ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ ଜେଇ

ରେଢାଖୋଲ, ୧୯।୪(ଡି.ଏନ.ଏ.): ସ୍ତ୍ରୀଙ୍କୁ ଯୌତୁକଜନିତ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକରେ କାର୍ଯ୍ୟରତ ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୁପ୍ରସାଦ ବେହେରା ଶନିବାର ଜେଲ ଯାଇଛନ୍ତି। ଶୁକ୍ରବାର ତାଙ୍କ ସ୍ତ୍ରୀ ରଶ୍ମିମୟି ତାଣ୍ଡିଙ୍କ ଅଭିଯୋଗକ୍ରମେ ରେଢାଖୋଲ ପୋଲିସ ତାଙ୍କୁ ଗିରଫ କରିଥିଲା। ଏ ନେଇ ଦଫା ୪୯୮(କ), ୩୦୭, ୫୦୬ ଓ ଯୌତୁକ ନିର୍ଯାତନା ପ୍ରତିରୋଧ ଆଇନର ଧାରା ୪ରେ ଏକ ମାମଲା (ନଂ. ୬୬/୨୦)ରୁଜୁ ହୋଇଛି। ପୋଲିସ ସୂତ୍ରରୁ ଜଣାପଡିଛି ଯେ, ୫ବର୍ଷ ତଳେ ବିଭୁପ୍ରସାଦ ଓ ରଶ୍ମିଙ୍କ ମଧ୍ୟରେ ବିବାହ ହୋଇଛି। ତାଙ୍କର ଏକ ୫ ବର୍ଷର ପୁଅ ଅଛି। ତେବେ ବିଭିନ୍ନ ସମୟରେ ବିଭୁପ୍ରସାଦ ୫ଲକ୍ଷ ତଙ୍କା ଯୌତୁକ ଆଣିବାକୁ କହି ରଶ୍ମିଙ୍କୁ ନିର୍ଯାତନା ଦେଇ ଆସୁଥିଲେ। ଶୁକ୍ରବାର ଏହି କଥାକୁ ନେଇ ସେ ତାଙ୍କୁ ମରଣାତ୍ମକ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଶନିବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ନାମଞ୍ଜୁର ହେବାରୁ ବିଭୁପ୍ରସାଦଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୧କୁ ଘୁଞ୍ଚିଲା ଧାନକିଣା

ଅନୁଗୋଳ ଅଫିସ, ୧୯।୧୨:  ଅନୁଗୋଳ ଜିଲାରେ ଚାଷୀଙ୍କଠାରୁ ଧାନ କିଣିବାକୁ ଗତବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ମଣ୍ଡି କରାଯାଇଛି। ହେଲେ ୫ ଦଫା ଦାବିନେଇ ପ୍ରାଥମିକ କୃଷି...

ଏଟିଏମକୁ୍‌ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ ବିଫଳ

କଳିଙ୍ଗନଗର,୧୪|୮(ଡି.ଏନ୍‌.ଏ.)- ଦାନଗଦୀସ୍ଥିତ ୟୁକୋ ବ୍ୟାଙ୍କ ଏଟିଏମ୍‌କୁ ସୋମବାର ବିଳମ୍ବିତ ରାତିରେ ଦୁବୃର୍ତ୍ତମାନେ ଭାଙ୍ଗି ଟଙ୍କା ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଥିବା ଜଣାପଡିଛି। ଏ ନେଇ...

ଜଗତ୍‌ସିଂହପୁର ଜିଲାରେ ରଜ କଟକଣା: ସର୍ବସାଧାରଣ ସ୍ଥାନରେ ୭ ଜଣରୁ ଅଧିକ ଏକାଠି ହେବା ମନା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଓଡ଼ିଶାର ଗଣ ପର୍ବ ରଜ। ରଜରେ ସହରରୁ ଗାଁ ସବୁଠି ଚଳଚଞ୍ଚଳ। ମାତ୍ର ଚଳିତବର୍ଷ କରୋନା ସଂକ୍ରମଣ ଓ କଟକଣା ଏକପ୍ରକାର...

ଜାତୀୟସ୍ତରରେ ଜୟଦୁର୍ଗା ହାଇସ୍କୁଲ ବିଜ୍ଞାନ କ୍ଲବ ସମ୍ମାନିତ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ରୋଡରେ ଥିବା ଜୟଦୁର୍ଗା ହାଇସ୍କୁଲର ପଠାଣୀ ସାମନ୍ତ ବିଜ୍ଞାନ କ୍ଲବ ଜାତୀୟସ୍ତରରେ ସମ୍ମାନିତ ହୋଇଛି। ୨୦୧୮ ବର୍ଷ ପାଇଁ ଓଡ଼ିଶାର...

ବିଧାନସଭା ଗୃହ କମିଟିର ସମୀକ୍ଷା ବୈଠକ

ଭଦ୍ରକ ଅଫିସ,୨୯।୬: ଭଦ୍ରକ ସହର ପାନ୍ଥନିବାସରେ ବୁଧବାର ଓଡ଼ିଶା ବିଧାନ ସଭା ଗୃହ କମିଟିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୃହ କମିଟିର ଅଧ୍ୟକ୍ଷ ବିଧାୟକ...

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ...

ରାଶନକାର୍ଡ ଦାବି: ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହୋ-ହାଲ୍ଲା

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ଦୀର୍ଘ ମାସର ନୀରବତା ପରେ ପୁଣି ରାଶନ କାର୍ଡ ତାତି ଦେଖିବାକୁ ମିଳିଛି l ଗଞ୍ଜାମ ଜିଲା ଦାମୋଦରପୁର ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା...

ଟଙ୍କା ନେଇ ନିର୍ମାଣ କଲେନି ଗୃହ: ୨୨୭ ହିତାଧିକାରୀ ଫେରାଇଲେ ୩୩ ଲକ୍ଷ

କଟକସଦର,୧୨ା୧(ଡି.ଏନ୍‌.ଏ.): ଇନ୍ଦିରା ଆବାସ ନିର୍ମାଣ ପାଇଁ ୨୦୦୦ରୁ ୨୦୧୪ ମସିହା ମଧ୍ୟରେ କାର୍ଯ୍ୟାଦେଶ ଏବଂ ଅନୁଦାନ ପାଇବା ସତ୍ତ୍ୱେ ଯେଉଁମାନେ ଗୃହ ନିର୍ମାଣ କରିନାହାନ୍ତି, ସେମାନଙ୍କ...

Advertisement
Archives

Model This Week