ସୋସିଆଲ ମିଡିଆ ଆଧାର ଲିଙ୍କ ନେଇ ପ୍ରସ୍ତାବ ନାହିଁ: ପ୍ରସାଦ

ନୂଆଦିଲ୍ଲୀ,୨୧-୧୧: ବ୍ୟକ୍ତିବିଶେଷଙ୍କ ଆଧାରକୁ ସେମାନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ସହ ସଂଯୋଗ କରିବା ନେଇ କୌଣସି ପ୍ରସ୍ତାବ ନାହିଁ। କେନ୍ଦ୍ର ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟାମନ୍ତ୍ରୀ ରବି ଶଙ୍କର ପ୍ରସାଦ ବୁଧବାର ଏ ନେଇ ସ୍ପଷ୍ଟ କରିଛନ୍ତି। ସଂସଦରେ ଏକ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି ଯେ, ସରକାର ଏଭଳି କୌଣସି ପ୍ରସଙ୍ଗକୁ ଏବେ ବିଚାର କରୁ ନାହାନ୍ତି। ସେହିଭଳି ଅନ୍ୟ ଏକ ପ୍ରଶ୍ନର ଉତ୍ତର ରଖି ପ୍ରସାଦ କହିଛନ୍ତି ଦେଶ ମଧ୍ୟରେ କାର୍ଯ୍ୟ କରୁଥିବା ଟେଲିକମ୍‌ କମ୍ପାନୀଗୁଡିକ ଉପରେ ରହିଥିବା ୧.୪୭ ଲକ୍ଷ କୋଟି ଟଙ୍କାର ପୁରୁଣା ଦେୟ ପ୍ରଦାନ କରିବେ। ସୁଧ ଏବଂ ଜରିମାନା ବାବଦକୁ କମ୍ପାନୀଗୁଡିକ ପ୍ରଦାନ କରିବାକୁ ଥିବା ଦେୟକୁ ଛାଡ କରିବା ନେଇ ମଧ୍ୟ ସରକାର ପ୍ରସ୍ତାବ ରଖି ନ ଥିବା ସେ ସ୍ପଷ୍ଟ କରିଛନ୍ତି। ସେହିଭଳି ବିଏସ୍‌ଏନ୍‌ଏଲ୍‌କୁ ଲାଭଜନକ ସ୍ଥିତିକୁ ନେବା ଦିଗରେ ପଦକ୍ଷେପ ନିଆଯାଉଥିବା ସେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉପରେ ଦେବେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri