ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୁକ୍ତ ସ୍ବାମୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

୫୦୪ ଗୋରୁ ଲମ୍ଫି ରୋଗରେ ଆକ୍ରାନ୍ତ

ସାକ୍ଷୀଗୋପାଳ,୨୩।୧୨ (ସ୍ବ.ପ୍ର./ଡି.ଏନ୍‌.ଏ.): ଦେଶର କେତୋଟି ସ୍ଥାନରେ ଗୋରୁଙ୍କୁ ଲମ୍ଫି ରୋଗ ହୋଇଥିବାବେଳେ ଏବେ ତାହା ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଡେଇଁଲାଣି। ଏହି ଲମ୍ଫି ରୋଗ ଦ୍ୱାରା...

ବାଲିମେଳାରେ ଭାଲୁ ଆତଙ୍କ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳା ଚିତ୍ରକୋଣ୍ଡା ଛକ ନିକଟରେ ଗତ ତିନି ଦିନ ଧରି ୩ ଭାଲୁ ଆତଙ୍କ ଖେଳାଇଛନ୍ତି। ଫଳରେ ସନ୍ଧ୍ୟା ୫ଟା ପରଠାରୁ...

ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ

ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି।...

ନାଟମଣ୍ଡପରୁ ପାଣି ଗଳୁଛି

ପୁରୀ ଅଫିସ,୧୯।୭:ଚଳିତବର୍ଷର ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିଲା। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ପକ୍ଷରୁ ନାଟମଣ୍ଡପ, ଭୋଗମଣ୍ଡପ, ରୋଷଘର ସମେତ...

ବିଜୁ ପକାଘର ଯୋଜନା ବାଟ୍‌ବନା:୧୦ ବଛର ହେଲା ଗୁହାଲ ପାଲଟିଛେ ଘର

ଦେଓଗାଁ,୨୪ା୭ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କୁଲୁତାପଡ଼ା ପଁଚେତ୍‌ରେ ରାଏଜ୍‌ ସରକାରକଁର ବିଜୁ ପକାଘର ଯୋଜନା ବାଟବନା ହେଇଥିବାର ଦେଖ୍‌ବାକେ ମିଲିଛେ। ଇ ପଁଚେତ୍‌ର...

ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର

ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ...

୧୯ ବର୍ଷ ପରେ ବି ସରିନି ବାହାନା ନାଳ ପୁନରୁଦ୍ଧାର

ବ୍ରହ୍ମପୁର ଅଫିସ,୧୦।୮: ଲଘୁଚାପ ଜନିତ ବର୍ଷା ଆରମ୍ଭ ହୋଇଛି। ଲକ୍ଷାଧିକ ଚାଷୀଙ୍କୁ ଆଶ୍ୱସ୍ତି କରି ଗ୍ରାମାଞ୍ଚଳରେ ରୁଆ ବେଉଷଣ ଲାଗି ଅନୁକୂଳ ସ୍ଥିତି ଉପୁଜିଛି। ତେବେ...

ସମୁଦ୍ର ଗର୍ଭରେ ମାଦଳି ଦ୍ୱୀପ ଅବକ୍ଷୟ

ମହାକାଳପଡ଼ା,୧।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଉପକୂଳ ଅଞ୍ଚଳ ମାଦଳି ଦ୍ୱୀପ ଅବକ୍ଷୟ ହେବାରେ ଲାଗିଛି। ଉକ୍ତ ଦ୍ୱୀପର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା...

Advertisement
Archives

Model This Week