ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ

ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ କିପରି ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟକ୍ରମେ ଆଲୋଚନା କରାଯାଉଛି। ସେବକଙ୍କୁ କୋଭିଡ-୧୯ ଗାଇଡ୍‌ଲାଇନ ସମ୍ପର୍କରେ ସଚେତନ କରାଯାଉଛି।
ଶନିବାର ଗରାବଡୁ ସେବକଙ୍କୁ ସଚେତନ କରାଯାଇଥିଲା। ସ୍ନାନଯାତ୍ରା ପୂର୍ବରୁ ସମସ୍ତ ୧୭୨ ଜଣ ଗରାବଡୁ ସେବକଙ୍କ କରୋନା ଟେଷ୍ଟ କରାଯିବ। ଆସନ୍ତା ୨୯ ଓ ୩୦ ତାରିଖ ଦିନ ସମସ୍ତଙ୍କର ସ୍ବାବ ସଂଗ୍ରହ କରାଯିବ। ଆସନ୍ତା ୫ ତାରିଖ ମହାପ୍ରଭୁଙ୍କ ସ୍ନାନଯାତ୍ରା ପୂର୍ବରୁ ଅର୍ଥାତ ୩ ତାରିଖ ସୁଦ୍ଧା ରିପୋର୍ଟ ଆସିଯିବ ବୋଲି ଲକ୍ଷ ରଖାଯାଇଥିବା ଶନିବାର ଅନୁଷ୍ଠତ ସଚେତନତା କାର୍ଯ୍ୟକ୍ରମରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri