Posted inଜାତୀୟ

ସ୍କୁଲ ଛାତ ଭୁଶୁଡ଼ି ୧୨ ପିଲା ଆହତ

ମିରଟ୍‌, ୮ା୯(ପି.ଟି.) : ଉତ୍ତରପ୍ରଦେଶର ମିରଟ୍‌ ଅନ୍ତର୍ଗତ ଦାବଥୁଆରେ ଥିବା ସରସ୍ବତୀ ଜ୍ଞାନମନ୍ଦିର ସ୍କୁଲର ଛାତ ଶନିବାର ଭୁଶୁଡ଼ି ପଡ଼ିଛି। ଫଳରେ ୧୨ ପିଲା ଆହତ ହୋଇଛନ୍ତି। ୬ ଜଣ ଗୁରୁତର ଅଛନ୍ତି। ସମସ୍ତ ଆହତଙ୍କୁ ଚିକିତ୍ସା ଲାଗି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପିଲାମାନେ ଶ୍ରେଣୀକୁ ଯିବା ପରେ ହଠାତ୍‌ ଛାତଟି ଭୁଶୁଡ଼ି ପଡ଼ିଥିଲା। ଭଗ୍ନାବଶେଷ ତଳେ ରହିଥିବା ଛାତ୍ରୀଛାତ୍ରଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇଥିଲା। ଘଟଣାସ୍ଥଳରେ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ସ୍ଥିତି ସୁଧାରିଥିଲେ। ଏହି ଅଘଟଣ ଲାଗି ଯେଉଁମାନେ ଦାୟୀ, ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ରାମ ଆର୍ଯ୍ୟ ପ୍ରକାଶ କରିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri