Posted inପୁରୀ

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ପୁରୀ ଅଫିସ, ୩ା୬-ଆସନ୍ତା ୫ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ମହାପ୍ରଭୁ ପ୍ରତ୍ୟକ୍ଷ ସ୍ନାନ କରିବେ। ପ୍ରତିବର୍ଷ ବିଭିନ୍ନ ଚ୍ୟାନେଲ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନଯାତ୍ରାର ସିଧା ପ୍ରସାରଣ କରି ଆସୁଥିଲେ। ହେଲେ ଏଥର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କେତେକ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଚଳିତବର୍ଷ କୌଣସି ଚ୍ୟାନେଲ ଲାଇଭ ଟେଲିକାଷ୍ଟ କରିପାରିବେ ନାହିଁ। ଦୂରଦର୍ଶନ ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଏବଂ ଯେଉଁ ଚ୍ୟାନେଲ ଚାହିଁବେ ସେମାନଙ୍କୁ ମାଗଣାରେ ଲାଇଭ ଟେଲିକାଷ୍ଟ ଫିଡ୍‌ ଯୋଗାଇବ। ଏ ନେଇ ବୁଧବାର ପୁରୀ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri