ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବି: କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

ଜୟପୁର,୧୯।୮(ନି.ପ୍ର.): କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସୋମବାର ଛାତ୍ର ଅଶାନ୍ତି ଦେଖାଦେଇଛି। ବିଶ୍ୱବିଦ୍ୟାଳୟରେ ସଂସ୍କୃତ ଏବଂ ମ୍ୟାନେଜମେଣ୍ଟ ବିଭଗ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ଦାବିରେ ଛାତ୍ରୀଛାତ୍ର ଶ୍ରେଣୀ ଗୃହରେ ତାଲା ପକାଇଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ନେଇ ବାରମ୍ବାର ଦାବି ହୋଇ ଆସୁଥିଲା। ଏ ନେଇ କୋରାପୁଟ ଏମ୍‌ପି ସତ୍ୟଗିରି ଉଲାକା କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଜଣାଇବା ପରେ ୮୨ ସ୍ଥାୟୀ ଅଧ୍ୟାପକ ନିଯୁକ୍ତି ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ମାତ୍ର କୌଣସି ସ୍ଥାୟୀ ଅଧ୍ୟାପକଙ୍କୁ ନିଯୁକ୍ତି ପ୍ରଦାନ କରାଯାଇ ନ ଥିବା ବେଳେ ଅସ୍ଥାୟୀ ଅଧ୍ୟାପକଙ୍କୁ ଛଟେଇ କରାଯାଇଥିଲା। ତେବେ ସଂସ୍କୃତ ଏବଂ ମ୍ୟାନେଜମେଣ୍ଟ ବିଭାଗରେ ପୂର୍ବରୁ କେବଳ ଅସ୍ଥାୟୀ ଅଧ୍ୟାପକ ରହି ଆସୁଥିଲେ। ଅଧ୍ୟାପକଙ୍କ ସ୍ଥାୟୀ ନିଯୁକ୍ତି ପାଇଁ କେବଳ ବିଜ୍ଞପ୍ତି ପ୍ରକାଶ ପାଇଛି। ଏପରି ପରିସ୍ଥିତିରେ ଏଇ ଦୁଇ ବିଭଗର ଶିକ୍ଷା ଦାନ ପ୍ରକ୍ରିୟା କିଭଳି ତ୍ୱରାନ୍ବିତ ହେବ ତାହାକୁ ନେଇ

ପ୍ରଶ୍ନ  ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଜଣେ କୋର୍ଟ ଚାଲାଣ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇ ବଳାତ୍କାର କରିଥିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ କୋର୍ଟ ଚାଲାଣ...

ରାଜଧାନୀରୁ ଅପହୃତା ଛାତ୍ରୀ ରମ୍ଭାରୁ ଠାବ

ଗଞ୍ଜାମ,୯।୧୧(ଡି.ଏନ୍‌.ଏ): ଭୁବନେଶ୍ୱର ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ କେହି ଅପହରଣ କରିଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଥିଲା l ଅପହରଣକାରୀ ଏକ କାର...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ

ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।...

ହାତୀ ମୃତ୍ୟୁକୁ ନେଇ ସ୍ବତନ୍ତ୍ର ଟିମ୍‌ର ତଦନ୍ତ: ସିବିଆଇ ତଦନ୍ତ ଦାବିକଲା ଭଞ୍ଜସେନା

ବାରିପଦା ଅଫିସ,୧୨।୧୨: ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନରେ ଦନ୍ତାହାତୀର ଶିକାର ଓ ପ୍ରମାଣ ନଷ୍ଟ ଘଟଣାରେ ସୋମବାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି।...

ବସ୍ତାରେ ଚାଉଳ କମ୍‌ ରହୁଥିବା ନେଇ ଉଦ୍‌ବେଗ

ଖଇରା, ୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟି ସାମଗ୍ରୀ ବଣ୍ଟନ ଦାୟିତ୍ୱରେ ଥିବା ସମସ୍ତ ଡିଲରଙ୍କ ଏକ ବୈଠକ ସୋମବାର ଖଇରା...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପାଇବା ପରେ ଶେଷଦେବଙ୍କ ସହାୟତା ପାଇଁ ପହଞ୍ଚିଲା ବ୍ଲକ ପ୍ରଶାସନ

ସମ୍ବଲପୁର/ରେଙ୍ଗାଲି, ୧୬।୧୦(ବ୍ୟୁରୋ/ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ବ୍ରାହ୍ମଣୀପାଲି ହାଡଗୁଡ଼ିଆ ପଡ଼ାର ଶେଷଦେବ ରୋହିଦାସଙ୍କ ପରିବାର ଦୁଃଖକଷ୍ଟରେ ଚଲୁଥିବା ବେଳେ ଦିବ୍ୟାଙ୍ଗ ଝିଅ କେଶରୀ ରୋହିଦାସ...

ଏକ ଘରୁ ଯୁବକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ, ରାସ୍ତାରୋକୋ କଲେ ଲୋକେ

ନୟାଗଡ଼ ଅଫିସ,୩୧ା୫: ନୟାଗଡ଼ ଟାଉନ ଥାନା ଘଡୁଆଳ ଛକରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ କଇଥଗାଡ଼ିଆ ଗାଁ ସଭାପତି ବିଜୟ...

ପ୍ରାକୃତିକ ସୌନ୍ଦର୍ଯ୍ୟ ନଷ୍ଟକୁ ପରିବେଶ ପ୍ରଦୂଷଣ

ରାୟଗଡ଼ା,୪।୩(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ବଢ଼ି ଚାଲିଛି ବ୍ୟାପକ ବେଆଇନ କାରବାର। ବିଶେଷ ଭାବେ ପଥର, ମୋରମ ଓ ବାଲି ଚୋରା ଚାଲାଣ ସାଧାରଣ ଘଟଣା ହୋଇଗଲାଣି।...

Advertisement
Archives

Model This Week