ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ

ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା କ୍ରମେ ନଂ. ୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପୀତବାସ ରାତିରେ ଘର ବାରିପଟେ ସ୍କୁଟି (ନଂ ଓଡ଼ି୦୭ଏଏ୬୪୭୫) ରଖିଥିଲେ। ଗାଡ଼ି ବାହାରେ ଥିବା ସୁଯୋଗ ନେଇ କେହି ଦୁର୍ବୃତ୍ତ ସେଥିରେ ନିଆଁ ଲଗାଇ ଦେଇଥିଲେ। ମଙ୍ଗଳବାର ସକାଳୁ ଏହା ଦେଖି ପିତବାସ ପାଟପୁର ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ ଦାବି ତେଜିଲା

ବାରିପଦା ଅଫିସ,୧୭।୪: ମୟୂରଭଞ୍ଜ ଜିଲା ବଡ଼ସାହି ଆଦର୍ଶ ବିଦ୍ୟାଳୟ ୧୦ମ ଶ୍ରେଣୀର ଛାତ୍ରୀଛାତ୍ରଙ୍କର ଟର୍ମ-୨ପରୀକ୍ଷା ନିମନ୍ତେ ୧୨୦କି.ମି. ଦୂର ରାଇରଙ୍ଗପୁର ଠାରେ କେନ୍ଦ୍ର କରାଯିବାକୁ ନେଇ ଅଭିଭାବକ...

କରୋନାରେ ମୃତ୍ୟୁ ଲାଗି ମିଳିବ କ୍ଷତିପୂରଣ: ଆବେଦନ ତାରିଖ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୪(ବ୍ୟୁରୋ): ସରକାର କୋଭିଡ୍‌ ଯୋଗୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୫୦ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ଯୋଗାଇ ଦେବେ। ନଭେମ୍ବର ୩ ତାରିଖରୁ ରାଜ୍ୟରେ ଏହି...

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୬୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୬୫୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୧,୬୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

ଶପଥ ନେଲେ ଅଳକା

ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରଜରାଜନଗର ବିଧାୟକ ଭାବେ ସୋମବାର ଶପଥ ନେଇଛନ୍ତି ଅଳକା ମହାନ୍ତି। ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ଅଳକା...

ଜିଲା ମୁଖ୍ୟ ଡାକ୍ତରଖାନାରେ ଲାଗିଲା ନିଆଁ

କେନ୍ଦୁଝର,୩୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଡାଏଲିସିସ୍‌ ଓ୍ବାର୍ଡରେ ଶଟ୍‌ସର୍କିଟ ଯୋଗୁ ନିଆଁ ଲାଗିଯାଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ବୋଲି ସିଡିଏମ୍‌ଓ ସୂଚନା...

ଖୋର୍ଦ୍ଧା ଅବକାରୀ ବିଭାଗର ଚଢ଼ାଉ: ୧୮ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର...

ଦବିଲା ପୋଲ

ନୟାଗଡ଼ ଅଫିସ,୨୮।୧୨: ନୟାଗଡ଼ ଜିଲା ଶରଣକୁଳରୁ ପୁରୀକୁ ପଡିଥିବା ନୂଆ ଜଗନ୍ନାଥ ସଡକର ଡିମିସର ଦୁଆଣ୍ଟ ପୋଲ ବୁଧବାର ଦବି ଯାଇଛି। ୪୦ ବର୍ଷର ଏହି...

Advertisement
Archives

Model This Week