ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ ଘୁଙ୍ଗୁର(୭୦)ଙ୍କୁ ସୋମବାର ହାଣିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଘୁଙ୍ଗୁରଙ୍କ ମୃତ୍ୟୁ ଘଟିଥିବା ବେଳେ ଝିଙ୍ଗରଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି ।
ପ୍ରାଥମିକ ସୂଚନା ଅନୁଯାୟୀ, ସକାଳୁ କୌଣସି କାରଣରୁ ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଝିଙ୍ଗର ଏକ ଧାରୁଆ ଅସ୍ତ୍ରରେ ଘୁଙ୍ଗୁରଙ୍କ ମୁଣ୍ଡକୁ ହାଣିଥିଲେ। ଏଥିରେ ତାଙ୍କର ମୃତ୍ୟୁ ଘଟିଥିଲା। ପରେ ଝିଙ୍ଗର ବିଷ ପିଇ ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଘାଟରେ ବିଧାୟକଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଲେଶ୍ୱର ଅଫିସ,୧୮।୬-ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଶେଷକୃତ୍ୟ ଗୁରୁବାର ବାଲିଘାଟସ୍ଥିତ ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି। ସକାଳ ୬ଟା ବେଳେ ତାଙ୍କର ମରଶରୀରକୁ ବାସଭବନରୁ ଏକ...

ପ୍ରସିଦ୍ଧ ଲକ୍ଷ୍ମୀପୂଜା ଆଦ୍ୟପର୍ବ ଆରମ୍ଭ:ରାଧାଷ୍ଟମୀରେ ଅନୁକୂଳ ହେଲା ମାଟି

ଢେଙ୍କାନାଳ ଅଫିସ, ୭।୯ ପବିତ୍ର ରାଧାଷ୍ଟମୀରେ ମାଟି ଅନୁକୂଳ ସହ ଆରମ୍ଭ ହୋଇଛି ଢେଙ୍କାନାଳର ପ୍ରସିଦ୍ଧ ଲକ୍ଷ୍ମୀପୂଜାର ଆଦ୍ୟପର୍ବ। ମୀନାବଜାର ଶ୍ରୀଶ୍ରୀ ମଉଡ଼ମଣି ରାଜଲକ୍ଷ୍ମୀ ପୂଜା...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା: ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ, ଦଲାଲ ଗିରଫ

ବଡବିଲ, ୧୫।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ନାବାଳିକା ଚାଲାଣ ର଼୍ୟାକେଟ୍‌ କିଭଳି ସକ୍ରିୟ ରହିଛି ତାହାର ଏକ ନଜିର ପଦାକୁ ଆସିଛି। ବଲାଣୀ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ...

ବୀରମିତ୍ରପୁରରୁ ଭାଜପା ଆଗୁଆ

ରାଉରକେଲା ଅଫିସ,୨୩।୫: ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୀରମିତ୍ରପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଶଙ୍କର ଓରାମ ଆଗୁଆ ରହିଛନ୍ତି। ଶଙ୍କର ୧୬୪୮ ଭୋଟ...

ବ୍ୟାଙ୍କରୁ ୭୩ ହଜାର ଟଙ୍କା ଚୋରି

ଶଙ୍କରାଖୋଲ,୨ା୭(ଡି.ଏନ୍‌.ଏ.)-ଚକାପାଦ ଥାନା ଚକାପାଦ ଭାରତୀୟ ଷ୍ଟେଟବ୍ୟାଙ୍କରୁ ସୋମବାର ସକାଳେ ୭୩ ହଜାର ୮୫ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ବ୍ୟାଙ୍କର ଫିଲ୍ଡ ଅଫିସର ମନୋରଞ୍ଜନ...

ମେଡିକାଲ ଷ୍ଟୋରରୁ ଚୋରି ଘଟଣା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅନ୍ତର୍ଗତ କ୍ରିଷ୍ଣା ମେଡିକାଲ ଷ୍ଟୋରରୁ ଚୋରି ଘଟଣାରେ ପୋଲିସ ରବିବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ...

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ...

ଶ୍ରୋତା ପରିଷଦର ରାଜ୍ୟସ୍ତରୀୟ ସମ୍ମିଳନୀ:ଆକାଶବାଣୀ କାର୍ଯ୍ୟକ୍ରମ ସଦା ଆଦରଣୀୟ

ଢେଙ୍କାନାଳ ଅଫିସ,୩ା୯ ଢେଙ୍କାନାଳ ଜିଲା ସଦର ବ୍ଲକ ପଶ୍ଚିମେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆକାଶବାଣୀ ଶ୍ରୋତା ପରିଷଦର ଏକ ରାଜ୍ୟସ୍ତରୀୟ ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଆକାଶବାଣୀ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *