Posted inଜାତୀୟ

ସ୍କୁଲର ମାସିକ ବିଦ୍ୟୁତ୍‌ ବିଲ୍‌ ୬୧୮.୫ କୋଟି ଟଙ୍କା, ଶିକ୍ଷକ ଦେଖି ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୫।୯: ଉତ୍ତର ପ୍ରଦେଶର ବାରାଣସୀର ବିନାୟକା ସହରରେ ଥିବା ଓ-ଗ୍ରେଭ ପବ୍ଲିକ ସ୍କୁଲରେ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଏକ ବିଲ୍‌ ପଠାଯାଇଛି। ଯାହାକୁ ଦେଖି ସ୍କୁଲ କର୍ତ୍ତୃପକ୍ଷ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। କାରଣ ବିଲ୍‌ ୬୧୮.୫ କୋଟି ଟଙ୍କାର ଆସିଛି। ସେପ୍ଟେମ୍ବର ୭ ସୁଦ୍ଧା ଏହି ବିଲ ପଇଠ କରା ନ ଗଲେ ବିଦ୍ୟୁତ ସଂଯୋଗ କାଟି ଦିଆଯିବ ବୋଲି ଚେତାବନୀ ଦିଆଯାଇଛି । ବିଦ୍ୟାଳୟ କର୍ତ୍ତୃପକ୍ଷ ଏହି ବିଲ ନେଇ ସେସୁ କାର୍ଯ୍ୟାଳୟ ଯାଇଥିଲେ ମଧ୍ୟ କୌଣସି ସମାଧାନ ହୋଇପାରି ନାହିଁ।   ସପ୍ଟୱେର ଦ୍ବାରା ଏହି ସମସ୍ୟା ହୋଇଥାଇପାରେ ବୋଲି ଜଣେ ବିଦ୍ୟୁତ କର୍ମଚାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଅର୍ଥନୀତି ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୨୯ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥନୀତି ବୁଝନ୍ତି ନାହିଁ। ସେ ଭାରତର ବହୁଳବାଦୀ ଛବିକୁ ବିଶ୍ୱରେ କଳଙ୍କିତ କରିଛନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ...

ଅମିତାଭ ବଚ୍ଚନ କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ,୧୧ା୭-  ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ କୋଭିଡ୍‌ ପଜିଟିଭ୍‌ ବାହାରିଛି। ଏନେଇ ସେ ଶନିବାର ଟୁଇଟରରେ ସୂଚନା ଦେଇଛନ୍ତି। ଏହି ବିଶିଷ୍ଟ ଅଭିନେତା କରୋନା ଭୂତାଣୁରେ...

ବିଧାନସଭା ଉପନିର୍ବାଚନ ଫଳାଫଳ: ଭାଜପା ୨, କଂଗ୍ରେସ ୧ ସିଟ୍‌ରେ ଆଗୁଆ

ନୂଆଦିଲ୍ଲୀ,୨୭।୯:ଦେଶର ୪ଟି ରାଜ୍ୟର ୪ଟି ବିଧାସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନ ଭୋଟିଂ ଗଣତି ଆରମ୍ଭ ହୋଇଯାଇଛି। ଦୁଇଟି ଆସନରେ ଭାଜପା ଆଗରେ ଥିବାବେଳେ ଗୋଟିଏ...

ଇସ୍ରୋ ବୈଜ୍ଞାନିକଙ୍କ ସନ୍ଦେହ ଜନକ ମୃତ୍ୟୁ: ତଦନ୍ତ ଜାରି

ହାଇଦ୍ରାବାଦ୍‌,୨।୧୦: ଇସ୍ରୋ ବୈଜ୍ଞାନିକ ଏସ୍‌.ଆର୍‌. ସୁରେଶ କୁମାରଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଆମେରପେଟ୍‌ ସ୍ଥିତ ନିଜ ବାସ ଭବନରୁ ସୁରେଶଙ୍କ ମୃତ୍ୟୁ ଦେହକୁ ଉଦ୍ଧାର...

କିରଣ ବେଦୀଙ୍କୁ ହିଟଲରଙ୍କ ଭଉଣୀ ସହ ତୁଳନା କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୦।୧୧:ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ଜର୍ମାନ ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଭଉଣୀ ସହ ତୁଳନା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ। ରାଜ୍ୟର ଉପରାଜ୍ୟପାଳ ଭାବେ...

ସୁସ୍ଥ ଅଛନ୍ତି ମୁଖ୍ୟମନ୍ତ୍ରୀ

ଡେରାଡୁନ,୫।୬: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ସମ୍ପୂର୍ଣ୍ଣ ରୂପେ ସୁସ୍ଥ ଥିବା ଜଣାପଡିଛି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେ...

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ...

ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି...

BGU
Play 250+ Trending Games
Archives

Model This Week

Why Dharitri