Posted inଖେଳ

ସ୍ତ୍ରୀଙ୍କଠାରୁ ବି ଏହି ଖେଳାଳିଙ୍କ ‘କିସ୍‌’ ମୋତେ ଖାସ୍‌ ଲାଗିଲା: ବେନ ଷ୍ଟୋକ୍ସ

ଲିଡ୍ସ, ୨୫ା୮:ତୃତୀୟ ଆଶେସ କ୍ରିକେଟ ଟେଷ୍ଟ ମ୍ୟାଚରେ ବେନ ଷ୍ଟୋକ୍ସଙ୍କ ଲଢୁଆ ଅପରାଜିତ ଶତକ (୧୩୫*) ଯୋଗୁ ଇଂଲଣ୍ଡ ୧ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ମ୍ୟାଚ୍‌ ପରେ ସାଥୀ ଖେଳାଳି ଜ୍ୟାକ୍‌ ଲିଚ୍‌ ଦେଇଥିବା ଚୁମ୍ବନ ସବୁଠୁ ଖାସ୍‌ ଥିଲା। ଯାହା ସବୁଦିନ ପାଇଁ ମନେ ରହିବ ବୋଲି ଷ୍ଟୋକ୍ସ କହିଛନ୍ତି। ଏହା ସ୍ତ୍ରୀ ଦେଇଥିବା ଚୁମ୍ବନଠାରୁ ବି ଢେର୍‌ ଭଲ ଥିଲା ବୋଲି ସେ କହିଛନ୍ତି। ଇଂଲଣ୍ଡ ୩୫୯ରନର କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟ ପିଛା କରୁଥିବା ବେଳେ ଷ୍ଟୋକ୍ସ ତେବେ ଷ୍ଟୋକ୍ସ ଜ୍ୟାକ ଲିଚ (୧*)ଙ୍କ ମଧ୍ୟରେ ଅନ୍ତିମ ଉଇକେଟରେ ୯୬ ରନର ଅପରାଜିତ ପାର୍ଟନରଶିପ ହୋଇଥିଲା। ଯାହା ମ୍ୟାଚ୍‌ ବିଜୟ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। ଲିଚ ମାତ୍ର ୧ ରନ୍‌ କରିଥିଲେ ମଧ୍ୟ ଗୋଟିଏ ପରେ ଜଗି ରହୁଥିଲେ। ସୂଚନାଯୋଗ୍ୟ, ଫଳରେ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ସିରିଜ ୧-୧ ସ୍ତରକୁ ଚାଲିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri