ସ୍ତ୍ରୀଙ୍କ ସହ ବଚସା: ପୋଲ ଉପରୁ କାଠଯୋଡ଼ିକୁ ଡେଇଁଲେ ସ୍ବାମୀ, ଉଦ୍ଧାର କାର୍ଯ୍ୟ ଜାରି

କଟକ ଅଫିସ,୯।୧୦: ସ୍ତ୍ରୀଙ୍କ ସହ ବଚସା ପରେ ନଦୀକୁ ଡେଇଁଲେ ସ୍ବାମୀ। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲା କାଠଯୋଡ଼ି ନଦୀ ପୋଲ ଉପରେ।
ସୂଚନାଯୋଗ୍ୟ, କୌଣସି କଥାକୁ ନେଇ ସ୍ତ୍ରୀଙ୍କ ସହ ବଚସା ହେବା ପରେ ଜଣେ ବ୍ୟକ୍ତି ବାଇକ୍‌ରୁ ଓହ୍ଲାଇ ନଦୀକୁ ଡେଇଁପଡିଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଏବଂ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଖବର ଲେଖାଯିବା ସୁଦ୍ଧା ବ୍ୟକ୍ତିଙ୍କ ପରିଚୟ ମିଳି ନ ଥିବା ବେଳେ ପୋଲିସ ସ୍ତ୍ରୀ ଏବଂ ପିଲାଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

ରାତି ପାହିଥିଲେ ହୋଇଥାନ୍ତା ଭଉଣୀଙ୍କ ବାହାଘର, ନଦୀରେ ଭାସିଗଲେ ଭାଇ

ଚାନ୍ଦବାଲି,୧୮ା୬(ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ଘଟିଛି। ନଦୀରେ ବାଲିଆପାଳ ପଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri