ସ୍କୁଲ ଛୁଟିକୁ ନେଇ ହାଇକୋର୍ଟରେ ମାମଲା: ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୨୦।୪: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜନିତ ସ୍କୁଲ ଛୁଟି ଘୋଷଣାକୁ ନେଇ ହାଇକୋର୍ଟରେ ଆଡଭୋକେଟ ଶିବନାରାୟଣ ବିଶ୍ୱାଳଙ୍କ ପକ୍ଷରୁ ଏକ ମାମଲା ରୁଜୁ ହୋଇଛି। ଏହି ମାମଲାକୁ ଗ୍ରହଣ କରି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ସୂଚନାଥାଉ କି, ସରକାର ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନିର୍ଦ୍ଧାରିତ ସମୟର ୨୦ ଦିନ ପୂର୍ବରୁ ଅର୍ଥାତ୍‌ ଏପ୍ରିଲ ୧୮ରୁ ସ୍କୁଲ ଛୁଟି ଘୋଷଣା କରିଥିଲେ। ତାପମାତ୍ରା ରାଜ୍ୟରେ ସେତେ ଅଧିକ ନ ଥିବାବେଳେ ହଠାତ୍‌ ସରକାରଙ୍କ ସ୍କୁଲ ଛୁଟି ଘୋଷଣା ପିଲାଙ୍କୁ ଅଡୁଆରେ ପକାଇଛି। ଏହାଦ୍ୱାରା ବିଭିନ୍ନ ଶ୍ରେଣୀ ପାଇଁ ଧାର୍ଯ୍ୟ କରାଯାଇଥିବା ଶିକ୍ଷାଦିନ କମୁଥିବା ଯୋଗୁ ପିଲାଙ୍କ ପାଠପଢା ବ୍ୟାହତ ହେବ ବୋଲି ଆବେଦନକାରୀ କୋର୍ଟଙ୍କୁ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’

ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି...

ଦୁଇ ଓଡ଼ିଆ ସାମାଜିକ କର୍ମୀଙ୍କୁ ମିଳିଲା ‘ଜୀବରକ୍ଷା’ ସମ୍ମାନ

କଟକ ଅଫିସ,୧୬।୧୦: ମାନବ ସେବା ହିଁ ମାଧବ ସେବା। ଏହି ଉକ୍ତିକୁ ଅନୁସରଣ କରି ସମାଜରେ ଅନେକ ଲୋକ ସେବାରେ ନିଜକୁ ନିୟୋଜିତ କରିଛନ୍ତି। ଏଭଳି...

୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୦କୁ ବୃଦ୍ଧି ପାଇଛି। କେବଳ...

ଦଶହରାରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା : ଓଡ଼ିଶାରେ ହାଇ ଆଲର୍ଟ, ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୪ା୧୦(ବ୍ୟୁରୋ) : ଭାରତକୁ ପାକିସ୍ତାନ ପଟୁ ପଶି ଆସିଛନ୍ତି ଆତଙ୍କବାଦୀ। ଆତଙ୍କବାଦୀ ସଂଗଠନ ଜୈସ-ଇ-ମହମ୍ମଦ ଦିଲ୍ଲୀ ସମେତ ଦେଶର ବଡ଼ ବଡ଼ ସହରକୁ ଟାର୍ଗେଟ କରିଛି।...

ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ...

ବିଶ୍ୱାସରେ ବିଷ ଦେଇ ନେଇଗଲେ ୧୫ ଶହ

ଅନୁଗୋଳ ଅଫିସ, ୨୬।୭ ଅନୁଗୋଳ ମେଡିକାଲରେ ଦଲାଲମାନେ ଏବେ ମଧ୍ୟ ସକ୍ରିୟ ଅଛନ୍ତି। ରୋଗୀ ଓ ସମ୍ପର୍କୀୟଙ୍କ ମନରେ ବିଶ୍ୱାସ ଜନ୍ମାଇ ତାଙ୍କଠାରୁ ହଜାର ହଜାର...

ବଜାରରେ ଗହମ ସଙ୍କଟ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):ବଜାରରେ ଗହମ ସଙ୍କଟ ଦେଖାଦେଇଛି। ଗତ ୧୦ ମାସ ହେବ ଗହମ ମିଳୁନାହିଁ। ଏଥିଯୋଗୁ ଅଟା, ମଇଦା, ସୁଜି ସମେତ ଗହମରୁ ପ୍ରସ୍ତୁତ ଖାଦ୍ୟ ସାମଗ୍ରୀ...

Advertisement
Archives

Model This Week