Posted inଜାତୀୟ

ସ୍କୁଲରେ ଶୌଚାଳୟ ସଫା କରୁଛନ୍ତି ଛାତ୍ରୀଛାତ୍ର: ପ୍ରଶଂସା କଲେ ଜିଲାପାଳ

ଭୋପାଳ,୨୯।୮: ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଏକ ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ଶୌଚାଳୟ ସଫା କରୁଥିବା ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ବର୍ଗ ପକ୍ଷରୁ ଭିନ୍ନ ଭିନ୍ନ କମେଣ୍ଟ ଦିଆଯାଇଛି। ତେବେ ଏହାକୁ ଜିଲାପାଳ ତନଭୀ ସୁନ୍ଦରୀୟାଲ ଛାତ୍ରୀଛାତ୍ରଙ୍କ ଏଭଳି କାର୍ଯ୍ୟକୁ ସମର୍ଥନ କରିବା ସହିତ ବେଶ୍‌ ପ୍ରଶଂସା ମଧ୍ୟ କରିଛନ୍ତି। ଏହାଦ୍ୱାରା ସେମାନଙ୍କ ମଧ୍ୟରେ ସ୍ବଚ୍ଛତା ପ୍ରତି ସଚେତନତା ସୃଷ୍ଟି ହେବ ବୋଲି ସେ କହିଛନ୍ତି। ଏଥିରେ ସ୍କୁଲ କର୍ତ୍ତୃପକ୍ଷଙ୍କର କୌଣସି ଭୁଲ୍‌ ନ ଥିବା ସେ କହିଛନ୍ତି। ସ୍ଥାନୀୟ ସିନହାରା ଗାଁରେ ଥିବା ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର ନିଜ ହାତରେ ଶୌଚାଳୟ ସଫା କରୁଥିବା ଭିଡ଼ିଓରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ...

ରାଷ୍ଟ୍ରପତି ନିର୍ବାଚନ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୯।୬ : ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନ ଅସ୍ବୀକୃତିରେ ହସ୍ତକ୍ଷେପ କରିବାକୁ ବୁଧବାର ସୁପ୍ରିମ୍‌କୋର୍ଟ ମନା କରିଛନ୍ତି। ଏହା ସହିତ ଶୀର୍ଷକୋର୍ଟ ଡ. ମାଣ୍ଡତି...

ଚେନ୍ନାଇରେ ପହଞ୍ଚିଲେ ମୋଦି

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନପିଙ୍ଗ୍‌ଙ୍କୁ ସ୍ବାଗତ କରିବା ପାଇଁ ଚେନ୍ନାଇରେ ପହଞ୍ଚିଛନ୍ତି। ଚାଇନା ରାଷ୍ଟ୍ରପତି ପାଖାପାଖି ୨ଟାବେଳେ ଆସି ଏଠାରେ...

ବିଦେଶରେ ବିଳାପ କରୁଛନ୍ତି ରାହୁଲ, ପ୍ରେମ ନୁହେଁ ଘୃଣା ଦୋକାନ ଖୋଲିବା ତାଙ୍କ ଉଦ୍ଦେଶ୍ୟ: ଭାଜପା…

ନୂଆଦିଲ୍ଲୀ,୧।୬ : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ଏମପି ରବି ଶଙ୍କର ପ୍ରସାଦ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ଟାର୍ଗେଟ କରିଛନ୍ତି। ସେ...

ଉଦ୍ଧବ ଖାଆନ୍ତୁ ମାଛ: ନାରାୟଣ ରାଣେଙ୍କ ପରାମର୍ଶ…

ମୁମ୍ବାଇ,୧୯।୬ : ମାଛ ଖାଇବାକୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଶିବସେନା (ୟୁବିଟି) ମୁଖ୍ୟ ତଥା ମହାରାଷ୍ଟ୍ରର ପୂର୍ବତନ ସିଏମ ଉଦ୍ଧବ ଠାକରେଙ୍କୁ ପରାମର୍ଶ ଦେଇଛନ୍ତି।...

କେଜରିଓ୍ବାଲଙ୍କ ପ୍ରସ୍ତାବକୁ ମଞ୍ଜୁରୀ ଦେଲେ ଉପରାଜ୍ୟପାଳ, ମେୟର ନିର୍ବାଚନ ଫେବୃୟାରୀ ୧୬ରେ…

ନୂଆଦିଲ୍ଲୀ,୧୨।୨ : ଫେବୃଆରୀ ୧୬ରେ ମେୟର, ଡେପୁଟି ମେୟର ଏବଂ ସ୍ଥାୟୀ କମିଟିର ସଦସ୍ୟଙ୍କ ପାଇଁ ନିର୍ବାଚନ ଆୟୋଜନ ପ୍ରସ୍ତାବକୁ ଦିଲ୍ଲୀର ଉପରାଜ୍ୟପାଳ ଭି.କେ ସାକ୍ସେନା...

ନିର୍ବାଚନ ପୂର୍ବରୁ ମହାମେଣ୍ଟକୁ ଝଟ୍‌କା: ଦଳ ଛାଡିଲେ ଜିତନରାମ

ପାଟନା,୨୦।୮: ବିହାରରେ ଏବେଠାରୁ ରାଜନୈତିକ ସରଗରମ ହେବାରେ ଲାଗିଛି। ନିର୍ବାଚନ ପୂର୍ବରୁ ବନ୍ଧୁତା ଭାଙ୍ଗିବା ଓ ନୂଆ ସମ୍ପର୍କ ଗଢ଼ିବା ସ୍ଥିତି ଜାରି ରହିଛି। ଇତିମଧ୍ୟରେ...

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ...

Advertisement
Archives

Model This Week