ସ୍କାନରରେ ଜିଲାପାଳ କାର୍ଯ୍ୟାଳୟ କର୍ମଚାରୀ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜିଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ ଘଟଣାରେ ଗିରଫ ହୋଇଥିବା ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତଙ୍କ କାରନାମା ଏବେ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି। ଏତେ ଚତୁରତାର ସହ ପ୍ରଶାସନିକ ଅଧିକାରୀଙ୍କ ଜାଲ୍‌ ଦସ୍ତଖତ କରି ଟଙ୍କା ଲୁଟ୍‌ କରିବା ଏବଂ ଏ ସମ୍ପର୍କରେ କିପରି କେହି ଜାଣିପାରିଲେନି ତାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ଅନ୍ୟପଟେ ଏହି ଲୁଟ୍‌ ଘଟଣାରେ ଜିଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ସମ୍ପୃକ୍ତ ଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ଏପରିକି ଜଣେ ୪ର୍ଥ ଶ୍ରେଣୀ କର୍ମଚାରୀ ଓ ନିଜାରତଙ୍କୁ ପୋଲିସ ପଚରାଉଚରା କରିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଆଉ କିଛି କର୍ମଚାରୀ ପୋଲିସ ସ୍କାନରରେ ଥିବାବେଳେ ସୋମବାର କାର୍ଯ୍ୟାଳୟ ଖୋଲିବା ପରେ ସେମାନଙ୍କୁ ପଚରାଉଚରା କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ

ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri