ସ୍କୁଲ ମୁହେଁ ଅଁ।ଠେ କାଦୋ

 

ଜାମଟିକ୍ରା, ୧୦।୯ (ଡି.ଏନ୍‌.ଏ):
ବରଗଡ଼ ଜିଲା ଅତାବିରା ବ୍ଲକ ଅଧୀନ ଜାମଟିକ୍ରା ଗାନ୍ଧୀ ଏମ୍‌ଇ ସ୍କୁଲ ସାମ୍‌ନାରେ ପାଏନ୍‌ ଟୁଡ଼ି ରହିବାର ଲାଗି ଅଁାଠେ କାଦୋ ହେଇଛେ। ଯେନ୍‌ଥିରଲାଗି ସ୍କୁଲର ଛାତ୍ରୀଛାତ୍ର ପରିସର ଭିତିରକେ ଗଲାଅଏଲା ବେଲେ ବଡ଼ଭାରି ସମସିଆର ସାମନା କରୁଛନ୍‌। ସ୍କୁଲ ଫାଟକ୍‌ ମୁହେଁ ବନେ ଖଁଡ଼େ ଦୂର କାଦୋ ହେଇଛେ। ହେଲେ ଦୁଖର କଥା ସ୍କୁଲରେ ଛୋଟ୍‌ ଛୋଟ୍‌ ଛୁଆ ପାଠ୍‌ ପଢ଼ୁଥିଲାବେଲେ ପରିବେଶ ଉପରେ କାହାରି ନିଘାନାଇଁ। ବରଷା ହେଲେ ଫାଟକ୍‌ ମୁହେଁ ପାଏନ୍‌ ଟୁଡ଼ି ରହୁଛେ, ସେ ପାଏନ୍‌ ସେଠାନେ ମରି ଅଁାଠେ କାଦୋ ହେଉଛେ। ବେଶି ବରଷା ହେଲେ ସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷ ଭୁଏ ନିଜେ ରଫା ଧରି ପାଏନ୍‌ କାଟୁଥବାର ଅନେକ ସମିଆରେ ଦେଖ୍‌ବାକେ ମିଲୁଛେ। ଏନ୍‌ତାଥି ସ୍କୁଲ ପରିବେଶ ଅସ୍‌କୁରା ହେବାର ସଂଗେ ଛୁଆକର ଭିତରେ ନାନା ରୋଗ୍‌ ବହପିବାର ଭଏ ରହିଛେ। ଇଆଡ଼େ ସ୍କୁଲ ପତୁରପକ୍ଷ, ପରିଚାଲନା କମିଟି ଆର ବ୍ଲକ ଶିକ୍ଷା ଅଧ୍‌କାରୀ ଘଟନା ଉପରେ ଆଏଁଖ୍‌ ମୁଜିଦେବାରଟା ନିହାତି ଗୁଟେ ଦୁଖର କଥା ବଲି ଅଭିଭାବକମାନେ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ସ୍କୁଲର ପ୍ରଧାନଶିକ୍ଷକ ସନ୍ତୋଷ ଭୁଏକୁଁ ପଚରାଲାରୁ ବହୁତ ଜଲଦି ସମସିଆର ସମାଧାନ କରାଯିବା ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri