ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୁକ୍ତ ସ୍ବାମୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

କାମାକ୍ଷାନଗର,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ତରାଜଙ୍ଗ ଗ୍ରାମର ଜଣେ ନାବାଳିକାଙ୍କ ଶନିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ହେଲେ ଭାଗ୍ୟଧର ଷଣ୍ଢଙ୍କ ଝିଅ...

ପୂର୍ବତନ ବିଧାୟକ ଭରତ ପାଇକଙ୍କ ପରଲୋକ

ପାରଳାଖେମୁଣ୍ଡି,୯ା୪(ସ୍ବ.ପ୍ର.): ଗଜପତି ଜିଲା ରାମଗିରି ନିର୍ବାଚନମଣ୍ଡଳୀ (୨୦୦୯ ପୂର୍ବର)ର ପୂର୍ବତନ ବିଧାୟକ ଭରତ ପାଇକ (୬୧)ଙ୍କ ମଙ୍ଗଳବାର ପରଲୋକ ହୋଇଛି। ସେ କିଛିଦିନ ଧରି ଅସୁସ୍ଥ...

ଧାନ ଉଠାଣରେ ଶିଥିଳତା: ଆନ୍ଦୋଳନ ଚେତାବନୀ ଦେଲା କଂଗ୍ରେସ

ବରଗଡ଼ ଅଫିସ,୧୨।୬: ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ତେବେ ଜିଲାର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଏବେ ମଧ୍ୟ ଅବ୍ୟବସ୍ଥିତ ହୋଇ...

୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ

ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ...

ବରିଷ୍ଠ ନାଗରିକଙ୍କଠାରୁ ଲୁଟ୍‌

ବାରିପଦା ଅଫିସ,୬ା୬ : କିଛିଦିନ ହେବ ବାରିପଦା ସହରରେ ଲୁଟ୍‌ ୍‌ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପୋଲିସ ପକ୍ଷରୁ ଏଥିପ୍ରତି ଗୁରୁତ୍ୱ ଦିଆଉ ନ ଥିବା...

ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ

ତାଳଚେର, ୧୦ା୩(ନି.ପ୍ର.)- ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ଦୟସାଗର ମିଶ୍ରଙ୍କୁ କେତେଜଣ ଦୁର୍ବୁତ୍ତ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତାଙ୍କ...

ଏସ୍‌ଏଚ୍‌ଜି ଜମାରାଶି ଧରି ଚମ୍ପଟ

ଜଳେଶ୍ୱର, ୨୯।୧୨(ସ୍ବ.ପ୍ର.)-ସରକାର ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଋଣ ପ୍ରଦାନ କରି ସେମାନଙ୍କର ଆର୍ଥତ୍କ ମାନଦଣ୍ଡର ବିକାଶ ଲାଗି ଚେଷ୍ଟା କରୁଥିବା ବେଳେ କେତେକ ଅସାଧୁ...

ପରୀକ୍ଷା କେନ୍ଦ୍ରରେ ସ୍ବତନ୍ତ୍ର ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଛାତ୍ର

ରସୁଲପୁର,୨୩ା୨(ଡି.ଏନ୍‌.ଏ.): ଅକ୍ଷମ ନୁହେଁ ସେ ସକ୍ଷମ। ସେ ବି ଅନ୍ୟପିଲାଙ୍କ ଭଳି ଭଲ ପଢିବେ, ଆଉ ଆଗକୁ ବଢିବେ। ଅନ୍ୟମାନଙ୍କ ସହ ସମକ୍ଷକ ହୋଇ ନିଜକୁ...

Play 250+ Trending Games
Archives

Model This Week

Why Dharitri