Posted inଜାତୀୟ

ସୋସିଆଲ ମିଡିଆ ସହ ଆଧାର ଲିଙ୍କ୍‌: ନିର୍ଦ୍ଦେଶ ଦେବାକୁ ମନାକଲେ ହାଇକୋର୍ଟ

ନୂଆଦିଲ୍ଲୀ,୧୦ା୧୨(ପ.ଟି.): ସୋସିଆଲ୍‌ ମିଡିଆକୁ ଆଧାର, ପାନ୍‌ କିମ୍ବା ଭୋଟର ପରିଚୟପତ୍ର ସହ ସଂଯୋଗ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟ ସୋମବାର ମନା କରିଦେଇଛନ୍ତି। ଏହା ଦ୍ୱାରା ସାଧାରଣ ଆକାଉଣ୍ଟଧାରୀଙ୍କ ତଥ୍ୟ ବିଦେଶକୁ ଚାଲିଯିବ ବୋଲି ଅଦାଲତ କହିଛନ୍ତି। ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଏବଂ ବିଚାରପତି ସି. ହରିଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଥିଲେ, ଟୁଇଟର, ଫେସ୍‌ବୁକ୍‌, ହ୍ବାଟ୍ସଆପ୍‌ ଭଳି ସୋସିଆଲ ମିଡିଆ ପ୍ଲାଟଫର୍ମ ସହ ଆଧାର, ପାନ୍‌ ଓ ଅନ୍ୟ କୌଣସି ପରିଚୟ ଦସ୍ତାବିଜ୍‌ ସଂଯୋଗ ପାଇଁ ନୂଆ ନିୟମର ଆବଶ୍ୟକତା ରହିଛି। ଏଥିପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ଆଇନରେ ସଂଶୋଧନ ଆଣିବାକୁ ପଡିବ। ଏହି କାର୍ଯ୍ୟ ଅଦାଲତ କରିପାରିବେ ନାହିଁ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ନିର୍ବାଚନ ବେଳକୁ ଯଶୱନ୍ତଙ୍କର ସମ୍ପତ୍ତି ଥିଲା ୫୧ ଗାଈ, ୩ ଘୋଡ଼ା, ୩ ବନ୍ଧୁକ

ନୂଆଦିଲ୍ଲୀ,୨୭ ।୯: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କର ରବିବାର ପରଲୋକ ହୋଇଛି । ନିଜକୁ ଜଣେ ପ୍ରଭାବଶାଳୀ...

ବିଶ୍ୱର ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମୋଦି,ମମତା, ପୁନାୱାଲା

ନୂଆଦିଲ୍ଲୀ,୧୬ ।୯: ଟାଇମ୍ ମାଗାଜିନର ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

ଶରଦ ପାଓ୍ବାର ପୁଣି ଏନସିପି ମୁଖ୍ୟ, ଆସନ୍ତା ୪ ବର୍ଷ ପାଇଁ ଦାୟିତ୍ୱରେ…

ନୂଆଦିଲ୍ଲୀ, ୧୦।୯ : ଶରଦ ପାଓ୍ବାର ପୁଣି ଥରେ ଏନସିପି ମୁଖ୍ୟ ହୋଇଛନ୍ତି। ଏହାଦ୍ୱାରା ଏଣିକି ଆସନ୍ତା ୪ ବର୍ଷ ପାଇଁ ସେ ଏହି ପଦବୀର...

ପ୍ଲାଷ୍ଟିକ ବୋତଲରେ ତିଆରି ହେବ ଅଙ୍ଗନଓ୍ବାଡି କେନ୍ଦ୍ର

ଗୁଆହାଟି,୯।୨: ଆସାମର ହୈଲାକାଣ୍ଡି ଜିଲାରେ ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପ୍ରାକୃତିକ ଭାବେ ନଷ୍ଟ ନ ହେଉଥିବା ପଦାର୍ଥ ଓ ମାଟି ଭର୍ତ୍ତି ପ୍ଲାଷ୍ଟିକ ବୋତଲରେ ନିର୍ମାଣ...

ପତ୍ନୀଙ୍କୁ ଇଡିର ନୋଟିସ ପରେ ସଞ୍ଜୟ କହିଲେ ଘରେ ଥିବା ମହିଳାଙ୍କୁ ଟାର୍ଗେଟ କରିବା କାପୁରଷତାର ପରିଚୟ

ମୁମ୍ବାଇ,୨୮ ।୧୨: ପିଏମ୍‌ସି ଘୋଟାଲା ମାମଲାରେ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷାଙ୍କୁ ଇଡି ପକ୍ଷରୁ ନୋଟିସ ଜାରି କରାଯିବା ପରେ ରାଗିଯାଇଛନ୍ତି ସଞ୍ଜୟ...

ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲା: ନଭେମ୍ବର ୭-୮-୧୩-୧୪-୧୫ ଅବା ୧୬ରେ ଆସିପାରେ ରାୟ

ନୂଆଦିଲ୍ଲୀ,୭।୧୧: ରାମ ଜନ୍ମଭୂମି-ବାବରୀ ମସ୍‌ଜିଦ୍‌ ମାମଲାର ରାୟ କେଉଁ ଦିନ ଆସିବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ନଭେମ୍ବର ୭-୮-୧୩-୧୪-୧୫ ଅବା...

କଂଗ୍ରେସକୁ ବଡ଼ ଝଟ୍‌କା

ପାଣାଜୀ,୨୭।୯: ଗୋଆରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ ଝଟ୍‌କା ଲାଗିଛି। ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ନେତା ଲୁଇଜିନୋ ଫାଲେଇରୋ କଂଗ୍ରେସ...

ହିଣ୍ଡନ ନଦୀରେ ୫୦୦ କାର ଭାସୁଥିବାର ଦୃଶ୍ୟ ସୋସିଆଲ ମିଡ଼ିଆରେ ଭାଇରାଲ…

ନୂଆଦିଲ୍ଲୀ,୨୫।୭ : ଉତ୍ତରପ୍ରଦେଶର ଗଙ୍ଗା ଏବଂ ଯମୁନା ନଦୀ ପରେ ବର୍ତ୍ତମାନ ହିଣ୍ଡୋନ ନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଏହାର ଜଳ ନୋଏଡା ରାସ୍ତାରେ...

Advertisement
Archives

Model This Week