ସ୍ଥାନାନ୍ତର ହେଲା ଇଭିଏମ୍‌, କଲେଜରୁ ସୁରକ୍ଷା ହଟିଲା

ଭଞ୍ଜନଗର, ୩୧।୫(ଡି.ଏନ.ଏ.)- ଭୋଟ ଗଣତି ସରିବା ପରେ ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ କଲେଜରେ ଥିବା ଆସିକା, ଭଞ୍ଜନଗର ଓ ସୋରଡ଼ା ନିର୍ବାଚନମଣ୍ଡଳୀର ଇଭିଏମ୍‌, ଭିଭିପିଏଟି ମେଶିନଗୁଡ଼ିକୁ ଛତ୍ରପୁର ସ୍ଥାନାନ୍ତର କରାଯାଇଛି।ଏଥିସହ କଲେଜରୁ ବୁଧବାରଠାରୁ ସୁରକ୍ଷା ବ୍ୟବସ୍ଥା ହଟାଇ ଦିଆଯାଇଛି। କଲେଜରେ ନିର୍ବାଚନ ସମ୍ବନ୍ଧୀୟ ଆଉ ଯାହା କିଛି କାଗଜପତ୍ର ଓ ଜିନିଷ ରହିଛି ତାହାକୁ ମଧ୍ୟ ସ୍ଥାନାନ୍ତର ବ୍ୟବସ୍ଥା ଚାଲିଛି। ସମସ୍ତ କାର୍ଯ୍ୟ ସରିବା ପରେ କଲେଜରେ ସଫେଇ ଓ ମରାମତି କାର୍ଯ୍ୟ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ସୂଚନାଯୋଗ୍ୟ, ଭଞ୍ଜନଗର କଲେଜରେ ଇଭିଏମ୍‌ ରଖାଯାଇଥିବାରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଭଞ୍ଜନଗରରୁ ଯାଇଥିବା ଇଭିଏମ୍‌ଗୁଡ଼ିକ ଛତ୍ରପୁରରେ ୪୫ଦିନ ପର୍ଯ୍ୟନ୍ତ ରହିବ


Enter your email to get our daily news in your inbox.

All Right Reserved By Dharitri.Com

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ଜନ୍ମ ଗ୍ରହଣ କରିଥିଲେ। ପବିତ୍ର ଜନ୍ମମାଟି…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

୪ର୍ଥ ବାର୍ଷିକ ସମ୍ମିଳନୀ, ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହ ଠାରେ…

ଆଇନ ସଚେତନତା ଶିବିର, ନିଜ ଅଧିକାର ନିଜେ ଜାଣିଲେ ସମାଜରେ ଆଗକୁ…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ମୁଦୁଲିପଲ୍ଲୀ ଠାରେ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri