Posted inଖେଳ

ସ୍କାନ ପରେ ମ୍ୟାଚ୍‌ରୁ ବାଦ୍‌ ପଡ଼ିଲେ ଆହତ ଧାଓ୍ବନ

ବେଙ୍ଗାଲୁରୁ,୨୦।୧(ପି.ଟି.)- ଭାରତୀୟ ଦଳର ସିନିୟର ଓପନର ଶିଖର ଧାଓ୍ବନ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ବାମ କାନ୍ଧରେ ଆଘାତ ପାଇଥିଲେ। ଅଷ୍ଟ୍ରେଲିଆ ଇନିଂସର ୫ମ ଓଭରରେ ପ୍ରତିପକ୍ଷ ଅଧିନାୟକ ଆରୋନ ଫିଞ୍ଚଙ୍କ ଏକ ଶଟକୁ ରୋକିବାକୁ ଯାଇ ଆହତ ହୋଇଥିଲେ। ଆହତ ହେବା ପରେ ସେ ତୁରନ୍ତ ପଡ଼ିଆ ଛାଡ଼ି ଚାଲିଯାଇଥିଲେ। ତାଙ୍କ ବଦଳରେ ୟୁଜବେନ୍ଦ୍ର ଚହଲ ଫିଲ୍ଡିଂ କରିଥିଲେ। ଧାଓ୍ବନଙ୍କ ସ୍କାନ କରାଯିବା ପରେ ମ୍ୟାଚ୍‌ରୁ ବାଦ୍‌ ଦିଆଯାଇଥିଲେ। ଏଥିଯୋଗୁ ନ୍ୟୁଜିଲାଣ୍ଡ ଗସ୍ତରେ ତାଙ୍କ ଖେଳିବା ନେଇ ସନ୍ଦେହ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କୁ ପଛରେ ପକାଇଲେ ଶେଫାଳି

ସେଣ୍ଟ ଲୁସିଆ,୧୦।୧୧(ପି.ଟି.)- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ୩୦ ବର୍ଷର ପୂରୁଣା ରେକର୍ଡ ଭାଙ୍ଗିଛନ୍ତି ୧୫ ବର୍ଷୀୟା ଶେଫାଳି ବର୍ମା। ସେ ଦେଶର...

ପ୍ରତ୍ୟାଶାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୧୪।୧୧(କ୍ରୀଡ଼ା ପ୍ରତିନିଧି)- ଭୋପାଳଠାରେ ଚାଲିଥିବା ସିବିଏସଇ ଜାତୀୟ କ୍ରୀଡ଼ା ପ୍ରତିଯୋଗିତାର ସୁଇମିଂରେ ଓଡ଼ିଶାର ପ୍ରତ୍ୟାଶା ରାୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୫୦ ମିଟର...

୧୮ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପ୍‌: ଶ୍ରୀଲଙ୍କାକୁ ହରାଇ ସେମିରେ ଭାରତ

କାଠମାଣ୍ଡୁ,୨୬।୯(ପି.ଟି)- ଏଠାରେ ଚାଲିଥିବା ୧୮ ବର୍ଷରୁ କମ୍‌ ସାଫ୍‌ ଚାମ୍ପିୟନଶିପ୍‌ରେ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ବୁଧବାର ଭାରତ ୩-୦ ଗୋଲରେ ଶ୍ରୀଲଙ୍କାକୁ ପରାସ୍ତ କରି...

ଭାରତ ଆସିବେ ପାକିସ୍ତାନ ଆଥଲେଟ୍‌: ସରକାର ଦେଲେ ଅନୁମତି

ନୂଆଦିଲ୍ଲୀ, ୧୯।୬: ଭାରତରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ଖେଳ ଇଭେଣ୍ଟରେ ପାକିସ୍ତାନ ଖେଳାଳି ଭାଗ ନେଇପାରିବ। ଭାରତୀୟ ଅଲମ୍ପିକ୍‌ ସଂଘ(ଆଇଓଏ) ଏନେଇ ଇଣ୍ଟରନାଶନାଲ ଅଲମ୍ପିକ...

ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂ

ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍‌ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍‌ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ...

ଦୀପକ ବେହେରାଙ୍କ ଅବସର

ଭୁବନେଶ୍ୱର, ୧୨।୨(କ୍ରୀଡ଼ା ପ୍ରତିନିଧି)-ଅଲରାଉଣ୍ଡର ଦୀପକ ରଞ୍ଜନ ବେହେରା ପ୍ରଥମ ଶ୍ରେଣୀ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଗତ ୧୩ ବର୍ଷ ଧରି ସେ...

ସ୍ତ୍ରୀଙ୍କଠାରୁ ପ୍ରବଳ ଗାଳି ଖାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍‌: ପଛରେ ରହିଛି ଏହି କାରଣ

ଟିମ ଇଣ୍ଡିଆରୁ ବାଦ୍‌ ପଡିଥିବା ଉଇକେଟ କିପର-ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ‘ବ୍ୟାଟ୍‌କୁ ପଡ଼ୋଶୀଙ୍କ ସ୍ତ୍ରୀ’ଙ୍କ ସହ ତୁଳନା କରିବା ମହଙ୍ଗା ପଡିଛି। ଏବେ ଏହି ମନ୍ତବ୍ୟ...

ପ୍ରଥମେ ବ୍ୟାଟିଂ କରିବ ଆରସିବି

ଚେନ୍ନାଇ, ୧୪ା୪- ପ୍ରଥମେ ବ୍ୟାଟିଂ କରିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର (ଆରସିବି)। ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ...

Advertisement
Archives

Model This Week