ସୌଦିରେ ୩ ହଜାର ସୈନ୍ୟ ମୁତୟନ କଲା ଆମେରିକା

ଓ୍ବାଶିଂଟନ,୨୦।୧୧: ଇରାକ ପକ୍ଷରୁୁ ଆକ୍ରମଣ ଆଶଙ୍କା କରି ଆମେରିକା ସୌଦିର କେତେକ ଅଞ୍ଚଳରେ ୩ ହଜାର ସୈନ୍ୟ ମୁତୟନ କରିଛି। ଏନେଇ ରାଷ୍ଟ୍ରପତି ଡ୍ରୋନାଲ୍ଡ ଟ୍ରମ୍ପ୍‌ ଔପଚାରିକ ଭାବେ ଘୋଷଣା କରିଛନ୍ତି। ସୌଦିର ତୈଳ ଏବଂ ଗ୍ୟାସ୍‌ ଉତ୍ପାଦନ ହେଉଥିବା କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳର ସୁରକ୍ଷା ଲାଗି ଆମେରିକା ଏଭଳି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି। ଗତ ସେପ୍ଟମ୍ବରରେ ସୌଦିର କେତେକ ତୈଳ ଏବଂ ଗ୍ୟାସ୍‌ କୂପ ଉପରେ ଇରାକ ପକ୍ଷରୁ ଆକ୍ରମଣ କରାଯାଇଥିଲା। ଏଭଳି ଘଟଣା ଯେପରି ଆଉ ନ ଘଟିବ ସେଥିପାଇଁ ଆମେରିକା ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜକୁମାରୀ ଡାଏନା-କିଙ୍ଗ୍‌ ଚାଲର୍‌ସଙ୍କ ବିବାହ କେକ୍‌ ନିଲାମ ହେବ

ଲଣ୍ଡନ,୧୯ା୧୦: ରାଜକୁମାରୀ ଡାଏନା ଏବଂ କିଙ୍ଗ ଚାଲର୍‌ସଙ୍କ ବିବାହ ଏକ ନିଲାମ ହେବାକୁ ଯାଉଛି। ଏକ ରିପୋର୍ଟ ଅନୁଯାୟୀ, ୧୯୮୧ ମସିହାରେ ଏହି ରାଜକୀୟ ବିବାହରେ...

ଶପଥ ନେବା ପୂର୍ବରୁ ଭାବୁକ ହେଲେ ବାଇଡେନ

ଓ୍ବାଶିଂଟନ,୨୦।୧ : ଆଜି ଅର୍ଥାତ୍‌ ଜାନୁୟାରୀ ୨୦ରେ ଆମେରିକାର ନୂତନ ରାଷ୍ଟ୍ରପତି ଭାବେ ଜୋ ବାଇଡେନ ଶପଥ ନେବେ। ମାତ୍ର ଏହା ପୂର୍ବରୁ ବାଇଡେନ ତାଙ୍କ...

ପ୍ରଥମଥର ବିମାନରେ ଯାତ୍ରା କରୁଥିବା ବେଳେ ଗଳିପଡ଼ିଲେ ମହିଳା

ଇସ୍ତାନବୁଲ,୧୯।୭: ପ୍ରଥମଥର ବିମାନରେ ଯାତ୍ରା କରୁଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ସବୁ କିଛି ଥାଏ ନୂଆ। ଏଥିପାଇଁ ବିମାନବନ୍ଦରରେ ପ୍ରତ୍ୟେକ କଥାକୁ ସେମାନେ ଧ୍ୟାନରେ ଶୁଣିବା...

ରୁଷିଆର ବେସରକାରୀ ସେନା ୟୁକ୍ରେନ ସୈନ୍ୟବାହିନୀକୁ ଘେରି ରହିବେ, ୪୨ଟି ସହରରେ ୱାଗନର୍‌ ନିଯୁକ୍ତି କେନ୍ଦ୍ର…

ମସ୍କୋ,୧୧।୩ : ରୁଷିଆର ସେନା କ୍ରମାଗତ ବିମାନ ଆକ୍ରମଣ ଦ୍ୱାରା ୟୁକ୍ରେନର ଅନେକ ସହରକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ କରୁଛି। ଏହି ସମୟରେ, ଏହି ଯୁଦ୍ଧରେ...

ପାକିସ୍ତାନରେ ଗୃହଯୁଦ୍ଧ ଆଶଙ୍କା

ଇସଲାମାବାଦ୍‌,୨୭।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ‘ଆଜାଦୀ ମାର୍ଚ୍ଚ’ ଯୋଗୁ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଇମ୍ରାନ ଏକ ବଡ ସମାବେଶ...

ଇସ୍ରାଇଲ: କରୋନା ଭାକ୍ସିନ ନେବା ପରେ ପାରାଲିସସ୍‌ର ସମ୍ମୁଖୀନ ହେଲେ ୧୩ ବ୍ୟକ୍ତି

ଜେରୁସେଲମ,୧୭।୧: ଇସ୍ରାଏଲରେ କରୋନା ଭାକ୍ସିନ ନେବା ପରେ ଅତିକମ୍‌ରେ ୧୩ ଜଣ ବ୍ୟକ୍ତିଙ୍କ ଠାରେ ପାର୍ଶ୍ୱ ପ୍ରତିକ୍ରିୟା ଦେଖିବାକୁ ମିଳିଛି। କିଛି ଲୋକ ମଧ୍ୟମ ଧରଣର...

ହ୍ୱାଇଟ ହାଉସ ବାହାରେ ବଜ୍ରପାତ: ୩ ମୃତ

ୱାଶିଂଟନ,୬ ।୮: ଆମେରିକାର ରାଜଧାନୀ ୱାଶିଂଟନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ ହାଉସ ବାହାରେ ବଜ୍ରପାତରେ ୩ ଜଣଙ୍କ...

‘ଘୋଷ୍ଟ ଅଫ୍‌ କିଭ୍‌’ ନିହତ

କିଭ୍‌, ୧।୫: ଘୋଷ୍ଟ ଅଫ୍‌ କିଭ୍‌ ନାମରେ ଜଣା ୟୁକ୍ରେନ୍‌ର ଜଣେ ସାହସୀ ଫାଇଟର ପାଇଲଟ୍‌ ରୁଷିଆ ସହ ଯୁଦ୍ଧରେ ନିହତ ହୋଇଛନ୍ତି। ଏଥିସହ ତାଙ୍କ...

Advertisement
Archives

Model This Week