Posted inଜାତୀୟ

ସ୍ଥିତି ନୁହେଁ ଉପଯୋଗୀ ଶାହିନ ବାଗ୍‌ ଶୁଣାଣି ମାର୍ଚ୍ଚ ୨୩ରେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀର ସ୍ଥିତି ଉପଯୋଗୀ ନ ଥିବାରୁ ଶାହିନ ବାଗ୍‌ ଶୁଣାଣି ଏବେ ହେବନି ବୋଲି ସୁପ୍ରିମ୍‌କୋର୍ଟ ବୁଧବାର କହିଛନ୍ତି। ଆଇନ ଶୃଙ୍ଖଳା ସ୍ଥିତି ଶାନ୍ତ ହେଲେ ଏହି ମାମଲା ଉପରେ ବିଚାର କରାଯିବ। ମାର୍ଚ୍ଚ ୨୩ରେ ଏହାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମ୍‌କୋର୍ଟ ସୂଚନା ଦେଇଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଶାହିନ ବାଗ୍‌ରେ ପ୍ରଦର୍ଶନ ଜାରି ରହିଛି। ସେଠାରୁ ପ୍ରଦର୍ଶନକାରୀଙ୍କୁ ହଟାଇବା ପାଇଁ କରାଯାଇଥିବା ଆବେଦନ ଉପରେ ସୁପ୍ରିମ୍‌କୋର୍ଟ ଏଭଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୭ ବର୍ଷ ପରେ ନାଗାଲାଣ୍ଡରେ ବରଫପାତ

କୋହିମା, ୩୦।୧୨:ଉତ୍ତର ଭାରତରେ ପ୍ରବଳ ଶୀତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଅନେକ ସ୍ଥାନରେ ପାରଦ ୩ ଡିଗ୍ରୀ ତଳକୁ ଖସିଛି। ଲୋକେ ଘରୁ ବାହାରିବା...

ଏକ କୋଟି କରୋନା ଟେଷ୍ଟ କରାଇବାରେ ଭାରତର ପ୍ରଥମ ରାଜ୍ୟ ହେଲା ଉତ୍ତର ପ୍ରଦେଶ

ଲକ୍ଷ୍ନୌ, ୩୦।୯: ସାରା ଦେଶରେ କରୋନା ଏହାର କାୟା ମେଲାଇ ସାରିଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଏହି ଭାଇରସ୍‌ରେ ଆକ୍ରାନ୍ତ...

ଦ୍ୱାଦଶ ଶ୍ରେଣୀର ଛାତ୍ରୀଙ୍କୁ ଗଣବଳାତ୍କାର

କୁରୁକ୍ଷେତ୍ର,୨୫।୨ : ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ଅଭିଯୋଗ ହରିୟାଣାର କୁରୁକ୍ଷେତ୍ରରୁ ଜିଲାରୁ ଆସିଛି। ୩ ଅଭିଯୁକ୍ତଙ୍କୁ ଗିରଫ...

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା...

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କୁ ତାଙ୍କ ସରକାରୀ ବାସଭବନରେ ରବିବାର ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଦଳର ବିପୁଳ ବିଜୟ ନେଇ...

ଓ୍ବାକଫ୍‌ ବୋର୍ଡ ସମ୍ପତ୍ତିର ଦୁରୁପଯୋଗ ଅଭିଯୋଗରେ ଏଏପି ବିଧାୟକଙ୍କ ନାଁରେ ଏତଲା

ନୂଆଦିଲ୍ଲୀ,୨୯।୧: ସବୁବେଳେ ବିବାଦରେ ଛନ୍ଦିହେଉଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ବିଧାୟକଙ୍କ ଏବେ ପୁଣି ଅଡ଼ୁଆ ବଢ଼ିଯାଇଛି। ଦିଲ୍ଲୀର ଆଣ୍ଟି କରପ୍ସନ ବ୍ୟୁରୋ(ଏସିବି) ଏଏପି ବିଧାୟକ...

ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ

ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍‌ ପରିଚିତ ଥିବା ରେସ୍‌ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା...

ଚାଇନା ସହ କଥାବାର୍ତ୍ତା ପୂର୍ବରୁ ଶକ୍ତି ଦେଖାଇଲା ବାୟୁସେନା

ନୂଆଦିଲ୍ଲୀ, ୨୧ ।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ବଢି ଚାଲିଥିବା ବେଳେ ସୋମବାର ଷଷ୍ଠଥର ଲାଗି କମାଣ୍ଡର ସ୍ତରରର ବୈଠକ ବସିବାର ଅଛି...

Advertisement


Archives

Model This Week

Why Dharitri