Posted inଜାତୀୟ

ସ୍ଥାବର ସମ୍ପତ୍ତି ଆଧାର ସହିତ ହେବ ଲିଙ୍କ୍‌: ମୋଦି ସରକାର ଆଣିବେ ଆଇନ; ଡ୍ରାଫ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ,୨୬।୧୦:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସ୍ଥାବର ସମ୍ପତ୍ତିକୁ ଆଧାର ସହିତ ଲିଙ୍କ୍‌ କରିବା ଲାଗି ଯୋଜନା କରିଛନ୍ତି। ଏନେଇ ପାଞ୍ଚ ଜଣିଆ ସଂସଦୀୟ କମିଟି ଗଠନ କରାଯିବା ସହିତ ଡ୍ରାଫ୍ଟ୍‌ ମଧ୍ୟ ପ୍ରସ୍ତୁତ ହୋଇସାରିଛି। ଏହା ଆଇନରେ ପରିଣତ ହେଲେ ବେନାମୀ ସମ୍ପତ୍ତି ଧରା ପଡ଼ିଯିବ। ସେହିପରି ଜମି ଜମା କ୍ଷେତ୍ରରେ କରାଯାଉଥିବା ଜାଲ୍‌ କାରବାରର ପର୍ଦ୍ଦାଫାଶ୍‌ ହୋଇପାରିବ। ସ୍ଥାବର ସମ୍ପତ୍ତିକୁ ଆଧାର ସହିତ ଲିଙ୍କ୍‌ କରିଥିବାର ବ୍ୟକ୍ତିଙ୍କ ଜମି ଉପରେ ବେଆଇନ କବ୍‌ଜା ହେଲେ ଏହାର ସମାଧାନ ଦାୟିତ୍ୱ ସରକାର ବହନ କରିବେ। ଅପରପକ୍ଷରେ ଏଭଳି କରି ନ ଥିବା ବ୍ୟକ୍ତିଙ୍କ ସ୍ଥାବର ସମ୍ପତ୍ତି କ୍ଷେତ୍ରରେ ସରକାରୀ କ୍ଷତି ପୂରଣ ମିଳିବ ନାହିଁ ବୋଲି କୁହାଯାଉଛି। ଏହା ଦ୍ୱାରା ଜମି ମାଫିଆଙ୍କ ଅବୈଧ କାରବାର ବନ୍ଦ ହୋଇ ଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri