ସ୍ନାନଯାତ୍ରାର ସିଧା ପ୍ରସାରଣ: ସ୍ଥିତି ପରଖିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ

ପୁରୀ ଅଫିସ, ୨।୬:ଆସନ୍ତା ୫ ତାରିଖରେ ସ୍ନାନ ଯାତ୍ରା। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋର୍‌ଦାର ପ୍ରସ୍ତୁତି ଚାଲିଛି। କରୋନା ପାଇଁ ଏଥର ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ତେବେ ସ୍ନାନଯାତ୍ରାକୁ ଟିଭି ମାଧ୍ୟମରେ କିଭଳି ଅଧିକରୁ ଅଧିକ ଭକ୍ତ ଦେଖିପାରିବେ ତାହା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥର ସୂଚନା ଓ ଲୋକ ସମ୍ପର୍କ ବିଭାଗକୁ ସିଧାପ୍ରସାରଣ ଦାୟିତ୍ୱ ଦିଆଯାଇଛି। ମଙ୍ଗଳବାର ବିଭାଗୀୟ ସଚିବ ସଞ୍ଜୟ ସିଂହ ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସଚିବଙ୍କ ସହ ମୁଖ୍ୟପ୍ରଶାସକ ଡ. କିଷନ କୁମାର, ଜିଲାପାଳ ବଲଓ୍ବନ୍ତ ସିଂହ ପ୍ରମୁଖ ଅଧିକାରୀମାନେ ବୁଲି ସ୍ଥିତି ପରଖିଛନ୍ତି। କେଉଁଠୁ ଏବଂ କିପରି ଲାଇଭ୍‌ କଭରେଜ୍‌ କରାଯିବ ତାହା ସେମାନେ ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ଏକକାଳୀନ ୪ ଶିଶୁ ଜନ୍ମହେବା ଘଟଣା: ୨ ଶିଶୁକନ୍ୟା ଆଖି ବୁଜିଲେ

କଟକ ଅଫିସ,୯ା୮: ଏସ୍‌ସିବି ମେଡିକାଲରେ ଶନିବାର ଏକାଥରକେ ଜନ୍ମ ହୋଇଥିବା ୪ ଶିଶୁକନ୍ୟାଙ୍କ ମଧ୍ୟରୁ ରବିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ନବଜାତ ଶିଶୁ ପରିପକ୍ୱ...

କଣ୍ଟାବାଞ୍ଜି ବିଧାୟକଙ୍କ ଆଚରଣ ପ୍ରତିବାଦରେ ଓଏଏସ ସଂଘ ସଦସ୍ୟ ପିନ୍ଧିଲେ କଳାବ୍ୟାଚ

ବଲାଙ୍ଗୀର ଅଫିସ, ୧୬।୧: ବଲାଙ୍ଗୀର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ ଗତ ୧୨ ତାରିଖରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ବଲାଙ୍ଗୀର ଜିଲାପାଳ...

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ, ଚପଲ ଫିଙ୍ଗିଲେ ମହିଳା

ଭଦ୍ରକ ଅଫିସ, ୨୯ା୧୦: ଭଦ୍ରକ କାଳୀପୂଜା ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟକୁ ବିରୋଧ କରି ଜଣେ ମହିଳା ଚପଲ ଫିଙ୍ଗିଛନ୍ତି। ଗୁରୁବାର ରାତିରେ ଏଭଳି ଘଟଣା...

ସହାୟତା ଦାବି କଲା କଳାକାର ସଂଘ

କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜ ଏନଏସି ସହରାଞ୍ଚଳରେ ଥିବା କଳାକାରଙ୍କୁ ଚିହ୍ନଟ କରାଯାଇ ନାହିଁ। ଏଥିଯୋଗୁ ସେମାନେ ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ରହିଛନ୍ତି।...

ଉଦଳାରେ ହାଜତ ମୃତ୍ୟୁ

ଉଦଳା,୯ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳାରେ ରବିବାର ହାଜତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ହେପାଜତରେ ଥିବା ଯୁବକ ପ୍ରଦୀପ ଦାସ(୩୫)ଙ୍କୁ ପିଟି ପିଟି ମାରି...

୧୦ରୁ କଟକରେ ବୁଷ୍ଟର ଡୋଜ

କଟକ ଅଫିସ,୨୮।୧୨: ଜାନୁୟାରୀ ୧୦ରୁ କଟକରେ ବୁଷ୍ଟର ଡୋଜ ଦିଆଯିବ। ଏ ନେଇ ସିଏମ୍‌ସି ଡେପୁଟି କମିଶନର ଅବିନାଶ ରାଉତ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ କର୍ମୀ,...

ନିଆଁରେ ୮୦ ଛେଳି, ୧ ଗାଈ ଜୀବନ୍ତଦଗ୍ଧ

କୁଜଙ୍ଗ,୨୧। ୧୨(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ଦୁଆଡିଆ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ବଖରା ଜଳିଯାଇଛି। ସେଠାରେ ଥିବା...

ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର...

Advertisement
Archives

Model This Week