Advertisement

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟାକଲେ ସ୍ବାମୀ

ଧାମନଗର,୯।୮(ଡି.ଏନ୍‌.ଏ) : ଭଦ୍ରକ ଜିଲା ଧୁଷୁରୀ ଥାନା କୋଠାର ଦାସ ସାହିର ସଞ୍ଜୟ ଦାସ ତାଙ୍କ ସ୍ତ୍ରୀ ରଶ୍ମିତାଙ୍କୁ ଟାଙ୍ଗିଆରେ ହାଣି ଦେବାରୁ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଭଦ୍ରକ ମେଡିକାଲ ନିଆଯାଇଥିଲା। ଡାକ୍ତର ସେଠାରେ ରଶ୍ମିତାଙ୍କୁ ମୃତ ଘୋଷଣା କରିଛନ୍ତି। ଅଭିଯୁକ୍ତ ସ୍ବାମୀଙ୍କୁ ଧୁଷୁରୀ ଥାନା ପୋଲିସ ଅଟକ ରଖିଥିବାବେଳେ ସେ ନିଜେ ହାଣିଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ୨, କଂଗ୍ରେସ ଗୋଟିଏ ଆସନ ଦଖଲ

ନୂଆପଡ଼ା ଅଫିସ,୮।୪: ନୂଆପଡା ଜିଲାର ୩ଟି ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ଗୁରୁବାର ଶେଷ ହୋଇଛି। ୨ଟିରେ ବିଜେଡି ଓ ଗୋଟିଏରେ କଂଗ୍ରେସ ଦଖଲ କରିଛି। ନୂଆପଡା...

ପିଡିଏସ୍‌ ସାମଗ୍ରୀ ହେରଫେର: ଥାନାରେ ଏତଲା ଦେଲେ ବିଡିଓ

ଶଙ୍କରାଖୋଲ,୨୧ା୧୧(ଡି.ଏନ୍‌.ଏ.) – ଚକାପାଦ ବ୍ଲକ ଚାହାଳି ପଞ୍ଚାୟତରେ ହିତାଧିକାରୀ ୩ ମାସର ସାମଗ୍ରୀ ପାଇ ନ ଥିବା ଅଭିଯୋଗ ହୋଇଥିଲା। ସାମଗ୍ରୀ ହେରଫେର କରିଥିବା ନେଇ...

ଘର ନ ଛାଡ଼ିବାରୁ ଭଡ଼ାଟିଆଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ

ବ୍ରହ୍ମପୁର ଅଫିସ,୧୩।୧୧: ଭଡ଼ାରେ ରହୁଥିବା ଜଣେ ମହିଳା ଘର ନ ଛାଡ଼ିବାରୁ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା। ଅଭିଯୋଗ ପରେ ଟାଉନ ଥାନା ପୋଲିସ ସମ୍ପୃକ୍ତ...

ଏସ୍‌ସିବି ମେଡିକାଲରେ ୧୦୧ ଡେଙ୍ଗୁ ରୋଗୀ

କଟକ ଅଫିସ, ୧୦ା୧୦: ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ଲଗାଣ ବର୍ଷା ହେବା ଯୋଗୁ ଡେଙ୍ଗୁ ଭୟଙ୍କର ରୂପ ନେବାରେ ଲାଗିଛି।...

ଉପ ଜିଲାପାଳଙ୍କ ନିର୍ଦ୍ଦେଶପରେ ଚାରାରୋପଣ ସ୍ଥଗିତ

ଭଞ୍ଜନଗର,୧।୭(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ ଅନ୍ତର୍ଗତ ତନରଡ଼ା ଗୋଚର ଜମିରେ ଚାରାରୋପଣ ଯୋଜନାକୁ ନେଇ ବନ ବିଭାଗ ଓ ଆଇଆର୍‌ବି ବାଟାଲିୟନ ମଧ୍ୟରେ ଶୁକ୍ରବାର...

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଥାନାଧିକାରୀ

ଗଞ୍ଜାମ,୨୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଥାନାଧିକାରୀ ଭାବେ ବୁଧବାର ସୁଦୀପ୍ତ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଗଞ୍ଜାମ ଥାନାଧିକାରୀ ଭାବେ ଦାୟିତ୍ୱରେ ଥିବା ପି. ସ୍ବରୁପ କିଶାନ...

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୨ା୧୧: କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ ଜଣେ ଯୁବକଙ୍କ ଏକତରଫା ପ୍ରେମର କରୁଣ ପରିସ୍ଥିତି ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ପୃକ୍ତ ଯୁବକଙ୍କ...

ବିଦ୍ୟାଳୟ ବନ୍ଦ ନ କରିବା ପାଇଁ ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଭିଭାବକଙ୍କ ଧାରଣା

ବରଗଡ଼ ଅଫିସ,୯ା୧୧: ଛାତ୍ରୀଛାତ୍ର କମ୍‌ ଥିବା ଦର୍ଶାଇ ସରକାର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି କ୍ରମରେ ବରଗଡ଼ ଜିଲାର...

Advertisement
Archives

Model This Week