ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ପାଟଣା, ୧୩ା୪(ସ୍ବ.ପ୍ର.)-ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ପରେ ହତ୍ୟା ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ଲୋକନାଥ ମହାନ୍ତ ନାମକ ଯୁବକଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଛି। ତାଙ୍କ ଘର ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ବଲାଣିପାସି ଗ୍ରାମରେ।
ଏହି ଦମ୍ପତିଙ୍କର ୮ବର୍ଷ ତଳେ ବିବାହ ହୋଇଥିଲା। ଏମାନଙ୍କର ଏକ ୫ବର୍ଷର ଝିଅ ମଧ୍ୟ ଅଛି। ତୁରୁମୁଙ୍ଗା ଥାନା ଝହ୍ନେଇପଶି ଗ୍ରାମ ନାଳ ନିକଟରେ ଥିବା ଆକାଶିଆ ଜଙ୍ଗଲରୁ ଶନିବାର ସକାଳେ ଲୋକନାଥ ମହାନ୍ତଙ୍କ ସ୍ତ୍ରୀ ଉଷାରାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଯୌତୁକ ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ଉଷାରାଣୀଙ୍କ ଭାଇ ସୁଶାନ୍ତ ଥାନାରେ ଅଭିଯୋଗ କରିବା ପରେ ଥାନାରେ ମାମଲା (ନଂ. ୩୭/୨) ରୁଜୁ କରାଯାଇ ଲୋକନାଥଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ସ୍ବପ୍ନରେ ସୀମିତ ରହିଯାଉଛି ଆବାସ

ଦଶମନ୍ତପୁର,୩୦।୧୨(ଡି.ଏନ୍‌.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପରଜା ବେଡ଼ାପଦର ପଞ୍ଚାୟତରେ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତିର ଗୁମର ଧୀରେଧୀରେ ଖୋଲିବାରେ ଲାଗିଛି। ଏହି ଅଞ୍ଚଳର ଆବାସ...

ଗଞ୍ଜାମ ଜିଲା: ୧୩୫ ଜଣଙ୍କ କୋଭିଡ -୧୯ ଟେଷ୍ଟ ରିପୋର୍ଟକୁ ଅପେକ୍ଷା, ୧୦୫ ନେଗେଟିଭ୍‌

ଛତ୍ରପୁର,୭ା୧(ଡି.ଏନ୍‌.ଏ.)- ବ୍ରହ୍ମପୁର ବଡମେଡିକାଲରେ କୋଭିଡ-୧୯ ସାମ୍ପୁଲ ସଂଗ୍ରହ କରାଯାଇ ଟେଷ୍ଟିଂ ପାଇଁ ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସିକୁ ପଠାଯାଉଛି। ସୋମବାର ସନ୍ଧ୍ୟାସୁଦ୍ଧା ଗଞ୍ଜାମ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ...

ଚିନ୍ତା ବଢ଼ାଉଛନ୍ତି ଝିଣ୍ଟିକା ପ୍ରଜାତିର କୀଟ: ପଙ୍ଗପାଳ ସନ୍ଦେହରେ ସ୍ଥାନୀୟ ବାସିନ୍ଦା ଭୟଭୀତ

ମହାକାଳପଡ଼ା,୧୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ ପାର୍ଶ୍ୱବର୍ତ୍ତୀ ପିତାପାଟ ଗାଁର ବିଭିନ୍ନ ଗଛରେ ଝିଣ୍ଟିକା ପ୍ରଜାତିର କୀଟଗୁଡ଼ିକ ଗଛପତ୍ର ଖାଇ ନଷ୍ଟ...

ଦୁର୍ବୃତ୍ତ ଲୁଟି ନେଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଳଙ୍କାର, ଟଙ୍କା

ଖୋର୍ଦ୍ଧା ଅଫିସ,୧।୯ :ଖୋର୍ଦ୍ଧା ଆଦର୍ଶ ଥାନା ଶିଳ୍ପାଞ୍ଚଳ ଫାଣ୍ଡିର ମୁକୁନ୍ଦପ୍ରସାଦ ଝରଟାଙ୍ଗିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଝରକା ଗ୍ରୀଲ ତାଡି ଶନିବାର ରାତିରେ...

ନକଲି ସାର୍ଟିଫିକେଟ୍‌ରେ ଶିକ୍ଷକତା

ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି...

ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ ୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା

କେନ୍ଦୁଝର,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଠାକୁରଡିହି ନିକଟରେ ଜଣେ ଟ୍ରାନ୍ସପୋର୍ଟ କର୍ମଚାରୀଙ୍କୁ ଶନିବାର ଦୁର୍ବୃତ୍ତ ଭୁଜାଲିରେ ହାଣି ଆଠ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା...

ଧାମରା ବନ୍ଦରରେ ଅଘଟଣ: ସର୍ଟଶର୍କିଟରେ ୩ ଆହତ

ଚାନ୍ଦବାଲି,୧୨ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ବନ୍ଦର(ଆଦାନୀ)ରେ ଶନିବାର ସକାଳେ ଅଘଟଣ ଘଟିଛି। ବିଦ୍ୟୁତ୍‌ ସର୍ଟଶର୍କିଟ ଯୋଗୁଁ କମ୍ପାନୀରେ କାମ କରୁଥିବା ୩ କର୍ମଚାରୀ ଗୁରୁତର ହୋଇଛନ୍ତି।...

ବିଧାୟକଙ୍କ ଅଚାନକ ଜିଲା ମୁଖ୍ୟ ଚିକିତ୍ସାଳୟ ଗସ୍ତ: ବିଭିନ୍ନ କାର୍ଯ୍ୟ କଲେ ଅନୁଧ୍ୟାନ

ମାଲକାନଗିରି,୨୪।୧(ଡି.ଏନ୍‌.ଏ.): ମାଲକାନଗିରି ବିଧାୟକ ଆଦିତ୍ୟ ମାଡ଼ି ଶୁକ୍ରବାର ଅଚାନକ ଜିଲା ସଦର ମହକୁମା ଚିକିତ୍ସାଳୟ ଗସ୍ତ କରି ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ତାଙ୍କ ଗସ୍ତବେଳେ...

Coronavirus Update


Archives

Model This Week

Why Dharitri