Posted inଜାତୀୟ

ସ୍ତ୍ରୀଙ୍କୁ ପସନ୍ଦ ନ ଥିଲେ କଳାରଙ୍ଗ ସ୍ବାମୀ: ନିଆଁରେ ଜଳାଇ ହତ୍ୟା କଲେ

ବରେଲୀ,୧୭।୪: ଉତ୍ତରପ୍ରଦେଶ ବରେଲୀ ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ସ୍ତ୍ରୀଙ୍କୁ କଳା ରଙ୍ଗ ସ୍ବାମୀ ପସନ୍ଦ ନ ଆସିବାରୁ ତାଙ୍କୁ ପେଟ୍ରୋଲ ଢ଼ାଳି ନିଆଁ ଜଳାଇ ହତ୍ୟା କରିଛନ୍ତି। ସ୍ଥାନୀୟ ଫତେଗଡ଼ ଥାନା ଅଞ୍ଚଳରେ ୨୨ ବର୍ଷ ବୟସ୍କା ବିବାହିତା ଏଭଳି କାଣ୍ଡ ଭିଆଇଛନ୍ତି। ମହିଳାଙ୍କ ନାମ ପ୍ରେମଶ୍ରୀ ବୋଲି ପୋଲିସ ସୂଚନା ଦେଇଛି। ସ୍ବାମୀ ସତ୍ୟବୀର ସିଂ ଶୋଇଥିବାବେଳେ ପ୍ରେମଶ୍ରୀ ତାଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଥିବା ଥାନା ଅଧିକାରୀ ସହଦେବ ସିଂ ସୂଚନା ଦେଇଛନ୍ତି। ହସ୍ପିଟାଲରେ ଚିକିତ୍ସା ସମୟରେ ସତ୍ୟବୀରଙ୍କ ମୃତ୍ୟୁ ଘଟିଥିଲା। ପ୍ରେମଶ୍ରୀଙ୍କୁ ଗିରଫ କରି ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?