ସୋସିଆଲ ମିଡିଆରେ ଭାଇରାଲ ହେଉଛି ‘ଇଣ୍ଡିୟାନ୍‌-୨’ର ଫଟୋ

ମୁମ୍ବାଇ: ଅଭିନେତା କମଳ ହାସନଙ୍କ ଆଗାମୀ ଫିଲ୍ମ ‘ଇଣ୍ଡିୟାନ୍‌-୨’ର ଶୁଟିଂ ଏବେ ଗ୍ବାଲିୟରକୁ ସିଫ୍ଟ କରି ଦିଆଯାଇଛି। ନିକଟରେ ଭୋପାଳରେ ୪୦ କୋଟି ଟଙ୍କା ବ୍ୟୟରେ ଏହାର ଏକ ଆକ୍ସନ ସିନ୍‌ ଶୁଟ୍‌ କରାଯାଇଥିଲା। ତେବେ ଗ୍ବାଲିୟର ସିପ୍ଟ ହେବା ଖବର ଡିଜାଇନର ଅମୃତା ରାମ ତାଙ୍କ ଟୁଇଟରରେ ସୂଚନା ଦେଇଛନ୍ତି। ୧୯୯୨ରେ ତାମିଲ ବ୍ଲକବଷ୍ଟର ଇଣ୍ଡିୟାନର ସିକ୍ୱିଏଲ ହେଉଛି ‘ଇଣ୍ଡିୟାନ୍‌-୨’। ପାଖାପାଖି ୨ ଦଶକ ପରେ ହାସନ ଓ ଶଙ୍କର ଏକାଠି କାମ କରୁଛନ୍ତି। ଏଥିରେ ସିଦ୍ଧାର୍ଥ, କାଜଲ ଅଗ୍ରଓ୍ବାଲ, ରକୁଲ ପ୍ରୀତ ସିଂ ଓ ପ୍ରିୟା ଭବାନି ଶଙ୍କର ପ୍ରମୁଖ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଲେ ସଲମାନ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଦେଖିଲେଣି ୮ ଲକ୍ଷରୁ ଅଧିକ

ମୁମ୍ବାଇ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବଲିଉଡ୍‌ ଅଭିନେତା ସଲମାନ୍‌ ଖାଁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ସେ ସ୍ବଚ୍ଛ ଭାରତ...

ରିୟାଙ୍କ ସମର୍ଥନରେ ବାହାରିଲା ବଲିଉଡ୍‌: ଏହିସବୁ କଳାକାର କଲେ କ୍ୟାମ୍ପେନ୍‌

ଅଭିନେତା ସୁଶାନ୍ତ ସିଂ ରାଜପୁତ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରିୟା ଚକ୍ରବର୍ତ୍ତୀଙ୍କୁ ଗିରଫ କରାଯାଇ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। ଏନସିବି...

ଚାଷୀଙ୍କୁ ସମର୍ଥନ କରି ପୁଣି ଚର୍ଚ୍ଚାରେ ସୋନୁ ସୁଦ୍‌

ମୁମ୍ବାଇ: କରୋନା ମହାମାରୀ ସମୟରେ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଥିବା ଅଭିନେତା ସୋନୁ ସୁଦ୍‌ଙ୍କୁ ଲୋକେ ଭଗବାନ ଭଳି ମାନୁଛନ୍ତି। ଏବେ ତାଙ୍କ...

ଯାତ୍ରା: ‘ଗୋଟିଏ ଡୋଳାରେ ସୀତା ଗୋଟିଏ ଡୋଳାରେ ଗଙ୍ଗା’

ଓଡ଼ିଆରେ ଏକ ଅତି ଲୋକପ୍ରିୟ ଶ୍ରୀଜଗନ୍ନାଥ ଭଜନ ରହିଛି, ଯାହାର ପ୍ରଥମ ପଦ ବା ମୁଖୁଡ଼ା ହେଉଛି : ଗୋଟିଏ ଡୋଳାରେ ତା’ର ରାଧା ନାଚୁଛି/ଆଉ...

ଟୁ-ଇନ୍‌-ଓ୍ବାନ୍‌ ଅଭି

ଥରେ ଅପେରା ସିଜନ ଅଧାରେ ଏକ ପାର୍ଟିର ଆଙ୍କର କୌଣସି କାରଣବଶତଃ ପାର୍ଟି ଛାଡ଼ି ଚାଲିଗଲେ। ଠିକ୍‌ ସେତିକିବେଳେ ଜଲିଉଡ୍‌ର ବର୍ଷୀୟାନ ଅଭିନେତା କୈଳାସ ବେହେରା...

ଫଟୋ ଶେୟାର କରି ଚର୍ଚ୍ଚାରେ ବବି ଦେଓଲ

ବବି ଦେଓଲ ବର୍ତ୍ତମାନ ସମୟରେ ଫିଲ୍ମକୁ ନେଇ ଯେତିକି ଚର୍ଚ୍ଚାରେ ରହୁନାହାନ୍ତି, ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ସେତିକି ଚର୍ଚ୍ଚାକୁ ଆସିଛନ୍ତି। ଏହି...

ଗଦର-୨ରେ ଖର୍ଚ୍ଚ ହୋଇଛି ଏତିକି କୋଟି

ମୁମ୍ବାଇ: ଗଦର -୨ ବର୍ତ୍ତମାନ ବକ୍ସ ଅଫିସରେ ବହୁତ ଭଲ ବ୍ୟବସାୟ କରୁଛି। ଘରୋଇ ବକ୍ସ ଅଫିସରେ ଏହି ଫିଲ୍ମଟି ‘ଓଃ ମାଇଁ ଗଡ୍‌ -୨...

ବେବି ଡଲ ବି ସାମ୍ନା କରିଥିଲେ ବଡ଼ ଦୁର୍ଘଟଣା: ମରୁ ମରୁ ବଞ୍ଚିଗଲେ ସେ ଓ ତାଙ୍କ ସ୍ବାମୀ

ଅନେକ ଥର ଦେଖିଥିବେ ଫିଲ୍ମରେ, ଅଭିନେତ୍ରୀମାନେ ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ଆପଣ କ’ଣ ଜାଣନ୍ତି...

Advertisement
Archives

Model This Week