ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ଘର ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ବଲାଣିପାସି ଗ୍ରାମରେ।
ଏହି ଦମ୍ପତିଙ୍କର ୮ବର୍ଷ ତଳେ ବିବାହ ହୋଇଥିଲା। ଏମାନଙ୍କର ଏକ ୫ବର୍ଷର ଝିଅ ମଧ୍ୟ ଅଛି। ତୁରୁମୁଙ୍ଗା ଥାନା ଝହ୍ନେଇପଶି ଗ୍ରାମ ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳେ ଲୋକନାଥ ମହାନ୍ତଙ୍କ ସ୍ତ୍ରୀ ଉଷାରାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ଉଷାରାଣୀଙ୍କ ଭାଇ ସୁଶାନ୍ତ ଥାନାରେ ଅଭିଯୋଗ କରିବା ପରେ ଥାନାରେ ମାମଲା (ନଂ. ୩୭/୨) ରୁଜୁ କରାଯାଇ ଲୋକନାଥଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ଷ୍ଠ ଦିନରେ ଭଦ୍ରକ କାଳୀପୂଜା: ସହର ଲୋକାରଣ୍ୟ

ଭଦ୍ରକ ଅଫିସ,୨।୧୧-ଐତିହାସିକ ଭଦ୍ରକ କାଳୀପୂଜା ଲାଗି ସାରା ସହର ଲୋକାରଣ୍ୟ ହୋଇପଡ଼ିଛି। ଶୁକ୍ରବାର କାଳୀପୂଜାର ୬ଷ୍ଠ ଦିନରେ ବିଭିନ୍ନ ପୂଜା ମଣ୍ଡପ ନିକଟରେ ଶ୍ରଦ୍ଧାଳୁଙ୍କ ନାହିଁ...

କ୍ରଲ୍‌ରେ ନରହନ୍ତା ହାତୀର ଚିକିତ୍ସା

ଢେଙ୍କାନାଳ ଅଫିସ,୧ା୧୦: କଟକ ଜଗତପୁରରେ ଆତଙ୍କ ସୃଷ୍ଟି କରିଥିବା ୨୦ ବର୍ଷର ମାଈ ହାତୀକୁ ଟ୍ରାଙ୍କୁଲାଇଜ୍‌ କରି ଗୁରୁବାର ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନ...

ମଣିନାଗ ପୀଠ ରାସ୍ତା କାମ ବନ୍ଦ: ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି ପର୍ଯ୍ୟଟକ

ରଣପୁର,୨୯ା୧(ସ୍ବ.ପ୍ର.): ନୟାଗଡ଼ ଜିଲାର ରଣପୁର ନିକଟ ମା’ ମଣିନାଗ ପୀଠ ରାସ୍ତାକୁ ଜଣେ ଲୋକ ପଥର ପକାଇ ଅବରୋଧ କରିଛନ୍ତି। ଫଳରେ ରାସ୍ତା କାର୍ଯ୍ୟ ବନ୍ଦ...

ଫେରୁଛି ମହିଳା ଖୋ ଖୋ ଚମକ

ଭୁବନ, ୧୯।୧୧(ଡି.ଏନ୍‌.ଏ.):  ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ପରେ ଲୋକାଦୃତି ହାସଲ କରିଛି ହକି, ଫୁଟ୍‌ବଲ ଭଳି ଲୋକପ୍ରିୟ କ୍ରୀଡ଼ା। ପୁରୁଷଙ୍କ ଭଳି ମହିଳାମାନେ ମଧ୍ୟ ଆଉଟ୍‌ଡୋର...

ଗାଁକୁ ପଶିଲା ଦନ୍ତା

ରୂପସା,୯।୬( ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ନୀଳବାଡି ଗାଁକୁ ଗୁରୁବାର ସକାଳେ ଏକ ଦନ୍ତା ପଶି ଆସିଥିଲା। ହାତୀଟି ରାମେଶ୍ୱର ଦାସଙ୍କ ଘରେ...

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ...

ମହାପ୍ରଭୁଙ୍କୁ ଦର୍ଶନ କଲେ କପିଲ

ପୁରୀ ଅଫିସ, ୨୨ା୩:କମେଡ଼ି କିଙ୍ଗ୍‌ ଭାବେ ପରିଚିତ ହାସ୍ୟ ଅଭିନେତା କପିଲ ଶର୍ମା ସୋମବାର ସନ୍ଧ୍ୟାରେ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କୁ...

ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ

ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍‌.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ...

Advertisement
Archives

Model This Week