ସୌନ୍ଦର୍ଯ୍ୟ ହରାଉଛି ଗୋପାଳବନ୍ଧ: ରକ୍ଷଣାବେକ୍ଷଣ ଲାଗି ଦାବି

ପୁରୁଷୋତ୍ତମପୁର,୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ମଧ୍ୟଭାଗରେ ଥିବା ଐତିହାସିକ ଗୋପାଳବନ୍ଧ ପୋଖରୀ ହୁଡ଼ାକୁ କେତେକ ବ୍ୟକ୍ତି ଜବରଦଖଲ କରିଛନ୍ତି। ଏଥିସହ ପୋଖରୀଟି ଅଳିଆ ଆବର୍ଜନାରେ ପୋତିହେବାକୁ ବସିଲାଣି । ପୋଖରୀ ଜଳ ସମ୍ପୂର୍ଣ୍ଣ ଦୂଷିତ ହୋଇ ବ୍ୟବହାର ଅନୁପଯୋଗୀ ହୋଇଛି। ଏ ନେଇ ଲେକେ ନାହିଁ ନ ଥିବା ସମସ୍ୟା ଭୋଗୁ ଥିବା ବେଳେ ବହୁବାର ପ୍ରଶାସନକୁ ଅବଗତ କରାଗଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ। ଏହାର ରକ୍ଷଣାବେକ୍ଷଣ ଓ ସୁରକ୍ଷା ପ୍ରତି ଏନ୍‌ଏସି ପ୍ରଶାସନ ଗୁରୁତ୍ୱ ଦେଉ ନ ଥିବା ହେତୁ ଏହାକୁ ନେଇ ଅସନ୍ତୋଷ ଲାଗି ରହିଛି । ଏପରି କି ପୋଖରୀ ବନ୍ଧର ସୌନ୍ଦର୍ଯ୍ୟ କରଣ, ଗାର୍ଡୱାଲ ନିର୍ମାଣ ସହ ପୂନରୁଦ୍ଧାର ଲାଗି ସହରବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୂଅରୁ ମିଳିଲା ଯୁବତୀଙ୍କ ମୃତଦେହ, ଯୁବକ ଅଟକ

ସୋରଡା,୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡଗଡ ଥାନା ସୋରଡା ଆସିକା ଜାତୀୟ ରାଜପଥ ଖରିଗୁମା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ଯୁବତୀଙ୍କ ମୃତଦେହ ଜବତ...

ଉଦ୍ଧାର ନାବାଳିକା ଗଲେ ବାଳାଶ୍ରମ: ୮ ଦିନ ହେଲା ଥିଲେ ପ୍ରେମିକ ଘରେ

ଅନୁଗୋଳ ଅଫିସ, ୨୬।୭-ଅନୁଗୋଳ ଜିଲା ବନ୍ତଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ପୋଲିସ ତାଙ୍କ ପ୍ରେମିକଙ୍କ ଘରୁ ଉଦ୍ଧାର କରିଛି। ପରିବାର ଲୋକଙ୍କ ଅଭିଯୋଗ କ୍ରମେ...

ପାଣି ପାଇଁ ଲୋକେ ହଟହଟା

ବୁଗୁଡ଼ା,୯ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦୂରୀକରଣ ନିମନ୍ତେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ସୋଲାର ପାନୀୟ ଜଳ ପ୍ରକଳ୍ପ ସ୍ଥାପନ...

୨୦ ପଇସାରେ ଗଡ଼ିବ ୧ କି.ମି.

ଢେଙ୍କାନାଳ ଅଫିସ, ୩।୭: ମାତ୍ର ୨୦ ପଇସା ଖର୍ଚ୍ଚ କଲେ ବାଇକ୍‌ ଗଡ଼ିବ ୧ କିଲୋମିଟର। ନା ପକାଇବାକୁ ପଡ଼ିବ ପେଟ୍ରୋଲ ନା ରହିବ ପ୍ରଦୂଷଣ ଚିନ୍ତା।...

୫୦ ବର୍ଷ ପରେ ଦୁଇଭାଇଙ୍କ ମିଳନ

ଜଗତ୍‌ସିଂହପୁର ଅଫିସ, ୨୫।୧: ପ୍ରାୟ ୫୦ ବର୍ଷ ପରେ ରବିବାର ଘରକୁ ଫେରିଲେ ବୃଦ୍ଧ ଚରଣ ପଲାଉର (୬୫)। ତାଙ୍କୁ ଦେଖିବାକୁ ତାଙ୍କ ମା’ ଆଉ...

ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ କୋଭିଡ୍‌ ହସ୍ପିଟାଲ

ଅନୁଗୋଳ ଅଫିସ,୧୧।୧ ଅନୁଗୋଳ ଜିଲାରେ କୋଭିଡ୍‌ ସଂକ୍ରମଣ ବଢ଼ୁଛି। ତେଣୁ ଜିଲାରେ ଥିବା କୋଭିଡ୍‌ ହସ୍ପିଟାଲଗୁଡ଼ିକ ସୁରୁଖୁରୁରେ ଚାଲିବା ନିମନ୍ତେ ସୋମବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର...

କେନାଲରେ ଆସିନି ପାଣି, ଶୁଖିଲାଣି ୭୦ ପ୍ରତିଶତ ତଳି ଘେରା

ରଘୁନାଥପୁର,୨୬ା୭(ଡି.ଏନ୍‌.ଏ.): ଶ୍ରାବଣ ମାସରେ ମଧ୍ୟ ଆଶାନୁରୂପ ବର୍ଷା ନାହିଁ। ଫଳରେ ଚଳିତ ଖରିଫ ଋତୁରେ ଧାନଚାଷ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ବିଶେଷ କରି ଜଗତ୍‌ସିଂହପୁର ଜିଲା...

କଳାକୃତି ଗ୍ରାମରେ ହେବ ଓ୍ବାଟରପାର୍କ

ଢେଙ୍କାନାଳ ଅଫିସ,୮।୫: ଢେଙ୍କାନାଳ ଜିଲା ପର୍ଯ୍ୟଟନର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫୦ କୋଟି ଟଙ୍କା ଅନୁଦାନ ମଞ୍ଜୁର କରିଛନ୍ତି। ଏହାପରେ ଜିଲା ପ୍ରଶାସନ...

Advertisement
Archives

Model This Week