ସୋସିଆଲ ମିଡିଆରେ ଭାଇରାଲ ହେଉଛି ଅନନ୍ୟାଙ୍କ ଫଟୋ

ମୁମ୍ବାଇ: ବଲିଉଡ୍‌ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର ୨’ରୁ କ୍ୟାରିୟର ଆରମ୍ଭ କରିଥିବା ଅନନ୍ୟା ପାଣ୍ଡେ ଏବେ ଖୁବ୍‌ ଚର୍ଚ୍ଚାରେ। ବଲିଉଡ୍‌ ଅଭିନେତା ଚଙ୍କି ପାଣ୍ଡେଙ୍କ ଏହି ଲାଡ୍‌ଲି ଏବେ ଆଉ ଏକ ଫିଲ୍ମ ‘ପତି ପତ୍ନୀ ଔର ଓ୍ବ’ରେ କାମ ଆରମ୍ଭ କରି ସାରିଛନ୍ତି। ଏଥିପାଇଁ ଖୁବ୍‌ ପରିଶ୍ରମ ମଧ୍ୟ କରୁଛନ୍ତି ଅନନ୍ୟା। ହେଲେ ନିକଟରେ ତାଙ୍କର ଏକ ଫଟୋ ସାସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରାତିରେ ଏକ ବ୍ଲାକ୍‌ କଲର କଷ୍ଟ୍ୟୁମରେ ବିନ୍‌ଦାସ୍‌ ଅନ୍ଦାଜରେ ଉଠାଇଥିବା ଏହି ଫଟୋଟିକୁ ସୋସିଆଲ ମିଡିଆରେ ଅପ୍‌ଲୋଡ କରିବା ପରେ ଏବେ ଏହା ଭାଇରାଲ ହେବାରେ ଲାଗିଛି। ସୋସିଆଲ ମିଡିଆରେ ପ୍ରାୟ ଆକ୍ଟିଭ ଥିବା ଅନନ୍ୟା ସବୁବେଳେ ଭିନ୍ନ ଅନ୍ଦାଜରେ କିଛି ନା କିଛି ଫଟୋ ପୋଷ୍ଟ କରିଥାଆନ୍ତି। ଆଉ ଫଟୋ ଗୁଡିକୁ ଦେଖିବା ପରେ ତାଙ୍କ ପ୍ରଶଂସକମାନେ ଏହାକୁ ଲାଇକ୍‌ କରିବା ସହ କମେଣ୍ଟ ମଧ୍ୟ କରି ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri