ସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ରାଉରକେଲା ଅଫିସ,୧।୮: ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ କୋଏଲନଗର ସି-ବ୍ଲକ ଛକରେ ଗୁରୁବାର ପୂର୍ବାହ୍ନରେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ସେକ୍ଟର-୨୦ ସୁଭଦ୍ରା ବସ୍ତିର ଜ୍ୟୋତି ମିଞ୍ଜ। ଏନେଇ ବସ୍ତି ବାସିନ୍ଦା କୋଏଲ ନଗର-ଝିରପାଣି ରାସ୍ତା ଅବରୋଧ କରିବାରୁ ଘଟଣାସ୍ଥଳରେ ଉତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ଚିଠି: ସ୍ଥାନୀୟ ନିଯୁକ୍ତି

ଶିଳ୍ପ ଓ ଖଣି ଖାଦାନ ବହୁଳ ସୁନ୍ଦରଗଡ଼ ଜିଲାରେ ନିଯୁକ୍ତି ଦିନକୁ ଦିନ ସଙ୍କୁଚିତ ହେବାରେ ଲାଗିଛି। କାମଧନ୍ଦା ଅଭାବରୁ ଜିଲାର ବହୁ ବେକାର ଯୁବକଯୁବତୀ...

ଗଳାକାଟି ହତ୍ୟା କରିଥିବା ଅଭିଯୁକ୍ତ ଧରାପଡ଼ିଲେ

ରାଉରକେଲା ଅଫିସ,୨୧।୧୦: ରାଉରକେଲା ସେକ୍ଟର-୧୯ ଅଞ୍ଚଳରେ ବୁଦା ଭିତରୁ ଗଳାକଟା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ପୋଲିସ...

ଭୁଲ୍‌ ରକ୍ତ ନେଲା ଜୀବନ, ଡାକ୍ତରଖାନା ପରିସରରେ ଉତ୍ତେଜନା

ରାଉରକେଲା,୧୨ା୧୧(ଡି.ଏନ୍‌.ଏ.): ରାଉରକେଲା ସରକାରୀ ଡାକ୍ତରଖାନାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୁଲ ରକ୍ତ ପ୍ରଦାନ ଯୋଗୁ ରାରକେଲା ସରକାରୀ ଡାକ୍ତରଖାନା ମହିଳା ମେଡିଶିନ୍‌ ଓ୍ବାର୍ଡରେ ବେଡ୍‌...

ପ୍ରାର୍ଥୀଙ୍କ ପାଇଁ କରମା ନାଚିଲେ ବିଧାୟିକା

ସୁନ୍ଦରଗଡ଼, ୧୩।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସରଗରମ ହେଉଛି ସୁନ୍ଦରଗଡ଼ର ରାଜନୀତି। ଶନିବାର ଭାଜପା ଜିଲା ପରିଷଦ ପ୍ରାର୍ଥୀଙ୍କ ଲାଗି ପ୍ରଚାରରେ ସାମିଲ ହୋଇ...

ଦଶମ ଶ୍ରେଣୀ ଛାତ୍ରୀ ମୃତ୍ୟୁ ଘଟଣା: ଭୟରେ ଛାତ୍ରୀ ଛାଡିଲେ ହଷ୍ଟେଲ

ସୁନ୍ଦରଗଡ଼,୨।୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅନ୍ତର୍ଗତ ପଟୁଆଡିହି ହାଇସ୍କୁଲର ଦଶମ ଶ୍ରେଶୀ ଛାତ୍ରୀ ଛାତରୁ ଡେଇଁ ଶୁକ୍ରବାର ଆତ୍ମହତ୍ୟା କରିଥିଲେ। ହେଲେ ଝିଅକୁ ଛାତରୁ...

ଚନ୍ଦଲୀଶକ୍ତିପୀଠରେ ପୁଷ୍‌ପୁନି ଯାତ୍ରା

ଲେଫ୍ରିପଡ଼ା,୭।୧(ଡ଼ି.ଏନ.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ବ୍ଲକ ଅନ୍ତର୍ଗତ ରାଏଡିହି ପଞ୍ଚାୟତର ଚନ୍ଦଲୀପାହାଡ଼ରେ ଥିବା ଶକ୍ତିପୀଠରେ ଶୁକ୍ରବାର ପୁଷପୁନି ଯାତ୍ରା ଅନୁଷ୍ଠିତ ହୋଇଛି। ଆୟୋଜିତ ଯାତ୍ରାରେ ପଡ଼ୋଶୀ...

ରାଉରକେଲା ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ବିଜେତା

ନୂଆଦିଲ୍ଲୀ/ରାଉରକେଲା ଅଫିସ୍‌, ୧୯।୧:  ଭାରତର ପ୍ରମୁଖ ଶିଳ୍ପ ସହର ରାଉରକେଲାର ଛେଣ୍ଡ୍‌ରେ ୫ ଟନ କ୍ଷମତା ବିଶିଷ୍ଟ ଏକ ଶୀତଳଭଣ୍ଡାର ସ୍ଥାପନ କରାଯାଇଛି। ଏହା କାର୍ଯ୍ୟକ୍ଷମ...

ସୁନ୍ଦରଗଡ଼ ମେଡିକାଲ କଲେଜରେ ୧୦୦ ସିଟ୍‌ ଲାଗି ଅନୁମୋଦନ

ସୁନ୍ଦରଗଡ଼, ୨୦।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପାଠପଢା ଲାଗି ନ୍ୟାଶନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି।...

Advertisement
Archives

Model This Week