାଟଣାକୁ ପଳାଇଥିବା ଜଣାପଡ଼ିଛି। ଏଣୁ କିପରି ଗଲେ ଓ କାହିଁକି ଗଲେ ସ୍ପଷ୍ଟ ଜଣାପଡ଼ିନାହିଁ।
ବାବୁଲା ବିବାହ କରିଥିଲେ। ତାଙ୍କର ସ୍ତ୍ରୀ ଓ ସନ୍ତାନଙ୍କ ଦେହାନ୍ତ ପରେ ମାନସିକ ଚାପଗ୍ରସ୍ତରେ ରହୁଥିଲେ ବୋଲି ସ୍ଥାନୀୟ ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି। ବିଶାଖାପାଟଣାରେ ତାଙ୍କୁ ଜଣେ ସହୃଦୟ ବ୍ୟକ୍ତି ପାଇ ନିଜ ପାଖରେ ରଖି ଦେଖାଶୁଣା କରୁଛନ୍ତି। ସଂପୃକ୍ତ ବ୍ୟକ୍ତିଜଣକ ବାବୁଲାଙ୍କୁ ପାଇବା ପରେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଥିଲେ। ପରେ ବାବୁଲାଙ୍କୁ ତାଙ୍କ ପରିବାର ଲୋକେ ଚିହ୍ନଟ କରିଥିବାବେଳେ ସେହି ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗନ୍ଧରେଲ ପ୍ରକଳ୍ପକୁ ପର୍ଯ୍ୟଟନସ୍ଥଳୀ ଭାବେ ବିକାଶ କରାଯିବ’

ବଲାଙ୍ଗୀର ଅଫିସ, ୧୪ା୧୨: ବଲାଙ୍ଗୀର ସହର ସନ୍ନିକଟ ଗନ୍ଧରେଲ ପାହାଡ ପାଦଦେଶରେ ଥିବା ଗନ୍ଧରେଲ ଜଳ ପ୍ରକଳ୍ପକୁ ଆଗାମୀ ଦିନରେ କିଭଳି ଏକ ପର୍ଯ୍ୟଟନସ୍ଥଳୀଭାବେ ବିକଶିତ...

ଅବହେଳିତ ପର୍ଯ୍ୟଟନସ୍ଥଳୀ ସିଦିଙ୍ଗି ଘାଇ

ଖଜୁରିପଡ଼ା/ବଳସକୁମ୍ପା, ୨।୧(ଡି.ଏନ.ଏ.): ଓଡ଼ିଶାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ଶୀତଦିନର ମଜା ନେବାକୁ ପର୍ଯ୍ୟଟକଙ୍କ ଭିଡ ଜମିଥାଏ। ମାତ୍ର କନ୍ଧମାଳର ଶୀତ ନିଆରା। ଜିଲାର ବିଭିନ୍ନ ସ୍ଥାନରେ ଶୀତଦିନେ...

ମାଡ଼ ମାରିବା ଅଭିଯୋଗରେ ଯୁବକଙ୍କୁ କୋର୍ଟଚାଲାଣ

ଗୋପାଳପୁର,୩ା୯-ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରିବା, ଦୁର୍ବ୍ୟବହାର କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରିଛି। ସେ ହେଲେ ଡିଲେସୁ ପ୍ରଧାନ (୨୫)।...

୬ ମାସ ପରେ ଖୋଲିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨।୯(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଦୀର୍ଘ ୬ମାସ ଧରି ବନ୍ଦ ରହିଥିବା ବିଶ୍ୱ ଐତିହ୍ୟ କୋଣାର୍କର ସୂର୍ଯ୍ୟମନ୍ଦିର ମଙ୍ଗଳବାର ଖୋଲିଛି। ଏହା କେନ୍ଦ୍ର ସରକାରଙ୍କ ଅନଲକ...

ଜୁଆଆଡ୍ଡାରେ ଚଢ଼ାଉ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଜୁଆଡ଼ି

ବଡ଼ବିଲ,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟ ପାର୍କିଂ ଏରିଆରେ ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚଢ଼ାଉ କରି ୬ ଜଣ ଜୁଆଡ଼ିଙ୍କୁ...

ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍‌ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍‌...

ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଲା

ଛତ୍ରପୁର,୧୭ା୮(ଡି.ଏନ.ଏ.)-ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୫ହଜାର ଟପିଛି। ଛତ୍ରପୁରସ୍ଥିତ ଜିଲା କୋଭିଡ୍‌ ସେଲ୍‌ ପକ୍ଷରୁ ସୋମବାର ଦିଆଯାଇଥିବା ଅନୁସାରେ ୨୪୩ ପଜିଟିଭ୍‌ ଚିହ୍ନଟ ହୋଇଥିବା...

ବରଗଡ଼ରେ ୩ ଅଙ୍ଗନଓ୍ବାଡ଼ି କର୍ମୀ, ଜଣେ ଆଶାକର୍ମୀଙ୍କ ସମେତ ୧୦ କରୋନା ଆକ୍ରାନ୍ତ

ବରଗଡ଼ ଅଫିସ,୨୯ା୬: ବରଗଡ଼ ଜିଲାରେ ସୋମବାର ପୁଣି ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ବରଗଡ଼ ବ୍ଲକ କଟାପାଲି ଗ୍ରାମର। ସେମାନଙ୍କ...

Play 250+ Trending Games
Archives

Model This Week

Why Dharitri