ସୋସିଆଲ ମିଡିଆରେ ଫଟୋ ଶେୟାର କଲେ ଜାହ୍ନବୀ, କିଛି ଘଣ୍ଟାରେ ୫ ଲକ୍ଷରୁ ଅଧିକ ଲାଇକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଏବଂ ତାଙ୍କ ପରିବାର ସଦସ୍ୟ ଆଜିକାଲି କରୋନା ଭୂତାଣୁ ସମ୍ପର୍କିତ ଖବରକୁ ନେଇ ଚର୍ଚ୍ଚାରେ ଥିଲେ। କାରଣ ତାଙ୍କ ଘରର ସହାୟକ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ପରେ କପୁର ପରିବାର ୧୪ ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ବର୍ତ୍ତମାନ ସମୟରେ ଜାହ୍ନବୀ କପୁର ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଜାହ୍ନବୀ କ୍ୟାମେରାକୁ ଦେଖୁଥିବା ବେଳେ ଗୋଟିଏ କାନ୍ଧରେ ଡ୍ରେସ୍‌ ରହିଛି, ଆଉ ଗୋଟିଏ ପାର୍ଶ୍ୱ ଖୋଲା ରହିଛି। ଏହି ଫଟୋ ଶେୟାର ହେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ୫ ଲକ୍ଷରୁ ଅଧିକ ୟୁଜର ତାଙ୍କୁ ଲାଇକ୍‌ କରିଥିବା ବେଳେ ଅନେକ ପ୍ରଶଂସା କରିଛନ୍ତି।
ତାଙ୍କ ଘରର ସହାୟକ କରୋନା ଆକ୍ରାନ୍ତ ହୋଇଥିବା ନେଇ ବୋନି କପୁର, ଖୁସି କପୁର, ଜାହ୍ନବୀ କପୁର ଏବଂ ପରିବାରର ଅନ୍ୟ ସଦ୍ୟମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ବର୍ତ୍ତମାନ ପ୍ରାୟ ୨ ସପ୍ତାହ ପୂରଣ ହେବା ପରେ ବୋନି କପୁର ଏକ ଟୁଇଟ୍‌ ମାଧ୍ୟମରେ ପ୍ରଶଂସକଙ୍କ ସହ ଖୁସି ଖବର ବାଣ୍ଟିଛନ୍ତି। ବୋନି କହିଛନ୍ତି, ତାଙ୍କ ଘରର ସହାୟତା ସଦସ୍ୟଙ୍କ ସମେତ ସମସ୍ତଙ୍କ କରୋନା ଭାଇରସ୍‌ ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଖୋଜୁଛନ୍ତି ଅମିତାଭ ବଚ୍ଚନ, ପ୍ରଶଂସକ ହେଲେ ଆଶ୍ଚର୍ଯ୍ୟ: ଜାଣନ୍ତୁ କାହିଁକି

କରୋନାରେ ଘରୁ ବାହାରି କାମ କରିବା ସମସ୍ତଙ୍କ ପକ୍ଷେ ଅତ୍ୟନ୍ତ କଷ୍ଟକର ହୋଇପଡିଛି। ସତର୍କତା ତ ଅବଲମ୍ବନ କରାଯାଉଛି, କିନ୍ତୁ ମନରେ ବସିଥିବା ଭୟକୁ ଦୂର...

ଭୋର୍‌ ୩ଟା ୩୦ରେ ହୋଇଥିଲା ସୁଶାନ୍ତ ସିଂଙ୍କ ମୃତ୍ୟୁ !

ମୁମ୍ବାଇ, ୧୯।୭: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତିମଧ୍ୟରେ ଏକମାସରୁ ଅଧିକ ଦିନ ବିତିଛି। ବର୍ତ୍ତମାନ ସୁଦ୍ଧା ବହୁ ଲୋକଙ୍କୁ ପୋଲିସ ପକ୍ଷରୁ...

ଛୁଟି କଟାଇବା ପାଇଁ ଲଣ୍ଡନରେ ପହଞ୍ଚିଲେ ଆଲିଆ-ରଣବୀର

ବଲିଉଡରେ ଆଜିକାଲି ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ସର୍ମ୍ପକଙ୍କୁ ନେଇ ବେଶ ଚର୍ଚ୍ଚା। ଦୁହିଁଙ୍କ ପ୍ରେମ ସମ୍ପର୍କ କାହାକୁ ଅଛପା ମଧ୍ୟ ନାହିଁ। ଏବେ...

ଅମିତାଭଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁନାହାନ୍ତି ଏହି ନିର୍ଦ୍ଦେଶକ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବଚ୍ଚନ ପରିବାରଠାରୁ ଆରମ୍ଭ କରି ଅନୁପମ୍‌ ଖେର୍‌ଙ୍କ ପରିବାର ପର୍ଯ୍ୟନ୍ତ କରୋନା ବ୍ୟାପିଛି। ଏହି ସମୟରେ ସମସ୍ତେ...

ନାଗଫାଶ’ରୁ ‘ଅଜାତି’ ଯାଏ ଅପରାଜେୟ ବିଜୟ

ବିଜୟ ମହାନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଏକ ସ୍ପର୍ଦ୍ଧିତ ଉଚ୍ଚାରଣ। ପିଲାଠୁ ବୟସ୍କଙ୍କ ଯାଏ ତାଙ୍କୁ ଟେଲିଭିଜନ୍‌ରୁ ବଡ଼ ପରଦା ଯେଉଁଥିରେ ଦେଖିଲେ ଚିହିଁକି ଉଠିଥାଆନ୍ତି...

ଇଡି ନିକଟରେ ହାଜର ହେବାକୁ ମନାକଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଇଡି ଏବଂ ସିବିଆଇ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଦିନ ସିବିଆଇ ସୁଶାନ୍ତ ସିଂ ରାଜପୁତ ମାମଲାରେ...

‘ମିଶନ ମଙ୍ଗଲ’ ତୃତୀୟ ଦିନରେ ଆୟକଲା ୫୦ କୋଟି

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ମିଶନ ମଙ୍ଗଲ’ ଏଥର ଫ୍ରାଇଡେ ରିଲିଜ୍‌ରେ ପରଦାକୁ ଆସିଥିଲା। ସ୍ବାଧୀନତା ଦିବସରେ ରିଲିଜ୍‌ ହୋଇଥିବା...

ମାତ୍ର ୧୬ ବର୍ଷ ବୟସରେ ବଲିଉଡରେ ବୋଲ୍ଡ୍‌ ସିନ୍‌ ଦେଇଥିଲେ ଏହି ନାୟିକା

ମୁମ୍ବାଇ: ୮୦ ଦଶକରେ ବଲିଉଡ୍‌ ପରଦାରେ ବୋଲ୍ଡ ସିନ୍‌ କଥା କହିଲେ ବା ଶୁଣିଲେ ଟିକେ ଅଡୁଆ ଲାଗୁଥିଲା। ତଥାପି ସେ ସମୟରେ ମାତ୍ର ୧୬...

Play 250+ Trending Games
Archives

Model This Week

Why Dharitri