ସୌରମଣ୍ଡଳ ବାହାର ଉପଗ୍ରହରେ ଜଳ

ଲଣ୍ଡନ,୮ା୬(ପି.ଟି.): ଆମ ସୌରମଣ୍ଡଳ ବାହାରେ ଗ୍ରହ ଚାରିପାଖେ ଘୂରିବୁଲୁଥିବା ଉପଗ୍ରହ(ଚନ୍ଦ୍ର)ରେ ଜଳ ତରଳ ଅବସ୍ଥାରେ ଥାଇପାରେ। ଏଥିପାଇଁ ପୃଥିବୀ ବାହାରେ ଜୀବନ ତିଷ୍ଠିବା ସମ୍ଭବପର ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଆମ ସୌରମଣ୍ଡଳ ବାହାରେ ପାଖାପାଖି ୪,୦୦୦ ଉପଗ୍ରହ ଆବିଷ୍କାର କରାଯାଇଥିବା ବ୍ରିଟେନ୍‌ସ୍ଥିତ ଲିଙ୍କନ୍‌ ୟୁନିଭର୍ସିଟିର ଗବେଷକମାନେ ମତ ଦେଇଛନ୍ତି। କେବଳ କେତୋଟି ଉପଗ୍ରହ ବାସଯୋଗ୍ୟ ଅବସ୍ଥିତିରେ ଥିବାରୁ ସେଗୁଡିକରେ ଜୀବନଧାରଣ ସମ୍ଭବ। ଏହିସବୁ ଉପଗ୍ରହରେ ଜଳ ତରଳ ଅବସ୍ଥାରେ ଥିବାରୁ ସେଠାରେ ପୃଥିବୀ ପରି ଜୀବନଧାରଣ ସମ୍ଭବ ବୋଲି ଲିଙ୍କନ ୟୁନିଭର୍ସିଟିର ଗବେଷକ ଫିଲ୍‌ ଜେ. ସଟନ୍‌ ପ୍ରକାଶ କରିଛନ୍ତି।
ନୋଟିସେସ୍‌ ଅଫ୍‌ ଦି ରୟାଲ ଆଷ୍ଟ୍ରୋନୋମିକାଲ ସୋସାଇଟି ଜର୍ନାଲ୍‌ରେ ଏ ସମ୍ପର୍କିତ ବିସ୍ତୃତ ଅଧ୍ୟୟନ ପ୍ରକାଶ ପାଇଛି। ପୃଥିବୀଠାରୁ ଅତି ଦୂରରେ ଥିବା ଏବଂ ଆକୃତି ଛୋଟ ହୋଇଥିବାରୁ ସୌରମଣ୍ଡଳ ବାହାର ଚନ୍ଦ୍ରଗୁଡିକୁ ଠାବ କରିବା କଷ୍ଟକର। କିନ୍ତୁ ବୈଜ୍ଞାନିକମାନେ ଚନ୍ଦ୍ରର ଚାରିପାଖରେ ପ୍ଲାନେଟାରି ରିଙ୍ଗ୍‌ ଭଳି ବସ୍ତୁର ପ୍ରଭାବକୁ ଲକ୍ଷ୍ୟ କରି ସେଗୁଡିକୁ ଚିହ୍ନଟ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ମାଡ: ଚା’ ପତି କିଲୋ ୫୧୦୦, ସାମ୍ପୁ ବୋତଲ ୧୪୦୦୦ ଟଙ୍କା

ପ୍ୟୋଙ୍ଗୟାଙ୍ଗ,୨୮।୧୦: ଗତ କିଛି ବର୍ଷ ଧରି ଉତ୍ତର କୋରିଆରେ ଖାଦ୍ୟ ସଙ୍କଟ ଦେଖାଦେଇଛି। କିନ୍ତୁ ଏହି ସମୟରେ ଉତ୍ତର କୋରିଆର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଯାଇଛି।...

୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼

ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍‌ର ରିଓ ଡି ଜେନେରିଓରେ...

ଲକ୍ଷେ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ବ୍ୟାଙ୍କକ୍‌,୭ା୩: ନୋଭେଲ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ରୋଗୀସଂଖ୍ୟା ଶୁକ୍ରବାର ଲକ୍ଷେ ଟପିଛି। ଏହାକୁ ନେଇ ସାରା ବିଶ୍ୱରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଏହାର...

୨୨ କୋଟିରେ ବିକ୍ରି ହେଲା ୪ ଭଙ୍ଗା ଚେୟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସଉକ ଲୋକଙ୍କୁ ପାଗଳ କରିଦେଇଥାଏ। ନିଜର ଏହି ସଉକକୁ ପୂରଣ କରିବା ପାଇଁ ଲୋକେ କିଛି ବି କରିପାରନ୍ତି। ସେମିତି କିଛି ଏବେ ଫ୍ରାନ୍ସରେ ଦେଖିବାକୁ...

କରୋନା ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କଲା ଚାଇନା

ବେଜିଂ,୨୫ା୧୨: ଗତ କିଛି ଦିନ ମଧ୍ୟରେ ଚାଇନାରେ ପାଖାପାଖି ୨୫ କୋଟି ଲୋକ କରୋନାରେ ସଂକ୍ରମିତ ହୋଇଥିବା ଏକ ସରକାରୀ ଦସ୍ତାବିଜ୍‌ ସୋସିଆଲ ମିଡ଼ିଆରେ ପ୍ରସାରିତ...

ଭୂକମ୍ପରେ ଥରିଲା ଚାଇନା

ବେଜିଂ,୨।୧: ଚାଇନାର ୟୁନାନ୍‌ ପ୍ରଦେଶର ନିଙ୍ଗଲାଙ୍ଗ କାଉଣ୍ଟିରେ ୫.୫ ତୀବ୍ରତାର ଭୂକମ୍ପ ରବିବାର ଅପରାହ୍ନରେ ଅନୁଭୂତ ହୋଇଛି। ଏଥିରେ ୨୨ ଜଣ ଆହତ ହୋଇଥିବା ବେଳେ...

ବାଂଲାଦେଶର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ/ନୂଆଦିଲ୍ଲୀ,୧୯ା୯: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଲଣ୍ଡନରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ଭେଟିଛନ୍ତି। ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାର ଆରମ୍ଭ...

ସାରା ବିଶ୍ୱରେ ପୁଣି ମୋଦିଙ୍କ ଚର୍ଚ୍ଚା, ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ପଛରେ ପକାଇଲେ ଏହି ସୁପରପାଓ୍ବାର୍ସଙ୍କୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୫: ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ଏଥର ବି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟପରେ ଦେଖିବାକୁ ମିଳିଛି। ଆମେରିକା ସ୍ଥିତ କନସଲଣ୍ଟିଂ ଫର୍ମ ‘ମର୍ନିଂ କନସଲ୍ଟ’ର ଏକ ସର୍ଭେ...

Advertisement
Archives

Model This Week