Posted inଜାତୀୟ

ସ୍କୁଲ୍‌ ଖୋଲିବା ନେଇ ଜାରି ହେଲା ନୂଆ ଏସ୍‌ଓପି

ନୂଆଦିଲ୍ଲୀ,୩।୧:କେନ୍ଦ୍ର ସରକାର ସ୍କୁଲ୍‌ ଖୋଲିବା ନେଇ ଗୁରୁବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ସ୍କୁଲ୍‌ ଆସିବାକୁ ଅଭିଭାବକଙ୍କ ଅନୁମତି ଲୋଡା ନାହିଁ। ସେ ନିଷ୍ପତ୍ତି ରାଜ୍ୟ ନେବ। ସାମାଜିକ ଦୂରତ୍ୱ ଜାଗାରେ ଶାରୀରିକ ଦୂରତ୍ୱ ଶଦ୍ଦ ବ୍ୟବହାର ପାଇଁ ପରାମର୍ଶ ଦିଆଯାଇଛିି। ଶାରୀରିକ ଦୂରତ୍ୱ ବଜାୟ ପାଇଁ ସ୍କୁଲ୍‌ ପରିସରରେ ମାର୍କିଂ କରାଯିବ। ସ୍କୁଲ୍‌ରେ କ୍ରୀଡା ଉତ୍ସବ, ସାସ୍କୃତିକ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ସ୍ଥିର କରିବେ ବୋଲି ଗାଇଡ୍‌ଲାଇନରେ କୁହାଯାଇଛି। ସେହିପରି ବହୁବିଧ ରୋଗାକ୍ରାନ୍ତ ଥିବା ଛାତ୍ରୀଛାତ୍ରଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯିବ। କଣ୍ଟେନ୍‌ମେଣ୍ଟ ଜୋନରେ ରହୁଥିବା ସ୍କୁଲ୍‌ ବସ୍‌ ଡ୍ରାଇଭରଙ୍କୁ ଆସିବାକୁ ବାରଣ କରାଯାଇଛି। ଏବେ ୧୧ଟି ରାଜ୍ୟରେ ପୂୂର୍ଣ୍ଣ କ୍ଷମତାରେ ସ୍କୁଲ୍‌ ଖୋଲିଥିବାବେଳେ ୧୬ଟି ରାଜ୍ୟରେ କେବଳ ବଡ କ୍ଲାସ୍‌ ପିଲାଙ୍କ ପାଇଁ ଖୋଲାଯାଇଛି। ବାକି ୯ଟି ରାଜ୍ୟରେ ଆଦୌ ସ୍କୁଲ୍‌ ଖୋଲାଯାଇନାହିଁ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri