
ସ୍ନାନବେଦିକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି।
ସ୍ନାନବେଦିକୁ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି।
ଶ୍ରୀମନ୍ଦିର ସିଂହଦ୍ୱାରରେ ଦ୍ୱାରପାଳ ଜୟ ଓ ବିଜୟଙ୍କ ନବନିର୍ମିତ ମୂର୍ତ୍ତି ସ୍ଥାପନ କରାଯାଇଛି।
ପବିତ୍ର ଇଦ୍-ଉଲ୍-ଜୁହା ଅବସରରେ କଟକ ସତିଚଉରା ନିକଟ ଇଦ୍ଗାହଠାରେ ମୁସଲମାନମାନଙ୍କ ସମୂହ ନମାଜ ପାଠ।
ମୌସୁମୀ ବର୍ଷାରେ ଭିଜିଲା ରାଜଧାନୀ
ଭୁବନେଶ୍ୱରସ୍ଥିତ ଇଡ୍କୋଲ ଅଡିଟୋରିୟମଠାରେ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ନିମନ୍ତେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭା।
ଏସ୍ଆଇଆର୍ଡି-ପିଆର୍ କ୍ୟାମ୍ପସ୍ରେ ଓରମାସ୍ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଆମ୍ବ ଉତ୍ସବ।
ପୁରୀ ଲଙ୍ଗୁଳି ମଠ କୋଠାକୁ ଜେସିବି ଦ୍ୱାରା ଭଙ୍ଗାଯାଉଛି।
କଟକରେ ପାକ୍ ମୌସୁମୀ ବର୍ଷା
ପିଆଜର ଅହେତୁକ ଦରବୃଦ୍ଧି ବିରୋଧରେ ସିପିଆଇ ପକ୍ଷରୁ ରାଜମହଲ ଛକରେ ବିକ୍ଷୋଭ।