ସ୍କୁଲ ଯିବାକୁ ଛାତ୍ରୀଛାତ୍ରଙ୍କୁ ମିଳିବ ଯାତାୟାତ ଖର୍ଚ୍ଚ: ୭୫% ଉପସ୍ଥାନ ଥିଲେ ବର୍ଷକୁ ମିଳିବ ୬ ହଜାର

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ସ୍କୁଲକୁ ବନ୍ଦ କରାଯିବ। ରାଜ୍ୟରେ ଏଭଳି ୯୬୬ଟି ସ୍କୁଲ ଚିହ୍ନଟ କରାଯାଇଛି। ତେବେ ବନ୍ଦ ହୋଇଥିବା ସ୍କୁଲର ପିଲା ନିକଟ ସ୍କୁଲରେ ପାଠ ପଢ଼ିବେ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।
ସ୍କୁଲ ୧ କିମିରୁ ଅଧିକ ଦୂର ହେଲେ ଯାତାୟାତ ଖର୍ଚ୍ଚ ସରକାର ଦେବେ। ୭୫ ପ୍ରତିଶତରୁ ଅଧିକ ଉପସ୍ଥାନ ଥିଲେ ମାସକୁ ୬ଶହ, ବାର୍ଷିକ ୬ ହଜାର ଟଙ୍କା ମିଳିବ। ସେହିପରି ୫୦ରୁ ୭୫ ପ୍ରତିଶତ ଉପସ୍ଥାନ ପାଇଁ ମାସକୁ ୪ ଶହ, ବାର୍ଷିକ ୪ ହଜାର ଟଙ୍କା ମିଳିବ। ୩୦ରୁ ୫୦ ପ୍ରତିଶତ ଉପସ୍ଥାନ ପାଇଁ ମାସିକ ୩ଶହ, ବାର୍ଷିକ ୩ ହଜାର ଟଙ୍କା ମିଳିବ। ୩୦ ପ୍ରତିଶତରୁ କମ୍‌ ଉପସ୍ଥାନ ଥିଲେ ଯାତାୟାତ ଖର୍ଚ୍ଚ ମିଳିବ ନାହିଁ। ଏହି ଯାତାୟାତ ଖର୍ଚ୍ଚ ଅଭିଭାବକଙ୍କ ଆକାଉଣ୍ଟକୁ ଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଶନିବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ବଳାତ୍କାର ଅଭିଯୋଗ, ଯୁବକ ଗିରଫ

ଫୁଲବାଣୀ ଅଫିସ, ୮ା୧୨-ଚାକିରି କରାଇ ଦେବାକୁ କହି ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଖଜୁରିପଡା ପୋଲିସ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ...

୨୩ଶହ ଏକରରୁ ଊର୍ଦ୍ଧ୍ୱ ସରକାରୀ ଜମି ଜବରଦଖଲ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜଧାନୀରେ ବେଶ୍‌ ସକ୍ରିୟ ରହିଛି ଜମି ର଼୍ୟାକେଟ୍‌। କେଉଁଠି ଗୋଷ୍ଠୀଗତ ତ ଆଉ କେଉଁଠି ବ୍ୟକ୍ତିଗତ କବ୍‌ଜାକୁ ଚାଲିଯାଉଛି ଭୁବନେଶ୍ୱରର ବହୁ ମୂଲ୍ୟବାନ ଜମି।...

କଣ୍ଟେନମେଣ୍ଟ ଜୋନ୍‌ ବିନା ସବୁଠି ଖୋଲିପାରିବ ଅଫିସ, ଗ୍ରୀନ ଜୋନ୍‌ରେ କୌଣସି କଟକଣା ନାହିଁ

ଭୁବନେଶ୍ୱର,୮।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଓଡ଼ିଶାକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ, ରେଡ, ଅରେଞ୍ଜ, ଗ୍ରୀନ ଜୋନ କରାଯିବା ପରେ ସେଥିରେ କିଛି...

ଉବୁଟୁବୁ ସ୍ମାର୍ଟ ସିଟି ରାସ୍ତା: ଲହଡ଼ି ଭାଙ୍ଗୁଛି ବର୍ଷାପାଣି

ଭୁବନେଶ୍ୱର, ୧।୮(ବ୍ୟୁରୋ): ସ୍ମାର୍ଟ ସିଟି ରାଜଧାନୀରେ ଡ୍ରେନେଜ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଏବେ ସହରବାସୀଙ୍କୁ ବର୍ଷାର ଭୟ ଘାରିଛି। ବୁଧବାର ଅସରାଏ ବର୍ଷାରେ ରାସ୍ତାରେ ଆଣ୍ଠୁଏ...

ପୁରୀ ପୋଲିସର ଡବଲ ଏନ୍‌କାଉଣ୍ଟର:ମୋଷ୍ଟ ଓ୍ବାଣ୍ଟେଡ ଟିକି ଖାଁ, ବିଶ୍ୱରଞ୍ଜନ ସାହୁ ଆହତ

ପୁରୀ ଅଫିସ, ୧୧-୯:ପୁରୀର ବିକାଶ ପାଇଁ ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବାବେଳେ ପୁରୀକୁ ଅପରାଧ ମୁକ୍ତ କରିବା ଲାଗି ପୋଲିସ ପକ୍ଷରୁ ଆରମ୍ଭ ହୋଇଛି...

ହରିଶଙ୍କର ସୌନ୍ଦର୍ଯ୍ୟକରଣ ପାଇଁ ଚାରାରୋପଣ

ଖପ୍ରାଖୋଲ, ୧୧ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠର ସୌନ୍ଦର୍ଯ୍ୟକରଣ ପାଇଁ ସାମ୍ବାଦିକ ସଂଘ ଓ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ତରଫରୁ ବୃକ୍ଷ...

ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ...

ସିଲ୍‌ ହେଲା ପଟିଆସ୍ଥିତ ବିଗ୍‌ ବଜାର ବିଲ୍ଡିଂ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପ୍ଲାନର ଉଲ୍ଲଂଘନ କରିବାକୁ ନେଇ ଗୁରୁବାର ପଟିଆସ୍ଥିତ ବିଗ୍‌ ବଜାର ବିଲ୍ଡିଂକୁ ସିଲ୍‌ କରାଯାଇଛି। ବିଏମ୍‌ସି କମିଶନର ଓ ବରିଷ୍ଠ...

Coronavirus Update


Archives

Model This Week

Why Dharitri