ସୋସିଆଲ ମିଡିଆରେ ଭାଇରାଲ ହେଲେଣି ଆଉ ଜଣେ ରାନୁ ମଣ୍ଡଳ

ନୂଆଦିଲ୍ଲୀ,୨୫।୧୧: ପଶ୍ଚିମବଙ୍ଗ ରାଣାଘାଟ ରେଲଓ୍ବେ ଷ୍ଟେଶନରେ ଗୀତଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳଙ୍କ ଗୋଟିଏ ଭାଇରାଲ ଭିଡିଓ ତାଙ୍କୁ ରାତାରାତି ସେଲିବ୍ରିଟି କରି ଦେଇଥିଲା। ତାଙ୍କ କଣ୍ଠର ଯାଦୁରେ ପ୍ରଭାବିତ ହୋଇ ବଲିଉଡ୍‌ ଗାୟକ ହିମେଶ ରେଶମିୟା ତାଙ୍କୁ ଗୀତ ଗାଇବାକୁ ଅଫର ଦେଇଥିଲେ। ଏବେ ସେହି ରାନୁ ମଣ୍ଡଳ ସାରା ଦେଶରେ ବେଶ୍‌ ପରିଚିତ। ସେ ଭାରତ ରତ୍ନ ଲତା ମଙ୍ଗେସକରଙ୍କ ଗୀତ ଗାଇ ଆଜି ବେଶ୍‌ ପରିଚିତି ଲାଭ କରିଛନ୍ତି। ଏବେ ରାନୁ ମଣ୍ଡଳଙ୍କ ପରି ଦେଖାଯାଉଥିବା ଆଉ ଜଣେ ମହିଳାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ରାନୁଙ୍କ ପରି ଦେଖାଯାଉଥିବା ମହିଳା ଜଣକ ରାନୁଙ୍କ ଗୀତ ‘ତେରୀ ମେରି କାହାଣୀ’ ଗାଉଥିବା ଦେଖାଯାଇଛି। ତେବେ ମହିଳା ଜଣଙ୍କ ଗୁଆହାଟିର ବୋଲି କୁହାଯାଉଛି। ମହିଳାଙ୍କର ଏହି ଭିଡିଓଟିକୁ ରାନୁ ମଣ୍ଡଳ ଫ୍ୟାନ୍‌ କ୍ଲବ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଥିବା କୁହାଯାଉଛି। ଭିଡିଓଟି ଶେୟାର କରିବା ସହ ଲେଖାଯାଇଛି ରାନୁ ମଣ୍ଡଳ ୨.୦। ଅବଶ୍ୟ ଏଥିରେ ମହିଳାଙ୍କ ଗୀତ ଗାଇବା ଶୈଳୀ ଏତେ ଭଲ ନାହିଁ। କିନ୍ତୁ ସେ କେବଳ ରାନୁ ମଣ୍ଡଳଙ୍କ ପରି ଦେଖାଯାଉଥିବାରୁ ତାଙ୍କ ଭିଡିଓଟି ଶୁଟ୍‌ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri