ସ୍କ୍ରାପ୍‌ରେ ୭୦ ଫୁଟର ଗିଟାର ନିର୍ମାଣ କଲେ ଛାତ୍ରୀଛାତ୍ର

ବ୍ରହ୍ମପୁର ଅଫିସ,୧୮ା୭- ଆବର୍ଜନା ତଥା ସ୍କ୍ରାପ୍‌ ସାମଗ୍ରୀରୁ ବହୁ କ୍ଷୁଦ୍ର ଓ ବୃହତ୍‌ ମଡେଲ ପ୍ରସ୍ତୁତ କରି ସାରା ଭାରତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବ୍ରହ୍ମପୁର ଆଇଟିଆଇ ା
୩୨ ଫୁଟ ଉଚ୍ଚତା ମଧ୍ୟରେ ବିଭିନ୍ନ ସ୍କ୍ରାପ୍‌ ତଥା ଆବର୍ଜନାରେ ପେଡିଏଟର, ମାଛ, ହରିଣ, ଜିରାଫ ପ୍ରଭୃତି ବୃହତ୍‌କାୟ ମଡେଲ ନିର୍ମାଣ କରି ଏହି ଅନୁଷ୍ଠାନ ରାଜ୍ୟ ଓ ଜାତୀୟସ୍ତରରେ ପୁରସ୍କୃତ ସହ ପ୍ରଶଂସିତ ହୋଇଛି ା
ଏବେ ଅନୁଷ୍ଠାନର ଫିଟର, ଇଲେକ୍ଟ୍ରିସିଆନ, ପ୍ଲମ୍ବର, ପେଣ୍ଟର, ୱେଲଡର ଟ୍ରେଡର ଛାତ୍ରୀଛାତ୍ରମାନେ ପ୍ରସ୍ତୁତ କରିଥିବା ୭୦ ଫୁଟ ଉଚ୍ଚତାର ବୃହତ୍ତକାୟ ଗିଟାରକୁ ନେଇ ପୁଣି ଏହା ଚର୍ଚ୍ଚା ପରିସରକୁ ଆସିଛି ା ୭୦ ଫୁଟ ଉଚ୍ଚତା ଓ ୨୫ ଫୁଟ ଓସାର ନିର୍ମିତ ଏହି ଗିଟାରକୁ ଗୁରୁବାର ଅନୁଷ୍ଠାନ କ୍ୟାମ୍ପସ ପରିସରରେ ସ୍ଥାପନ କରାଯାଇଛି ା ଏହାର ଓଜନ ପ୍ରାୟ ୮ ଟନରୁ ଊର୍ଦ୍ଧ୍ୱ ରହିଛି ା ଏହାକୁ ପ୍ରସ୍ତୁତି ପାଇଁ ପ୍ରାୟ ୪ ମାସରୁ ଅଧିକ ସମୟ ଲାଗିଥିବା ଅନୁଷ୍ଠାନ ପକ୍ଷରୁ କୁହାଯାଇଛି ା ତେବେ ପ୍ରଥମ ଥର ପାଇଁ ଏହି ମଡେଲଟି ଗୋଲଡେନ ବୁକ ଅଫ ୱାଲ୍ଡ ରେକର୍ଡ ଅଥବା ଲିମ୍‌କା ବୁକ ଅଫ୍‌ ରେକର୍ସରେ ସ୍ଥାନୀତ ହେବା ନେଇ ଆଶା ରହିଥିବା ଅନୁଷ୍ଠାନ ଅଧ୍ୟକ୍ଷ ରଜତ ପାଣିଗ୍ରାହୀ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri