ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ – ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା ପରିବହନ ବିଭାଗ ପକ୍ଷରୁ ରସିଦ୍‌ ପ୍ରଦାନ କରାଯାଇଛି। ତାଙ୍କର ଇନସ୍ୟୁରାନ୍ସ, ଡ୍ରାଇଭିଂ ଲାଇସେନ୍ସ ଓ ହେଲ୍‌ମେଟ୍‌ ନ ଥିବା କାରଣରୁ ଜୁନିୟର ଏମ୍‌ଭିଆଇ ବିପ୍ରଚରଣ ଚୌଧୁରୀ ଜରିମାନା ଦେବାକୁ ରସିଦ୍‌ ପ୍ରଦାନ କରିଛନ୍ତି। ଶିକ୍ଷୟିତ୍ରୀଙ୍କ ଘର ସରକାରନଗର ଅଞ୍ଚଳରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ରେ ହେବ ସମବାୟ ସମିତି ନିର୍ବାଚନ

ଭୁବନେଶ୍ୱର,୪।୪(ବ୍ୟୁରୋ): ସମବାୟ ସମିତି ନିର୍ବାଚନ ଆସନ୍ତା ଜୁନ୍‌ରେ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ସୋମବାର ସମବାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜୁନ୍‌...

କଟକରୁ ୮୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୨।୮-କଟକ ସହରରୁ ବୁଧବାର ୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ, କ୍ୱାରାଣ୍ଟାଇନରୁ ୪୦ ଜଣ ଆକ୍ରାନ୍ତ...

ଭୋଗରାଇର ୭ ପଞ୍ଚାୟତ ସଟଡାଉନ

ଭୋଗରାଇ,୧୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ୭ ପଞ୍ଚାୟତ ବାରବାଟିଆ, କୁମ୍ଭାରମୂଳୀ, ଭୋଗରାଇ, ସୁଲତାନପୁର, ନିମାତପୁର, ସୁନାଧରବସାଣ, ଜୟୀରାମପୁରକୁ ସ୍ଥାନୀୟ ସରପଞ୍ଚ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଗତ...

ଭଣ୍ଡାରିପୋଖରୀରେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୧୯।୧୨ (ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରାଳୟ ପକ୍ଷରୁ ଗୁରୁବାର ଏଡବ୍ଲ୍ୟୁଏଡିଏଚ୍‌ ରିସର୍ଚ ଫାଉଣ୍ଡେଶନ ଦ୍ୱାରା କେନ୍ଦ୍ରୀୟ ଏଡବ୍ଲ୍ୟୁଏଡିଏଚ୍‌ ସଂସ୍ଥାର ଏକ ଟିମ୍‌...

ଯଶଓ୍ବନ୍ତଙ୍କୁ ଭୋଟ ଦେବ କଂଗ୍ରେସ

ଭୁବନେଶ୍ବର, ୧୭।୭(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ରାଜ୍ୟ କଂଗ୍ରେସ ପକ୍ଷରୁ ସମସ୍ତ ବିଧାୟକ ଏବଂ ଏମ୍‌ପି ଭୋଟ ଦେବେ। ଏନେଇ ଶନିବାର ପ୍ରଦେଶ କଂଗ୍ରେସ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ‘ଆୟୁରକ୍ଷା କିଟ୍‌’

ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ଶରୀରର ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଇଁ ‘ଆୟୁରକ୍ଷା କିଟ୍‌’କୁ ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସମ୍ପୂର୍ଣ୍ଣ...

ଅଢ଼େଇ ବର୍ଷ ପରେ ଲୋୟର ସୁକ୍‌ତେଲ ଡ୍ୟାମ୍‌ ଆପ୍ରୋଚ୍‌ ରାସ୍ତା କାମ ଆରମ୍ଭ

ବଲାଙ୍ଗୀର ଅଫିସ, ୧୫ା୧: ପ୍ରାୟ ଅଢ଼େଇ ବର୍ଷ ପରେ ଲୋୟର ସୁକ୍‌ତେଲ ଡ୍ୟାମ ସାଇଟ୍‌ ଅଞ୍ଚଳରେ ଶୁକ୍ରବାରଠାରୁ ଡ୍ୟାମ ଆପ୍ରୋଚ୍‌ ରାସ୍ତା କାମ ଆରମ୍ଭ ହୋଇଛି।...

୨ ଦିନ ହେଲାଣି ୧୫ ପରିବାରଙ୍କୁ ମିଳିନି ରିଲିଫ୍‌

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ...

Advertisement
Archives

Model This Week